ଜାତୀୟ

୬୪ ହଜାର କଶ୍ମୀର ପଣ୍ଡିତ ପଳାୟନ କରିଥିଲେ

ନୂଆଦିଲ୍ଳୀ,୨୭।୪: ପାକିସ୍ତାନୀ ଆତଙ୍କବାଦୀଙ୍କ ଦ୍ୱାରା ଅତ୍ୟାଚାରିତ ହୋଇ ୯୦ ଦଶକରେ ୬୪,୮୨୭ କଶ୍ମୀର ପଣ୍ଡିତ କଶ୍ମୀର ଛାଡ଼ି ଜମ୍ମୁ ପଳାୟନ କରିଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ୨୦୨୦-୨୧ ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି ୧୯୯୦ରୁ…

ଘୃଣିତ ମନ୍ତବ୍ୟ ପାଇଁ ଦାୟୀ ରହିବେ ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭।୪(ପି.ଟି.): ରୁର୍‌କୀରେ ବୁଧବାର ହେବାକୁ ଥିବା ଧର୍ମ ସଂସଦରେ ପ୍ରତିକୂଳ ମନ୍ତବ୍ୟ ଦିଆଯିବ ନାହିଁ ବୋଲି ଲିଖିତ ଭାବେ ଜଣାଇବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରାଖଣ୍ଡ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଧର୍ମ ସଂସଦରେ ଘୃଣିତ ମନ୍ତବ୍ୟ ଦିଆଗଲେ ଏଥିପାଇଁ…

କଂଗ୍ରେସରୁ ଜାଖରଙ୍କୁ ନିଲମ୍ବନ ଲାଗି ସୁପାରିସ

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖରଙ୍କୁ ୨ ବର୍ଷ ପାଇଁ ଦଳରୁ ନିଲମ୍ବନ କରିବାକୁ ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଶୃଙ୍ଖଳାଗତ କମିଟି ମଙ୍ଗଳବାର ସୁପାରିସ କରିଛି। ଏହା ବ୍ୟତୀତ କେରଳର ବରିଷ୍ଠ ନେତା କେ.ଭି. ଥୋମାସଙ୍କୁ ସମସ୍ତ…

ସିଏଏ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ପାଇଁ ସୀମିତ ଆଇନ

ନୂଆଦିଲ୍ଲୀ,୨୭।୪: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ) ଏକ ସୀମିତ ତଥା ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ଲାଗି ଉଦ୍ଦିଷ୍ଟ ଆଇନ। ଏହା ଏକ ଧାର୍ଯ୍ୟ ସମୟସୀମା ମଧ୍ୟରେ ନିର୍ଦ୍ଦିଷ୍ଟ ଦେଶରୁ ଆସିଥିବା ନିର୍ଦ୍ଧାରିତ ସମ୍ପ୍ରଦାୟଙ୍କ କୋହଳ ପ୍ରଦାନ ଲାଗି ଉଦ୍ଦିଷ୍ଟ ବୋଲି ସ୍ବରାଷ୍ଟ୍ର…

ପିଲାଙ୍କ ପାଇଁ ୩ କୋଭିଡ୍‌ ଟିକାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୭ା୪: ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ପିଲାମାନଙ୍କ ଲାଗି ୩ଟି କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ଲାଗି ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସକୁ ୫ରୁ ୧୨ ବର୍ଷ ବୟସ ବର୍ଗର ପିଲାଙ୍କୁ ଦେବା ଲାଗି ଅନୁମତି ମିଳିଥିବାବେଳେ…

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ…

ଚତୁର୍ଥ ଲହରରୁ ଦୂରେଇ ରହିବାର ୩ ଉପାୟ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି…

ରାଜ୍ୟପାଳ କେବଳ ପୋଷ୍ଟମ୍ୟାନ୍‌, ଚିଠି ଖୋଲିବାର ଅଧିକାର ତାଙ୍କର ନାହିଁ, ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟ…

ଚେନ୍ନାଇ, ୨୬।୪ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାଜ୍ୟପାଳଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳ ଜଣେ ପୋଷ୍ଟମ୍ୟାନ୍‌ ଭଳି। ତାଙ୍କର ଚିଠି ଖୋଲିବାର ଅଧିକାର ମଧ୍ୟ ନାହିଁ। ଗୋଟିଏ ଦିନ ପୂର୍ବରୁ ରାଜ୍ୟ…

ଏଏପି ସରକାର ଗଠନ ପରେ ପଞ୍ଜାବରେ ୧୪ ଚାଷୀ କଲେଣି ଆତ୍ମହତ୍ୟା…

ଚଣ୍ଡିଗଡ଼, ୨୬।୪ : ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ ପରେ କୃଷକ ଆତ୍ମହତ୍ୟା ଜାରି ରହିଛି। ୧ ଏପ୍ରିଲରୁ ୨୩ ଏପ୍ରିଲ୍‌ ମଧ୍ୟରେ ଫସଲହାନୀ ଯୋଗୁ ୧୪ ଜଣ ଚାଷୀ ଆତ୍ମହତ୍ୟା କରିଛନ୍ତି । ଫଳରେ ଚାଷୀ…

ଖେଳାଳିଙ୍କ ଗୁରୁ ଦକ୍ଷିଣା, କୋଚ୍‌ଙ୍କ ପାଇଁ ନିର୍ମାଣ କରୁଛନ୍ତି ବିଳାସପୂର୍ଣ୍ଣ କୋଠା…

ଗୁରୁଦାସପୁର, ୨୬।୪ : ମହାଭାରତରେ ଏକଲବ୍ୟଙ୍କ ଗୁରୁଦକ୍ଷିଣା ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏବେ ପଞ୍ଜାବରେ ଏହାର ଏକ ଉଦାହରଣ ସୃଷ୍ଟି କରିଛନ୍ତି କେତେକ ଖେଳାଳୀ। କ୍ରୀଡାକୁ ଜୀବନ୍ତ ରଖିବା ପାଇଁ ଶହ ଶହ ଅନ୍ତର୍ଜାତୀୟ କବାଡି ଖେଳାଳିଙ୍କୁ ତାଲିମ ଦେଇଥିବାକୋଚ ରେସଲର…

ଫେଲ ମାରିଲା କଂଗ୍ରେସର ସମସ୍ତ ଯୋଜନା

ନୂଆଦିଲ୍ଲୀ,୨୬ ।୪: ପ୍ରତିଥର ପରାଜୟର ମୁହଁ ଦେଖି ଦେଖି ଏଥର କଂଗ୍ରେସ ଟାର୍ଗେଟରେ ୨୦୨୪ ନିର୍ବାଚନ । ଏଥିପାଇଁ ଦଳ ପକ୍ଷରୁ ଅନେକ ପ୍ରକାର ପରିବର୍ତ୍ତନର ପ୍ରସ୍ତାବ ଦିଆଯାଇଛି । ଏଥିରେ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ…

କଂଗ୍ରେସରେ ଯୋଗ ଦେବେନି ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୬।୪: କଂଗ୍ରେସରେ ଯୋଗ ଦେବାକୁ ମନା କଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଏ ନେଇ କଂଗ୍ରେସ ମୁଖପାତ୍ର ରଣଦୀପ ସୂର୍ଯଓ୍ବୋଲା ମଙ୍ଗଳବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି । ଗତ ଅନେକ ଦିନ ଧରି ପ୍ରଶାନ୍ତ କିଶୋର କଂଗ୍ରେସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?