ଜାତୀୟ

ଭାରତ ରଚିବ ଇତିହାସ, ଆସନ୍ତା ସପ୍ତାହକୁ ଅପେକ୍ଷା…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା ସପ୍ତାହରେ କରୋନା ମହାମାରୀ ବିରୋଧରେ ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ଭାରତ ୧୦ ମାସରେ...

ତାଲିବାନ ସଙ୍କଟକୁ ନେଇ ମନ୍ଥନ: ଆଫଗାନ ସମସ୍ୟାକୁ ନେଇ ଦିଲ୍ଲୀରେ ହେବ ଏନ୍‌ଏସ୍‌ଏର ବୈଠକ

ନୂଆଦିଲ୍ଲୀ,୧୭ ।୧୦: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ଆମେରିକା, ରୁଷିଆ, ଚାଇନା ଭଳି ବଡ ବଡ ଦେଶ ଏହାକୁ ନେଇ ଲାଗାତାର ବୈଠକ କରି ଆସୁଛନ୍ତି । ଏହି କ୍ରମରେ ଭାରତ ବି ଦିଲ୍ଲୀରେ ରାଷ୍ଟ୍ରୀୟ ସୁରକ୍ଷା...

ମୁଷଳଧାରା ବର୍ଷା, ୧୮ଜଣଙ୍କ ମୃତ୍ୟୁ…

ଥିରୁଭାନନ୍ତପୁରମ୍‌,୧୭।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ କେରଳରେ ସଙ୍କଟ ସୃଷ୍ଟି ହୋଇଥିଲା। ଏବେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି। ମୁଷଳଧାରା ବର୍ଷାରେ ଭାସିଯାଇ ଇତିମଧ୍ୟରେ ରାଜ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧକାଳୀନ ଭିତ୍ତିରେ...

କେରଳରେ ବର୍ଷା ବିତ୍ପାତ,୮ମୃତ

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପାଖାପାଖି ଏହି ରାଜ୍ୟର ୫ଟି ଜିଲାକୁ ବୁଡ଼ାଇଛି ଲଗାଣ ବର୍ଷା। ବିଶେଷତଃ ଇଦୁକି, କୋଟ୍ଟାୟମ ଓ ପଥାନମଥିଟ୍ଟା ଜିଲାରେ ଅଧିକ ପ୍ରଭାବ ପଡ଼ିଛି। କେରଳର ଲଗାଣ ବର୍ଷା...

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ...

ପାକିସ୍ତାନ ପଛରେ ଭାରତ

ନୂଆଦିଲ୍ଲୀ, ୧୭ା୧୦: ଭାରତରେ କ୍ଷୁଧାହାର ପୂର୍ବାପେକ୍ଷା ଅଧିକ ଚିନ୍ତାଜନକ ରହିଛି। ଏପରି କି ପଡ଼ୋଶୀ ପାକିସ୍ତାନ, ନେପାଳ, ବାଂଲାଦେଶ ଅପେକ୍ଷା ଭାରତର ସ୍ଥିତି ଖରାପ ରହିଥିବା ବିଶ୍ୱ କ୍ଷୁଧା ସୂଚକାଙ୍କ-୨୦୨୧(ଜିଏଚ୍‌ଆଇ)ରୁ ଜଣାପଡ଼ିଛି। ୧୧୬ ଦେଶକୁ ନେଇ ପ୍ରସ୍ତୁତ ତାଲିକାରେ ଭାରତର...

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଛି। ଗତ ୧୨ ତାରିଖରେ ସଦର କୋଟଓ୍ବାଲି ଥାନାରେ ୨୫ ଜଣଙ୍କ...

କେରଳରେ ବନ୍ୟା: ଗଲାଣି ୫ ଜୀବନ, ଅନେକ ନିଖୋଜ

ଥିରୁଭାନନ୍ତପୁରମ୍‌, ୧୬।୧୦: ଆରବ ଏବଂ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ କେରଳରେ ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ଏନେଇ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। କୋଟାୟାମ ଜିଲାର କୂଟିକାଲ ପଞ୍ଚାୟତରେ ପ୍ରବଳ ବର୍ଷାରେ ଭୂସ୍ଖଳନ ଘଟି ୩...

ଶ୍ରୀନଗରରେ ପୁଣି ଟାର୍ଗେଟ କିଲିଂ

ଶ୍ରୀନଗର,୧୬ ।୧୦: ଜମ୍ମୁ-କଶ୍ମୀରରେ ଲାଗାତାର ଭାବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଚାଲିଛନ୍ତି । ଏହି କ୍ରମରେ ଶନିବାର ପୁରୁଣା ଶ୍ରୀନଗରର ଇର୍ଦଗାହ ଇଲାକାରେ ଆତଙ୍କବାଦୀମାନେ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଛନ୍ତି । ମୃତକ ଜଣକ ହେଲେ ଅରବିନ୍ଦ...

ମାଗଣାରେ ବାଣ୍ଟିଲେ ପେଟ୍ରୋଲ; କାରଣ ଜାଣିଲେ…

ଭୋପାଳ,୧୬।୧୦: ଦେଶରେ ଦିନକୁ ଦିନ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଖୁସିରେ ମାଗଣା ପେଟ୍ରୋଲ ବାଣ୍ଟିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ପେଟ୍ରୋଲ ପମ୍ପ ମାଲିକ ଦୀପକ ସୈନାନୀଙ୍କ ପରିବାରରେ ଏକ...

ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି

ନୂଆଦିଲ୍ଲୀ,୧୬ ।୧୦: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ ଏହି ଦାବି କରାଯାଇଛି । ହେଲେ ଏହାକୁ ନେଇ ରାହୁଲ କହିଛନ୍ତି ସେ...

ପାମ୍ପୋର ଏନକାଉଣ୍ଟର: ଲସ୍କରର ଟପ୍ କମାଣ୍ଡର ସମେତ ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ,୧୬ ।୧୦: ଜମ୍ମୁ-କଶ୍ମୀର ପୁଲୱାମାର ପାମ୍ପୋର ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଲସ୍କର-ଇ-ତୋଏବାର ଆତଙ୍କବାଦୀ ଉମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri