ଜାତୀୟ

ଶାହଙ୍କ ଲାଗି ମୁତୟନ ହେଲେ ସ୍ନାଇପର, ଡ୍ରୋନ୍‌, ଶାର୍ପଶୁଟର

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଶନିବାରଠାରୁ ୩ ଦିନିଆ ଗସ୍ତ ଜମ୍ମୁ-କଶ୍ମୀର ଗସ୍ତ କରିବେ। ୩୭୦ ଧାରା ଉଚ୍ଛେଦ ପରେ ଶାହ ପ୍ରଥମ ଥର ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବାକୁ ଯାଉଛନ୍ତି। ଏବେ ସାଧାରଣ ନାଗରିକଙ୍କୁ...

କମିବାକୁ ଯାଉଛି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ ସାମଗ୍ରୀ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ମନ୍ତ୍ରଣାଳୟର ସଚିବ ସୁଧାଂଶୁ...

ଭାଜପା ସଭାରେ ମୁଥା ମରାମରି

କୋଲକାତା,୨୨।୧୦: ଫାଟ ଦେଖାଦେଇଛି ଭାଜପାର ପଶ୍ଚିମବଙ୍ଗ ୟୁନିଟ୍‌ରେ। ପଶ୍ଚିମ ବର୍ଦ୍ଧମାନର କାଟଓ୍ବାରେ ଶୁକ୍ରବାର ଆୟୋଜିତ ଦଳର ସାଙ୍ଗଠନିକ ବୈଠକରେ ହାତହାତି ହୋଇଛନ୍ତି ଦୁଇ ଗୋଷ୍ଠି। ତାହା ପୁଣି ରାଜ୍ୟ ଭାଜପା ସଭାପତି ସୁକାନ୍ତ ମଜୁମଦର ଓ ପୂର୍ବତନ ସଭାପତି ଦୀଲିପ...

ଦୀର୍ଘ ୪ ଘଣ୍ଟା ପରେ ଏନ୍‌ସିବି କାର୍ଯ୍ୟାଳୟରୁ ବାହାରିଲେ ଅନନ୍ୟା

ମୁମ୍ବାଇ,୨୨ ।୧୦: ଡ୍ରଗ୍ସ ମାମଲାରେ ପଚରା ଉଚରା ପାଇଁ ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଶୁକ୍ରବାର ଏନ୍‌ସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପାଖାପାଖି ୨ଟା ୩୦ ମିନିଟରେ ସେ ତାଙ୍କ ପିତା ଚଙ୍କି ପାଣ୍ଡେଙ୍କ ସହ ଏନ୍‌ସିବି ଅଫିସ ପହଞ୍ଚିଥିଲେ...

କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଧନ୍ୟବାଦ ଜଣାଇଲେ ଶାହ

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ତାଙ୍କର ୫୭ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ବହୁ ରାଜନେତା ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟ ପ୍ରଦେଶ, ହରିୟାଣା, ଉତ୍ତର...

ଜି୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଇଟାଲି ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୯-୩୧ ଅକ୍ଟୋବର ପର୍ଯ୍ୟନ୍ତ ଇଟାଲି ଗସ୍ତରେ ଯିବେ । ଏହି ସମୟରେ ସେଠାରେ ୩୦ ଓ ୩୧ ଅକ୍ଟୋବରରେ ଅନୁଷ୍ଠିତ ଜି୨୦ ଶିଖର ସମ୍ମିଳନୀରେ ଯୋଗଦେବେ । ଇଟାଲି ପରେ ପ୍ରଧାନମନ୍ତ୍ରୀ ମୋଦି...

ଡ୍ରଗ୍ସ ନେଇ ନାହାନ୍ତି ଅନନ୍ୟା!

ମୁମ୍ବାଇ,୨୨ ।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ଯ୍ୟନ ଖାଁଙ୍କ ସହ ହ୍ୱାଟଓ୍ ଆପ ଚାଟ ସାମ୍ନାକୁ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ଦ୍ୱିତୀୟ ଦିନ ବି ପଚରା ଉଚରା...

ନିଯୁକ୍ତ ହେଲେ ପଞ୍ଜାବ କଂଗ୍ରେସର ନୂଆ ପ୍ରଭାରୀ

ଚଣ୍ଡିଗଡ଼,୨୨ ।୧୦: ରାଜସ୍ଥାନର କ୍ୟାବିନେଟ ମନ୍ତ୍ରୀ ହରିଶ ଚୌଧୁରୀଙ୍କୁ ପଞ୍ଜାବ ଓ ଚଣ୍ଡିଗଡ ପାଇଁ କଂଗ୍ରେସ ଦଳର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ଥାନରେ କାର୍ଯ୍ୟଭାର ସମ୍ଭାଳିବେ । ରାୱତଙ୍କୁ...

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୨୨।୧୦: ମୁମ୍ବାଇର ଲାଲବାଗ ଅଞ୍ଚଳରେ ଥିବା ଏକ ଆବାସିକ କୋଠାର ୧୯ତମ ମହଲାରେ ଏକ ଲେଭଲ -୪ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏବେ ନିଆଁ ନିୟନ୍ତ୍ରଣରେ ରହିଛି...

ଏକୁଟିଆ ଲଢିବ କଂଗ୍ରେସ

ପାଟନା,୨୨।୧୦: ବିବାହରରେ ମହାମେଣ୍ଟର ବ୍ରେକ ଅପ ଖବର ସାମ୍ନାକୁ ଆସିଛି।ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଭକ୍ତ ଚରଣ ଦାସ ଏହି ପ୍ରସଙ୍ଗରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ ପାଟନାରେ ପହଞ୍ଚିବା ମାତ୍ରେ କହିଛନ୍ତି, ମହାମେଣ୍ଟ ଭାଙ୍ଗିବା ପାଇଁ କେବଳ...

୩୯ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ

ନୂଆଦିଲ୍ଲୀ,୨୨।୧୦: ସୁପ୍ରିମକୋର୍ଟରେ ଏକ ଆଇନଗତ ଯୁଦ୍ଧରେ ଜିତିବା ପରେ ୩୯ ଜଣ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ ମିଳିଛି। ସାତୋଟି କାର୍ଯ୍ୟ ଦିବସ ମଧ୍ୟରେ ସେମାନଙ୍କ ନୂତନ ସେବା ମାନ୍ୟତା ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବଞ୍ଚିତ ହୋଇଥିବା...

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୨୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୫,୭୮୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୩୧ ଜଣଙ୍କର ମୃତ୍ୟୁ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri