ପରଦାକୁ ଆସିବ ବିଜେନ୍ଦ୍ର-ଲୀଲାଙ୍କ ଦାମ୍ପତ୍ୟ ପ୍ରେମ
ଜୟପୁର, ୩।୧: ୨୦୧୩ କେଦାରନାଥ ବର୍ଷା ବିତ୍ପାତରେ ନିଖୋଜ ହୋଇଯାଇଥିଲେ ସ୍ତ୍ରୀ। ଖୋଜାଖୋଜି ସତ୍ତ୍ୱେ ମିଳି ନ ଥିଲା ତାଙ୍କର କୌଣସି ସନ୍ଧାନ। ଏପରି କି ସରକାର ତାଙ୍କୁ ମୃତ ବୋଲି ଘୋଷଣା ମଧ୍ୟ କରିଦେଇଥିଲେ। ହେଲେ ଏହାକୁ ମାନି ନ…
ବଦଳିବନି ମେଡିକାଲ ପାଠ୍ୟକ୍ରମରେ ଇଡବ୍ଲ୍ୟୁଏସ୍ ମାନଦଣ୍ଡ
ନୂଆଦିଲ୍ଲୀ, ୩।୧: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଆର୍ଥତ୍କ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍) ଚୟନ ନିମନ୍ତେ ବର୍ତ୍ତମାନର ମାନଦଣ୍ଡ ଚଳିତ ଶିକ୍ଷାବର୍ଷ ଲାଗି କାଏମ ରହିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଜଣାଇଛନ୍ତି। ଇଡବ୍ଲ୍ୟୁଏସ୍ ଚୟନ ପାଇଁ ବାର୍ଷିକ…
୧୫-୧୮ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା: ୧ ପ୍ରତିଶତ କରିଛନ୍ତି ରେଜିଷ୍ଟ୍ରେଶନ
ନୂଆଦିଲ୍ଲୀ,୩ ।୧: କରୋନା ମହାମାରୀ ସହ ଲଢେଇ କରିବାକୁ ସୋମବାରଠାରୁ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ଟିକା ଦେବା ଆରମ୍ଭ କରାଯିବ । ସାରା ଦେଶରେ ୧୫-୧୮ ବର୍ଷ ବୟସର ପ୍ରାୟ ୮ କୋଟି ପିଲା ରହିଛନ୍ତି । ଏମାନଙ୍କ ମଧ୍ୟରୁ…
ଆସିଲା କରୋନାର ତୃତୀୟ ଲହର, ଏକ ସପ୍ତାହରେ ୩ ଗୁଣା ସଂକ୍ରମଣ
ନୂଆଦିଲ୍ଲୀ,୩ ।୧: କରୋନାର ସଂକ୍ରମଣକୁ ଦେଖି ପ୍ରାୟ ସମସ୍ତ ରାଜ୍ୟରେ ନାଇଟ କର୍ଫ୍ୟୁ ସହ ଅନ୍ୟ କଟକଣା ବି ଲାଗୁ କରାଯାଇଛି । ଏହାପରେ ବି ଦ୍ରୁତ ଗତିରେ ବଢି ଚାଲିଛି ସଂକ୍ରମଣ । ମହାରାଷ୍ଟ୍ରରେ ଏବେ କରୋନା ବେକାବୁ ହୋଇଥିବା…
୩୨ ହଜାର ସଂକ୍ରମିତ, ଶହେରୁ ଊର୍ଦ୍ଧ୍ୱ ମୃତ୍ୟୁ, ଚିନ୍ତା ବଢାଇଲାଣି କରୋନା
ନୂଆଦିଲ୍ଲୀ,୩ ।୧: କଟକଣା ପରେ ବି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ପଟେ କରୋନା ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣ ଏବେ ଦୋବଶସୀଙ୍କୁ ଚିନ୍ତାରେ ପକାଇଦେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାରରୁ ଅଧିକ…
ମୋଦିଙ୍କ ରାଲିରେ ୧୨ କୋଟି ଟଙ୍କାର କାର୍: ପ୍ରଶ୍ନ ଉଠାଇଲେ ସଞ୍ଜୟ
ମୁମ୍ବାଇ,୩ ।୧: ଉତ୍ତରପ୍ରଦେଶର ମୁରାଦାବାଦରେ ୫ ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ନିଜକୁ ଫକିର ବୋଲି କହିଥିଲେ । ଏବେ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ ।…
ୟୁପିରେ ଏକକ ସଂଖ୍ୟାରେ ସୀମିତ ରହିବ କଂଗ୍ରେସ
