ଜାତୀୟ

ନର୍ସିଂହୋମ କାନ୍ଥରେ ଝୁଲୁଛି ନର୍ସଙ୍କ ମୃତଦେହ; ଦିନକ ପୂର୍ବରୁ ଚାକିରିରେ ଯୋଗ ଦେଇଥିଲେ

ଉନ୍ନାଓ,୧।୫: ଉତ୍ତରପ୍ରଦେଶର ଉନ୍ନାଓର ବଙ୍ଗରାମାଉ ଥାନା ଅଞ୍ଚଳରେ ଏକ ଘରୋଇ ନର୍ସିଂହୋମର କାନ୍ଥରେ ଜଣେ ନର୍ସଙ୍କ ମୃତଦେହ ଝୁଲୁଥିବା ଦେଖାଯାଇଛି। ଚାକିରିରେ ଯୋଗ ଦେବାର ଦିନକ ପରେ ଉକ୍ତ ନର୍ସଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ପରିବାରଲୋକେ ତାଙ୍କୁ ବଳାତ୍କାର…

ସ୍କୁଲରେ ପଢୁଥିବାବେଳେ ନିଜ ପିଲାଙ୍କୁ ଦେଖିପାରିବେ ଅଭିଭାବକ…

ନୂଆଦିଲ୍ଲୀ, ୧।୫ : ରାଜଧାନୀ ଦିଲ୍ଲୀରେ, ଖୁବ୍‌ ଶୀଘ୍ର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ସ୍କୁଲ୍‌ରେ ପଢୁଥିବା ସମୟରେ ମୋବାଇଲରେ ଦେଖିପାରିବେ। ଏହା ମେ ମାସରୁ ଆରମ୍ଭ ହେବାକୁ ଯାଉଛି । ଏହି ଯୋଜନାରେ କାର୍ଯ୍ୟ କରୁଥିବା ପବ୍ଲିକ ୱାର୍କସ ବିଭାଗ ସିଷ୍ଟମରେ…

ଚାରି ଧାମ ଯାତ୍ରା ସମୟରେ ଭିଡରୁ ମିଳିବ ମୁକ୍ତି

ଡେରାଡୁନ,୧ ।୫: ପବିତ୍ର ଚାରି ଧାମ ଯାତ୍ରା ମେ’ ୩ରୁ ଆରମ୍ଭ ହେବାକୁ ଯାଉଛି । ଏବେ ଏହି ଯାତ୍ରାକୁ ନେଇ ଉତ୍ତରାଖଣ୍ଡ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୂତ ହୋଇ ଗଲେଣି । ଏଥର କିନ୍ତୁ ଚାରିଧାମ ଯାତ୍ରାରେ ଆଉ ଶ୍ରଦ୍ଧାଳୁ…

ବିଧାୟକ ଭାବେ ନିର୍ବାଚନ ଜିତିଥିଲେ ବି ଶପଥ ନେଇପାରୁନାହାନ୍ତି

କୋଲକାତା,୧।୫: ଭାଜପାରୁ ଇସ୍ତଫା ଦେଇ ତୃଣମୂଳ କଂଗ୍ରେସରେ ସାମିଲ ହୋଇଥିବା ଗାୟକ ବାବୁଲ ସୁପ୍ରିଓ ବାଲିଗଞ୍ଜ ସିଟ୍‌ରୁ ବିଧାୟକ ଭାବେ ନିଯୁକ୍ତ ହୋଇଛନ୍ତି। ଉପନିର୍ବାଚନ ଫଳାଫଳ ଘୋଷଣା ହେବାର ୨ ସପ୍ତାହ ବିତି ଯାଇଥିଲେ ହେଁ ଶପଥ ନେଇ ପାରୁନାହାନ୍ତି ସେ।…

ମନ୍ତ୍ରୀଙ୍କ ଜିଲା ହସ୍ପିଟାଲ ଗସ୍ତ ସମୟରେ ମୃତ ମହିଳାଙ୍କ ଚିକିତ୍ସା କରୁଥିଲେ ଡାକ୍ତର…

ଚିତ୍ରକୂଟ, ୧।୫ : ଉତ୍ତରପ୍ରଦେଶରେ ଚିତ୍ରକୂଟ ମଣ୍ଡଳର ଦାୟିତ୍ୱରେ ଥିବା ମନ୍ତ୍ରୀ ଜୟବୀର ସିଂ ରବିବାର ସ୍ଥାନୀୟ ଜିଲା ହସ୍ପିଟାଲ ଅଚାନକ ଗସ୍ତ କରିଥିଲେ। ଏହି ସମୟରେ ମନ୍ତ୍ରୀ ଜିଲା ହସ୍ପିଟାଲରେ ବହୁ ତ୍ରୁଟି ଦେଖିଥିଲେ। ମନ୍ତ୍ରୀ ଅଚାନକ ଏକ ୱାର୍ଡରେ…

ପଟିଆଲା ହିଂସାର ମାଷ୍ଟର ମାଇଣ୍ଡ ବରଜିନ୍ଦର ସିଂ ଗିରଫ, କୋର୍ଟରେ ହେବେ ହାଜର

ଚଣ୍ଡିଗଡ଼,୧ ।୫: ପଟିଆଲା ହିଂସାର ମାଷ୍ଟର ମାଇଣ୍ଡ ବରଜିନ୍ଦର ସିଂ ପରୱାନଙ୍କୁ ପଞ୍ଜାବ ପୋଲିସ ଗିରଫ କରିଛି । ପୋଲିସ ରବିବାର ତାଙ୍କୁ କୋର୍ଟରେ ହାଜର କରିବ । ପୋଲିସ ଶନିବାର ସୂଚନା ଦେଇଥିଲା କି ପଟିଆଲା ହିଂସାର ମାଷ୍ଟରମାଇଣ୍ଡ ହେଉଛନ୍ତି…

‘ସ୍ପୁଟନିକ-ଭି ’ନେଇଥିବା ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୧।୫: ଋଷ ନିର୍ମିତ ସ୍ପୁଟନିକ-ଭି ଟିକା ଯେଉଁମାନେ ନେଇଛନ୍ତି ସେମାନେ ବୁଷ୍ଟର ଡୋଜ୍‌ ରୂପେ ମଧ୍ୟ ଏହି ଟିକାର ପ୍ରଥମ ଡୋଜ ନେଇପାରିବେ । ଏ ନେଇ ନ୍ୟାଶନାଲ ଟେକ୍ନିକାଲ ଆଡଭଇଜରୀ ଗ୍ରୁପ ସ୍ପୁଟନିକ ଟିକାକୁ ଅନୁମତି ଦେଇଛି। ସ୍ପୁଟନିକ-ଭି ଟିକା…

୬ ବର୍ଷର ରେକର୍ଡ ଭାଙ୍ଗିଲା ବିଦ୍ୟୁତ୍‌ ସଙ୍କଟ, ୬ ରାଜ୍ୟ ଅଧିକ ପ୍ରଭାବିତ…

ନୂଆଦିଲ୍ଲୀ, ୧।୫ : ଦେଶରେ ତାତି ବଢ଼ିବା ସହିତ କୋଇଲା ଅଭାବ ଯୋଗୁଁ ବିଦ୍ୟୁତ ସଙ୍କଟ ବୃଦ୍ଧି ପାଇବାରେ ଲାଗିଛି। ପାୱାର ସିଷ୍ଟମ ଅପରେଶନ କର୍ପୋରେଶନର ରିପୋର୍ଟ ଅନୁଯାୟୀ, ଗତ ୬ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ ଏଭଳି…

ପୁଣି ଘନେଇଲା ସଙ୍କଟ, ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ଆସି ଜଳିଗଲେ ୧୧ ଜଣ

ପୁଣେ,୧।୫: ଶବଦାହ ବେଳେ ଜଳିଗଲେ ୧୧ ଜଣ। ଏଭଳି ଏକ ଅଘଟଣ ଘଟିଛି ମହାରାଷ୍ଟ୍ର ପୁଣେର ତାଡିବାଲ ରୋଡ ସ୍ଥିତ ଶବଦାହ ଗୃହରେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୧୧ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି…

ମାସ ଆରମ୍ଭରୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧।୫: ମାସ ଆରମ୍ଭରୁ ବଢିଲା କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର ଦର। ପ୍ରତି ସିଲିଣ୍ଡର ପିଛା ୧୦୪ ଟଙ୍କା ଟଙ୍କା ବୃଦ୍ଧି ପାଇଛି। ତେବେ ଘରୋଇ ସିଲିଣ୍ଡର ଦାମ ଉପରେ କୌଣସି ବର୍ଦ୍ଧିତ ଦର ଲାଗୁ ହୋଇନାହିଁ। ଏହି ଦର ଲାଗୁ ହେବା…

ଔରଙ୍ଗାବାଦରେ ଗର୍ଜିବେ ରାଜ ଠାକରେ, ୧୬ ସର୍ତ୍ତ ସହ ରାଜ୍ୟ ସରକାର ରାଲି ପାଇଁ ଦେଇଛନ୍ତି ଅନୁମତି

ମୁମ୍ବାଇ,୧ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନା(ଏମଏନ୍‌ଏସ୍‌)ର ଅଧ୍ୟକ୍ଷ ରାଜ ଠାକରେ ରବିବାର ସନ୍ଧ୍ୟାରେ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବେ । ପ୍ରାୟ ଏକ ସପ୍ତାହ ପୂର୍ବରୁ ରାଜ ଠାକରେ ପୁଣେରୁ ଏହି ସଭା ସମ୍ପର୍କରେ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?