ଜାତୀୟ

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି । ପଚରାଉଚରା ସମୟରେ, ଅଭିଯୁକ୍ତ ଚାଞ୍ଚଲ୍ୟକର ଖୁଲାସା କରିଛି । ପୋଲିସ ଅନୁଯାୟୀ, ଝିଅକୁ…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣା ଦ୍ୱାରକା ଅଞ୍ଚଳରେ ଘଟିଥିଲା। ଦୁଇଟି କାର ଏବଂ ଏକ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି ମଧ୍ୟରେ, ପାଣିପାଗ ବିଭାଗ ଆଜି ଏବଂ ଆସନ୍ତାକାଲି, ଫେବୃଆରୀ ୧୭ ଏବଂ ୧୮…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ ଗସ୍ତ। ଏହି ଗସ୍ତର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା ସହ ପ୍ରଦର୍ଶନୀରେ ଭାଗ ନେଇଥିବା କମ୍ପାନୀଗୁଡ଼ିକ ସହ କଥା ହୋଇଛନ୍ତି। ଷ୍ଟାର୍ଟଅପ୍‌ଗୁଡ଼ିକ ସହିତ…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ତଙ୍କ ଉପରେ ମଧ୍ୟ ଇଡି ୬୪ କୋଟି ଟଙ୍କାର ଜରିମାନା ଲଗାଇଛି। ବିଦେଶୀ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି ପାଇଥିବା ସୋମବାର ପ୍ରକାଶିତ ଏକ ସରକାରୀ ସର୍ଭେରୁ ଜଣାପଡ଼ିଛି। ଗତ ମାସରେ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା ବେଳେ ତାଙ୍କର ତିନିଜଣଯାକ ସ୍ତ୍ରୀ, ବର୍ତ୍ତମାନର ଏବଂ ପୂର୍ବତନ ସମସ୍ତେ IAS ଅଫିସର…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା ଏହାକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନଙ୍କ ଏକ ଅତ୍ୟନ୍ତ…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା ଦେଖାଯାଇଥିଲା । ମହାଆଡମ୍ବରରେ ବିବାହ ହୋଇଥିବା ବେଳେ ସତ ସାମ୍ନାକୁ ଆସିବା ପରେ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ ଏକ ଦଶନ୍ଧି ଧରି ରାଜପଥ ନିର୍ମାଣ କ୍ଷେତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?