ନୂଆଦିଲ୍ଲୀ,୩।୧: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନକୁ ଭାଜପା ସହଜରେ ଜିତିବ। ଆଉ ଲଗାତାର ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ। ଉତ୍ତରପ୍ରଦେଶ ଇତିହାସରେ ୧୯୮୫ଠାରୁ କୌଣସି ମୁଖ୍ୟମନ୍ତ୍ରୀ ଲଗାତାର ଦ୍ୱିତୀୟ ଥର ଜିତି ପାରିନାହାନ୍ତି। ଅନ୍ୟପକ୍ଷରେ କଂଗ୍ରେସ ପୂର୍ବ ଥର ଭଳି…
ବାୟୁ ସେନା ଚପର ଦୁର୍ଘଟଣାର ତଦନ୍ତ ଶେଷ
ନୂଆଦିଲ୍ଲୀ,୨।୧: ଗତ ଡିସେମ୍ବର ୮ ତାରିଖରେ ଘଟିଥିବା ବାୟୁ ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍ ଡିଫେନ୍ସ ଷ୍ଟାଫ (ସିଡିଏସ୍) ଜେନେରାଲ ବିପିନ ରାଓ୍ବତ ଓ ତାଙ୍କ ପତ୍ନୀଙ୍କ ସମେତ ୧୧ ଜଣ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ବାୟୁ ସେନାର ତଦନ୍ତ…
‘ଯୋଗୀ ଖାଲି ଶ୍ମଶାନ ଖୋଲିଲେ, ଆମେ ସ୍କୁଲ ଖୋଲିବୁ’
ଲକ୍ଷ୍ନୌ,୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ରବିବାର ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ମହାରାଲିରେ ତାଙ୍କ ଅଭିଭାଷଣରେ କେଜ୍ରିୱାଲ କହିଛନ୍ତି ଯେ, ଯୋଗୀ ସରକାର ୫ ବର୍ଷରେ କେବଳ…
ମହାରାଷ୍ଟ୍ରରେ ପୁଣି କରୋନା ଆତଙ୍କ
ମୁମ୍ବାଇ,୨।୧:ମହାରାଷ୍ଟ୍ରରେ ରବିବାର ୧୧,୮୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କେବଳ ମୁମ୍ବାଇରେ ୮୦୬୩ ମାମଲା ଆସିଛି। ରାଜ୍ୟରେ ଗୋଟିଏ ଦିନରେ ୫୦ ଓମକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଓମିକ୍ରନ୍ର ବଢୁଥିବା…
ସରକାରଙ୍କୁ ଖୋଲା ଧମକ ଦେଲେ କୃଷକ ନେତା
ନୂଆଦିଲ୍ଲୀ,୨।୧: କୃଷକ ନେତା ରାକେଶ ଟିକାଏତ୍ ପୁଣିଥରେ ସରକାରଙ୍କୁ ଧମକ ଦେଇଛନ୍ତି। ଟିକାଏତ୍ କହିଛି ଯେ ଜାନୁୟାରୀ ୨୬ରେ କୃଷକମାନେ ଦେଶର ବିଭିନ୍ନ ସ୍ଥାନରେ ଟ୍ରାକ୍ଟର ପଦଯାତ୍ରା କରିବେ। ଏମଏସପି ସମ୍ପର୍କରେ ସରକାର ଏପର୍ଯ୍ୟନ୍ତ କୌଣସି କମିଟି ଗଠନ କରିନାହାଁନ୍ତି କିମ୍ବା…
ପଶ୍ଚିମବଙ୍ଗରେ ଆଂଶିକ ଲକଡାଉନ ଘୋଷଣା
କୋଲକତା,୨।୧:ପଶ୍ଚିମବଙ୍ଗରେ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମମତା ସରକାର ରବିବାର ନୂଆ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ଏହି ପ୍ରତିବନ୍ଧକଗୁଡିକ ଆଂଶିକ ଲକଡାଉନ ରୂପରେ ଦେଖାଯାଉଛି। ଆସନ୍ତାକାଲି ଅର୍ଥାତ୍ ସୋମବାର ପଶ୍ଚିମବଙ୍ଗରେ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ, ସ୍ପା, ସେଲୁନ,…
Archives


