ଜାତୀୟ

ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍‌ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…

ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ଏହା ଅନ୍ତର୍ଗତ ମୁସଲିମ୍‌ ରାଷ୍ଟ୍ରମାନଙ୍କରୁ କାଶ୍ମୀରରେ ବ୍ୟାପକ ବିନିଯୋଗ...

ଇତିହାସ ରଚିଲା ଭାରତ, ୧୦୦ କୋଟି ଟପିଲା ଟିକାକରଣ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି।ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦...

ପୁଣି ଥରେ ହେବ ଭାରତ-ଚାଇନା ସୀମା ବିବାଦ ଆଲୋଚନା…

ନୂଆଦିଲ୍ଲୀ,୨୧।୧୦: ସୀମା ବିବାଦକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ବିବାଦର ସମାପ୍ତି ଏପର୍ଯ୍ୟନ୍ତ ହୋଉନାହିଁ। ତେବେ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ପାଇଁ ଉଭୟ ଦେଶ ପୁଣି ଥରେ ଉଦ୍ୟମ କରିବାକୁ ଯାଉଛନ୍ତିି।...

୧୧୩ ଦେଶରୁ ୭୧ରେ ଭାରତ

ନୂଆଦିଲ୍ଲୀ, ୨୧ା୧୦: ନିକଟରେ ପ୍ରକାଶିତ ବିଶ୍ୱ କ୍ଷୁଧା ସୂଚକାଙ୍କ ରିପୋର୍ଟରେ ଭାରତ ପଡ଼ୋଶୀ ପାକିସ୍ତାନଠାରୁ ଖରାପ ପ୍ରଦର୍ଶନ କରିଥିବାବେଳେ ବିଶ୍ୱ ଖାଦ୍ୟ ସୁରକ୍ଷା ସୂଚକାଙ୍କ(ଜିଏଫ୍‌ଏସ୍‌)-୨୦୨୧ରେ ମଧ୍ୟ ଭାରତ ଖରାପ ପ୍ରଦର୍ଶନ କରିଛି। ୧୧୩ଟି ଦେଶକୁ ନେଇ ପ୍ରକାଶ ପାଇଥିବା ଏହି...

ଆଗ୍ରାରେ ହାଜତ ମୃତ୍ୟୁ

ଆଗ୍ରା,୨୧।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବାବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ...

ପଞ୍ଜାବରେ କ୍ୟାପଟେନଙ୍କ ଅଫର ଭାଜପା ପାଇଁ ହୋଇପାରେ ଗେମ ଚେଞ୍ଚର

ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳ ଛାଡି ନିଜର ନୂଆ ଦଳ ଗଢିବେ ବୋଲି ଘୋଷଣା କରି ସାରିଛନ୍ତି । ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ବିରୋଧରେ...

ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ...

ହ୍ବାଟ୍ସଆପ୍‌ ଚାଟ୍‌ରୁ ମିଳିଲା ସୁରାକ

ମୁମ୍ବାଇ, ୨୦।୧୦: ଆର୍ୟନ ନିୟମିତ ଭାବେ ଡ୍ରଗ୍ସ କାରବାରରେ ସମ୍ପୃକ୍ତ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି। ତେଣୁ ସେ ଜାମିନରେ ଗଲେ ଏଭଳି ଅପରାଧ ଯେ କରିବେ ନାହିଁ, ତାହା କୁହାଯାଇପାରିବ ନାହିଁ ବୋଲି ବିଚାରପତି ଭି.ଭି. ପାଟିଲ...

ଥାନାରୁ ୨୫ ଲକ୍ଷ ଚୋରି, ଜେରା ବେଳେ ଆଖି ବୁଜିଲେ ଅଭିଯୁକ୍ତ

ଆଗ୍ରା,୨୦।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବା ବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା...

୧୦ କୋଟି ଭାରତୀୟ ନେଇନାହାନ୍ତି ଦ୍ୱିତୀୟ ଡୋଜ୍‌ କରୋନା ଟିକା

ନୂଆଦିଲ୍ଲୀ,୨୦ା୧୦: ଗୋଟିଏ ପଟେ ଦେଶରେ ଟିକାକରଣ ସଂଖ୍ୟା ୯୯ କୋଟି ଅତିକ୍ରମ କରିଥିବା ବେଳେ ଅନ୍ୟପଟେ ଅଧିକାଂଶ ଲୋକ ଆଜି ପର୍ଯ୍ୟନ୍ତ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ନେଇନାହାନ୍ତି। ନ୍ୟାଶନାଲ କୋଭିଡ ଟାସ୍କ ଫୋର୍ସର ମୁଖ୍ୟ ଭି.କେ ପଲ କରୋନା...

ଅମରିନ୍ଦର କଲେ ଘୋଷଣା: ଗଢିବେ ନୂଆ ଦଳ

ଚଣ୍ଡିଗଡ,୨୦।୧୦: ଶେଷରେ ପଞ୍ଜାବରେ ଏକ ନୂତନ ରାଜନୈତିକ ଦଳ ଗଠନ କରିବେ ପାଇଁ କ୍ୟାପଟେନ ଅମରିନ୍ଦର ସିଂ। ଏନେଇ ସେ ବୁଧବାର ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ପଞ୍ଜାବରେ ରାଜନୈତିକ ସମୀକରଣ ବଦଳିବ ବୋଲି ଅନୁମାନ କରାଯାଉଛି। କ୍ୟାପଟେନଙ୍କ...

କଂଗ୍ରେସର ମଜାକ୍‌ ଉଡାଇଲା ଟିଏମ୍‌ସି

କୋଲକତା,୨୦।୧୦: ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବା ପାଇଁ କଂଗ୍ରେସ ଦଳ ଘୋଷଣା କରିଛି। କଂଗ୍ରେସର ଏଭଳି ନିଷ୍ପତ୍ତିକୁ ତୃଣମୂଳ କଗ୍ରେସ(ଟିଏମ୍‌ସି)ଉପହାସ କରିଛି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri