ଜାତୀୟ

ହିଜାବ୍‌ ପ୍ରସଙ୍ଗ, ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ କହିଲେ ହାଇକୋର୍ଟ…

ବେଙ୍ଗାଲୁରୁ, ୮।୨ : କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଏହାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ ଆମେ କାହାର ଆବେଗ କିମ୍ବା ଭାବନା ଦ୍ୱାରା ନୁହେଁ ବରଂ କାରଣ ଏବଂ ଆଇନ…

ମହିଳା ନିର୍ଯାତନା, ଉତ୍ତରପ୍ରଦେଶ ଆଗରେ-ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୮।୨ : ଅଲୱାରରେ ନାବାଳିକା ହୁଅନ୍ତୁ କିମ୍ବା ଉତ୍ତରପ୍ରଦେଶର ମହିଳା ହୁଅନ୍ତୁ, ସମ୍ପ୍ରତି ଦେଶର ବିଭିନ୍ନ ସ୍ଥାନରେ ବଳାତ୍କାର ମାମଲା ସାମ୍ନାକୁ ଆସୁଛି। ଏହି କ୍ରମରେ ଜାତୀୟ ମହିଳା ଆୟୋଗ ଦ୍ୱାରା ୨୦୨୧ରେ ମହିଳାଙ୍କ ଉପରେ ହୋଇଥିବା ନିର୍ଯାତନାର ଏକ…

ସୋନ୍‌ ନଦୀର ସୁନା ଭଳି ଚକମକ କରୁଥିବା ବାଲି ଚୋରି, ଡ୍ରୋନ୍‌ ଦ୍ୱାରା ଭିଡ଼ିଓ ଶୁଟିଂ…

ଆରା, ୮।୨ : ବିହାରର ଆରା ଠାରେ ପୁଷ୍ପା ଚଳଚ୍ଚିତ୍ର ଭଳି ଏକ ନୂଆ କାହାଣୀ ଦେଖିବାକୁ ମିଳୁଛି । ଏଠାରେ ଲାଲ ଚନ୍ଦନ କାଠ ନୁହେଁ, ସୁନା ଭଳି ଚକମକ କରୁଥିବା ବାଲିର ଚୋରା ଚାଲାଣ ହେଉଛି। ସୋନ୍‌ ନଦୀରେ…

ଯୋଗୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ୨୪ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ଗୋରଖପୁର (ସହରାଞ୍ଚଳ) ବିଧାନସଭା ନିର୍ବାଚନମଣ୍ଡଳୀରୁ ପୂର୍ବତନ ଭାଜପା ଉପସଭାପତି ସ୍ବର୍ଗତ ଉପେନ୍ଦ୍ର ଦତ୍ତ ଶୁକ୍ଳାଙ୍କ ସ୍ତ୍ରୀ ସ୍ବଭାବତୀ ଶୁକ୍ଳାଙ୍କୁ ଦଳ ପ୍ରାର୍ଥୀ କରିଛି। ସ୍ବଭାବତୀ…

ଭାଜପା ଘୋଷଣା ପତ୍ର, ପ୍ରତି ପରିବାରରେ ଜଣଙ୍କୁ ଚାକିରି-ଛାତ୍ରୀଙ୍କୁ ସ୍କୁଟି-ଛାତ୍ରଙ୍କୁ ଲାପଟପ୍‌…

ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପକ୍ଷରୁ ମଙ୍ଗଳବାର ନିଜର ଘୋଷଣା ପତ୍ର ପ୍ରକାଶ କରାଯାଇଛି। ଏହାର ନାମ ‘ଲୋକ କଲ୍ୟାଣ ସଙ୍କଳ୍ପ ପତ୍ର’ ରଖାଯାଇଛି। ଏଥିପାଇଁ ଭାଜପା ପକ୍ଷରୁ ‘ପରାମର୍ଶ ଆପକା, ସଙ୍କଳ୍ପ ହମାରା’ ନାମରେ…

ଅମ୍ବାନୀଙ୍କୁ ପଛରେ ପକାଇଲେ ଅଦାନୀ

ନୂଆଦିଲ୍ଲୀ,୮।୨: ଭାରତୀୟ ବିଲିୟନେୟାର ଗୌତମ ଅଦାନୀ ଏସିଆର ସବୁଠୁ ଧନ୍ୟ ବ୍ୟକ୍ତି ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଦେଇଛନ୍ତି। ୫୯ ବର୍ଷୀୟ ଅଦାନିଙ୍କ ସମ୍ପତ୍ତି ସୋମବାର ୮୮.୫ ବିଲିୟନ ଡଲାରରେ ପହଞ୍ଚିଛି। ଭାରତୀୟ ମୂଦ୍ରାରେ ଏହାର ମୂଲ୍ୟ ୬ ଲକ୍ଷ…

୫ ରାଜ୍ୟର ୮ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ଫଳାଫଳକୁ ଅପେକ୍ଷା…

ନୂଆଦିଲ୍ଲୀ, ୮।୨ : ଉତ୍ତରପ୍ରଦେଶ, ପଞ୍ଜାବ, ମଣିପୁର, ପଞ୍ଜାବ ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୧୦ରୁ ମତଦାନ ଏସବୁ ରାଜ୍ୟରେ ପର୍ଯ୍ୟାୟକ୍ରମେ ଆରମ୍ଭ ହେବ। ସେଥିମଧ୍ୟରୁ ଉତ୍ତରପ୍ରଦେଶର ୪୦୩ ବିଧାନସଭା ଆସନ, ଉତ୍ତରାଖଣ୍ଡର…

୨ ଆସନରୁ ନିର୍ବାଚନ ଲଢ଼ିବେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଉତ୍ତରପ୍ରଦେଶର ୨ଟି ଆସନରୁ ନିର୍ବାଚନ ଲଢ଼ିବେ । ଅଖିଳେଶ ମୁବାରକପୁର ଏବଂ କରହାଲ ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ପୂର୍ବରୁ ଅଖିଳେଶ କରହାଲରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିଲେ।…

ଏମ୍‌ବିଏ ଛାତ୍ରଙ୍କୁ ଅପହରଣ, ବନ୍ଧୁକ ଦେଖାଇ ନ୍ୟୁଡ୍‌ ଭିଡିଓ ଶୁଟ୍‌ କରାଗଲା

ନୂଆଦିଲ୍ଲୀ,୮।୨: ଏମ୍‌ବିଏ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମର ଦୁଇ ଦିନ ପରେ ତାଙ୍କୁ ଅପହରଣ ପରେ ବନ୍ଧୁକ ଦେଖାଇ ନ୍ୟୁଡ୍‌ ଭିଡିଓ ଶୁଟ୍‌ କରି ବ୍ଲାକମେଲ କରୁଥିବା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଦୁଇ ଜଣ ଅଭିଯୁକ୍ତଙ୍କୁ…

ପୁରୁଷ ଦର୍ଜି ନେଲେ ମହିଳା ପୋଲିସଙ୍କ ପୋଷାକ ମାପ, ମହିଳା ଆୟୋଗର ଆପତ୍ତି…

ହାଇଦ୍ରାବାଦ୍‌, ୮।୨ : ଆନ୍ଧ୍ରପ୍ରଦେଶରେ ପୁରୁଷ ଦର୍ଜି ମହିଳା ପୋଲିସଙ୍କ ପୋଷାକ ମାପ ନେବା ମାମଲା ସାମ୍ନାକୁ ଆସିଛି। ଇତିମଧ୍ୟରେ ଏହା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି କାରଣରୁ ଶାସକ ଦଳ ବିରୋଧି ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟ…

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର ଚିରାଙ୍ଗ ଜିଲାରେ ରବିବାର ଘଟିଥିବା ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…

ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri