ଜାତୀୟ

କଂଗ୍ରେସ କରିଛି ଦେଶକୁ ବିଭାଜିତ: ଭାଜପା ନେତା

ବେଙ୍ଗାଲୁରୁ,୧୩ ।୨: ହରିୟାଣାର ଗୃହ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ ସବୁବେଳେ ବିରୋଧୀଙ୍କୁ ଟାର୍ଗେଟ କରି ଆସିଥଆନ୍ତି ଚର୍ଚ୍ଚାକୁ । ଏବେ ସେ ପୁଣିଥରେ ହିଜାବ ବିବାଦକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ବିଜ କର୍ନାଟକରେ ଚାଲିଥିବା ହିଜାବ ବିବାଦକୁ…

କୋଭିଡ ସେଣ୍ଟର ଘୋଟାଲା: ମୁମ୍ବାଇର ଚା’ ବାଲାଙ୍କୁ ଦିଆଯାଇଛି ୧୦୦ କୋଟି ଟଙ୍କାର ଠିକା

ମୁମ୍ବାଇ,୧୩ ।୨: କରୋନା ମହାମାରୀକୁ ମୁକାବିଲା କରିବାକୁ ସରକାରଙ୍କ ତରଫରୁ ଗଢିଉଠିଥିଲା କୋଭିଡ ସେଣ୍ଟର । ଏହି କ୍ରମରେ ପୁଣେରେ ୧୦୦ କୋଟି ଟଙ୍କା ବ୍ୟୟରେ ଏକ କୋଭିଡ ସେଣ୍ଟର ନିର୍ମାଣ ଲାଗି ମୁମ୍ବାଇର ଜଣେ ଚା’ବାଲାଙ୍କୁ ଠିକା ଦିଆଯାଇଥିବା ଜଣାପଡିଛି…

ବାରାମୂଳାରୁ ଅଲ-ବଦ୍ରର ୭ ଆତଙ୍କବାଦୀ ଗିରଫ: ଯୋଜନା ଥିଲା ଘାଟିରେ ବଡ ଧରଣର ଆକ୍ରମଣ

ଶ୍ରୀନଗର,୧୩ ।୨: ପୂର୍ବ ପ୍ରକୃତିରୁ ବାହାରି ପାରୁନି ପାକିସ୍ତାନ । ଜମ୍ମୁ-କଶ୍ମୀରରେ ବାରମ୍ବାର ଆକ୍ରମଣ ଯୋଜନା କରି ଚାଲିଛନ୍ତି ପାକିସ୍ତାନ ଆତଙ୍କବାଦୀ । ହେଲେ ଭାରତୀୟ ସୁରକ୍ଷା ବଳ ଏହାର କଡା ଜବାବ ଦେଇ ଚାଲିଛି । ନିକଟରେ ସୁରକ୍ଷା କର୍ମୀ…

ମହାନଦୀ ବିବାଦ: ଟ୍ରିବ୍ୟୁନାଲରେ ୯ ସାକ୍ଷୀଙ୍କ ତାଲିକା ଦେଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୨: ମହାନଦୀ ଜଳ ବିବାଦ ମାମଲାର ଅନୁଧ୍ୟାନ ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ୯ ଜଣ ସାକ୍ଷୀଙ୍କ ତାଲିକା ଦାଖଲ କରିଛନ୍ତି। ସେହିପରି ଶୁଣାଣି ବେଳେ ଛତିଶଗଡ଼ ୭ ଜଣ ସାକ୍ଷୀଙ୍କ ପ୍ରସ୍ତାବ ଦେଇଛି। କେନ୍ଦ୍ରୀୟ ଜଳ ଆୟୋଗର ପୂର୍ବତନ ସଦସ୍ୟ…

ଧସିଲା ନର୍ମଦା ଘାଟି ପରିଯୋଜନାର ଅଣ୍ଡର ଗ୍ରାଉଣ୍ଡ ଟନେଲ: ଫସିଲେ ୯ ଶ୍ରମିକ

କଟନି,୧୩ ।୨: ମଧ୍ୟ ପ୍ରଦେଶର କଟନି ଜିଲାରେ ଶନିବାର ବିଳମ୍ବିତ ସନ୍ଧ୍ୟାରେ ବଡ ଅଘଟଣ ଘଟିଛି । କଟନି ଜିଲାରେ ନର୍ମଦା ଘାଟି ପରିଯୋଜନାରେ ନିର୍ମାଣ କରାଯାଉଥିବା ଅଣ୍ଡର ଗ୍ରାଉଣ୍ଡ ଟନେଲ ଧସି ଯାଇଛି । ଫଳରେ ସେଠାରେ କାମ କରୁଥିବା…

୨୮ ବ୍ୟାଙ୍କରୁ ୨୨,୮୪୨ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୨: ଭାରତୀୟ ଇତିହାସରେ ସବୁଠୁ ବଡ଼ ବ୍ୟାଙ୍କ ଠକେଇ ମାମଲା ସାମ୍ନାକୁ ଆସିଛି। ଦେଶର ୨୮ଟି ବ୍ୟାଙ୍କରୁ ୨୨,୮୪୨ କୋଟି ଟଙ୍କା ଠକିବା ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର ଏବିଜି ଶିପ୍‌ୟାର୍ଡ ଲିମିଟେଡ୍‌ ଏବଂ ଏହାର ପୂର୍ବତନ ପରିଚାଳନା…

ଟିଏମସିର ଆନ୍ତରିକ କହଳ: ଘୋଷଣା ହେଲା ନୂଆ ୱାର୍କିଂ କମିଟି

କୋଲକାତା,୧୩ ।୨: ତୃଣ ମୂଳ କଂଗ୍ରେସ(ଟିଏମସି)ରେ ‘ଜଣେ ବ୍ୟକ୍ତି ଗୋଟିଏ ପଦ’ ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘରେ ଶନିବାର ସନ୍ଧ୍ୟାରେ ଦଳର ବରିଷ୍ଠ ନେତାଙ୍କର ଏକ ବୈଠକ ହୋଇଥିଲା । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ସେବି ପ୍ରକାଶ କଲା ଚାଞ୍ଚଲ୍ୟକର ତଥ୍ୟ, ହିମାଳୟ ବାବାଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରୁଥିଲେ ଏନ୍‌ଏସ୍‌ଇର ପୂର୍ବତନ ଅଧ୍ୟକ୍ଷା…

ମୁମ୍ବାଇ, ୧୨।୨ : ଷ୍ଟକ୍‌ ଏକ୍ସଚେଞ୍ଜ ଅଫ୍‌ ଇଣ୍ଡିଆ(ସେବି)ପକ୍ଷରୁ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ କରାଯାଇଛି। ନ୍ୟାଶନାଲ ଷ୍ଟକ୍‌ ଏକ୍ସେଚେଞ୍ଜ୍‌ (ଏନ୍‌ଏସ୍‌ଇ)ର ପୂର୍ବାତନ ଅଧ୍ୟକ୍ଷା ତଥା ସିଇଓ ଚିତ୍ରା ରାମକୃଷ୍ଣ ଜଣେ ହିମାଳୟ ବାବାଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ନିଷ୍ପତ୍ତି ଗ୍ରହଣ କରୁଥିଲେ।…

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ…

‘ଆମେ ସଂସ୍କୃତିକୁ ଛାଡ଼ିପାରିବୁ ନାହିଁ’

ଜୟପୁର,୧୨ା୨: ମୁସଲମାନ ମହିଳାମାନେ ରାଜସ୍ଥାନର ଜୟପୁର ଏବଂ ପଞ୍ଜାବର ଲୁଧିଆନାରେ ହିଜାବକୁ ସମର୍ଥନ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହା ତାଙ୍କର ବ୍ୟକ୍ତିଗତ ବିଷୟ ବୋଲି ସେମାନେ କହିଛନ୍ତି। ରାଜନୈତିକ ଦଳ ଏଥିରେ ହସ୍ତକ୍ଷେପ କରିବା ଉଚିତ୍‌ ନୁହେଁ। ଆମେ ଆମର…

ରାହୁଲ ଆଧୁନିକ ଜିନ୍ନା, ହିମନ୍ତଙ୍କ ଟାର୍ଗେଟ…

ଗୁଆହାଟି, ୧୨।୨ : ରାହୁଲ ଗାନ୍ଧୀଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱା ସରମା ଟାର୍ଗେଟ୍‌ କରିଛନ୍ତି। ସେ ଅକ୍ଷେପ କରି କହିଛନ୍ତି ଯେ, ରାହୁଲ ହେଉଛନ୍ତି ଆଧୁନିକ ଜିନ୍ନା। ସେ କହିଛନ୍ତି ୧୯୪୭ ପୂର୍ବରୁ ମହମ୍ମଦ ଅଲ୍ଲୀ…

ନିର୍ବାଚନ ପ୍ରଚାର ପଦଯାତ୍ରାରୁ ହଟିଲା କଟକଣା, ରାତି ୧୦ଟା ପର୍ଯ୍ୟନ୍ତ କରିହେବ ପ୍ରଚାର…

ନୂଆଦିଲ୍ଲୀ, ୧୨।୨ : ଭାରତୀୟ ନିର୍ବାଚନ ଆୟୋଗ ୫ଟି ରାଜ୍ୟରେ ଜାରି ରହିଥିବା ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଉପରେ ଥିବା କଟକଣାକୁ ଶନିବାର କୋହଳ କରିଛନ୍ତି। ନିର୍ବାଚନ ପ୍ରଚାର ପଦଯାତ୍ରାରୁ କଟକଣା ହଟିଛି। ସେହିପରି ଏଣିକି ପ୍ରାର୍ଥୀମାନେ ସକାଳ ୬ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri