ଜାତୀୟ

ପାକିସ୍ତାନର ଡ୍ରୋନ୍‌ ଷଡ଼ଯନ୍ତ୍ର, ଅଜନାଲା ସେକ୍ଟରରୁ ୨ ସନ୍ଦିଗ୍ଧ ପ୍ୟାକେଟ ଜବତ…

ଅମୃତସର, ୯।୨ : ଆତଙ୍କବାଦୀ ସଂଗଠନଗୁଡ଼ିକୁ ସହାୟତା ପ୍ରଦାନ କାର୍ଯ୍ୟ ପାକିସ୍ତାନ ପକ୍ଷରୁ ଜାରି ରହିଛି। ପାକିସ୍ତାନ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଯୋଗାଣ ନେଇ ଭାରତ ବିରୁଦ୍ଧରେ ଷଡଯନ୍ତ୍ର ରଚିଛି। ଏବେ ପଞ୍ଜାବର ଅମୃତସରର ଅଜନାଲା ସେକ୍ଟରର ପଞ୍ଜ ଗାରାଇ ପୋଷ୍ଟ…

‘ବିକିନି ହେଉ କି ହିଜାବ, ମହିଳାମାନେ ନିଜ ଇଚ୍ଛା ଅନୁସାରେ କପଡ଼ା ପିନ୍ଧିବାର ରହିଛି ଅଧିକାର’

ନୂଆଦିଲ୍ଲୀ,୯।୨: କର୍ନାଟକରେ ଆରମ୍ଭ ହୋଇଥିବା ହିଜାବ ବିବାଦକୁ ଚର୍ଚ୍ଚା ଜୋର ଧରିଛି। ହିଜାବ ପିନ୍ଧିଥିବାରୁ ମୁସଲମାନ ଝିଅମାନଙ୍କୁ କଲେଜ କ୍ୟାମ୍ପସ କିମ୍ବା କ୍ଲାସରେ ବସିବାକୁ ଅନୁମତି ମିଳୁନାହିଁ। ହିଜାବକୁ ବିରୋଧ କରି କିଛି ଶିକ୍ଷାର୍ଥୀ ଗେରୁଆ ସ୍କାର୍ଭ ମଧ୍ୟ ପିନ୍ଧି କଲେଜ…

୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ବେଟିଂ ବଜାର ସରଗରମ, ଉତ୍ତରପ୍ରଦେଶ ଉପରେ ଅଧିକ-ପଞ୍ଜାବ ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୯।୨ : ଫେବୃୟାରୀ ୧୦ରୁ ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଯାଉଛି। ବିଧାନସଭା ନିର୍ବାଚନରେ କେଉଁ ରାଜ୍ୟରେ କିଏ କ୍ଷମତା ଦଖଲ କରିବ…

ଏହି ମନ୍ଦିରରେ ଆଜି ପାଳନ କରାଯାଉଛି ସାଧାରଣତନ୍ତ୍ର ଦିବସ:ପଛରେ ରହିଛି ରୋଚକ ତଥ୍ୟ

ଉଜୈନ,୯।୨: ଜାନୁଆରୀ ୨୬ରେ ସମଗ୍ର ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ, କିନ୍ତୁ ଦେଶରେ ଏପରି ଏକ ମନ୍ଦିର ଅଛି ଯେଉଁଠାରେ ଆଜି ଅର୍ଥାତ୍‌ ଫେବୃଆରୀ ୯ରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ। ଆଜି ଉଜୈନର ଶ୍ରୀ ବଡା ଗଣେଶ ମନ୍ଦିରରେ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି।…

ଭାଲେଣ୍ଟାଇନ୍‌ ଡେ’ରେ ଉତ୍‌କ୍ଷେପଣ ହେବ ଇଓଏସ୍‌-୪ …

ଶ୍ରୀହରିକୋଟା, ୯।୨ : ୟୁକ୍ରେନ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ ଉତ୍‌କ୍ଷେପଣ କରିବାକୁ ଯାଉଛି। ଏହି ଉପଗ୍ରହ ପିଏସ୍‌ ଏଲ୍‌ଭି-ସି-୫୨ ରକେଟ ମାଧ୍ୟମରେ ଉତକ୍ଷେପଣ…

୯,୨୦୦ କୋଟିର ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ହୋଇଛି

ନୂଆଦିଲ୍ଲୀ,୯।୨: ଦେଶରେ ୨୦୧୮ ଜାନୁୟାରୀ ୨ରେ ଇଲେକ୍ଟୋରାଲ ବଣ୍ଡ୍‌ ସ୍କିମ୍‌ ଲାଗୁ ହେବା ପରଠାରୁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଂସ୍ଥା ୯,୨୦୮.୨୪ କୋଟି ଟଙ୍କାର ବଣ୍ଡ୍‌ କିଣିଛନ୍ତି ବୋଲି ମଙ୍ଗଳବାର ରାଜ୍ୟ ସଭାରେ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। ମନ୍ତ୍ରଣାଳୟ ଅଧୀନ…

ହିଜାବ: ଶିମୋଗାରେ ୧୪୪ ଧାରା

ବେଙ୍ଗାଲୁରୁ,୯।୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବାକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ସ୍କୁଲ, କଲେଜରେ ମୁସଲମାନ ସମ୍ପ୍ରଦାୟର ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ଅନୁମତି ଦେବା ନେଇ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ହୋଇଛି। ଆବେଗ କିମ୍ବା ଭାବନା…

କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ

ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍‌ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ, କିଆ, ଆମେରିକୀୟ ଫାଷ୍ଟଫୁଡ୍‌ କମ୍ପାନୀ କେଏଫ୍‌ସି ଏବଂ ପିଜ୍ଜା ହଟ୍‌ ସମେତ ଡୋମିନୋସ୍‌, ଓସାକା…

ରାଜ୍ୟ ସଭାରେ ନବୀନଙ୍କ ପ୍ରଶଂସା କଲେ ମୋଦି, ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୮ା୨- କୋଇଲା ଓ ଖଣି କ୍ଷେତ୍ରରେ କେନ୍ଦ୍ର ସରକାର ଆଣିଥିବା ସଂସ୍କାରଗୁଡ଼ିକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ…

‘କଂଗ୍ରେସକୁ ଭୟ କରୁଛନ୍ତି ମୋଦି’

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଭୟ କରୁଛନ୍ତି ବୋଲି ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି । ସଂସଦରେ ମୋଦି କଂଗ୍ରେସକୁ ଟାର୍ଗେଟ କରିବା ପରେ ରାହୁଲ କହିଛନ୍ତି, ମୋଦି କଂଗ୍ରେସକୁ ଡରୁଛନ୍ତି। କାରଣ କଂଗ୍ରେସ ସବୁବେଳେ ସତ…

କଂଗ୍ରେସରେ ମିଶିବା ପାଇଁ ସିଦ୍ଧୁଙ୍କୁ ୭୦ ଥର ଭେଟିଥିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୮।୨: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ନିଜ ମନ୍ତବ୍ୟକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏବେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ନେଇ ପୁଣି ମଙ୍ଗଳବାର ଏକ ଚର୍ଚ୍ଚିତ ମନ୍ତବ୍ୟ ଦେଇଛନ୍ତି। ସିଦ୍ଧୁ କହିଛନ୍ତି ଯେ, ୨୦୧୭ ପଞ୍ଜାବ ବିଧାନସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri