ଲଖିମପୁର ଖେରି ହିଂସା: ରାଷ୍ଟ୍ରପତିଙ୍କୁ ଭେଟିବେ କଂଗ୍ରେସ ପ୍ରତିନିଧି ମଣ୍ଡଳ, ଉପସ୍ଥିତ ରହିବେ ପ୍ରିୟଙ୍କା-ରାହୁଲ
ନୂଆଦିଲ୍ଲୀ,୧୩ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାକୁ ନେଇ ବୁଧବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ପ୍ରତିନିଧି ମଣ୍ଡଳ ବୁଧବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି...
‘ଗତି ଶକ୍ତି’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩ ।୧୦: ଦେଶର ଅର୍ଥନୈତିକ କ୍ଷେତ୍ର ସହ ବହୁସ୍ତରୀୟ ସମ୍ପର୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗତି ଶକ୍ତି ରାଷ୍ଟ୍ରୀୟ ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ରେଲ ଓ ସଡ଼କ ସମେତ ୧୬ଟି ମନ୍ତ୍ରଣାଳୟକୁ ସଂଯୋଗ କରୁଥିବା...
କୋଇଲା ସଙ୍କଟ: ଏକ ସପ୍ତାହ ମଧ୍ୟରେ ହୋଇପାରେ ସମାଧାନ
ନୂଆଦିଲ୍ଲୀ,୧୩ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶକ୍ତି ମନ୍ତ୍ରୀ ଆର୍ କେ ସିଂ ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଏକ ବୈଠକରେ ଯୋଗ ଦେଇଥିଲେ । ଉଭୟ ମନ୍ତ୍ରୀ ଦେଶରେ କୋଇଲାର ସ୍ଥିତିକୁ ନେଇ ଆଲୋଚନା...
୧୩ ବର୍ଷ ହେଲା ଲୁଚିଥିଲା ସ୍ଲିପର ସେଲ୍
ନୂଆଦିଲ୍ଲୀ,୧୩।୧୦: ରାଜଧାନୀ ଦିଲ୍ଲୀରେ ଜଣେ ପାକିସ୍ତାନ ଆତଙ୍କବାଦୀ ଗିରଫ ହୋଇଛନ୍ତି। ମିଛି ପ୍ରମାଣ ପତ୍ର କରି ସେ ୧୩ ବର୍ଷ ହେଲା ଭାରତରେ ରହୁଥିବା ପୋଲିସ ପକ୍ଷରୁ କୁହାଯାଇଛି। ପାକିସ୍ତାନର ଆଇଏସ୍ଆଇ ନିର୍ଦ୍ଦେଶରେ ବାଂଲାଦେଶ ଦେଇ ଭାରତରେ ପ୍ରବେଶ କରିଥିଲେ...
ପରୀକ୍ଷା ପାଇଁ ଟଙ୍କା ନ ଥିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀ ଟପର
ବାଙ୍ଗାଲୋର,୧୩।୧୦: ପରିବାର ଲୋକେ ସ୍କୁଲ ଫି ଦେଇ ନ ପାରିବାରୁ ପରୀକ୍ଷା ବେଳେ ହଲ ଟିକେଟ୍ ମିଳିଲା ନାହିଁ। ଏଥିଯୋଗୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଭାଗ୍ୟବଶତଃ ବର୍ତ୍ତି ଯାଇଥିବା କର୍ନାଟକର ଟୁମାକୁରୁ ଜିଲାର ଜଣେ ଛାତ୍ରୀ ଏସ୍ଏସ୍ଏଲ୍ସି (ଦଶମ ଶ୍ରେଣୀ)...
ଯୁଦ୍ଧ କଲେ ଭାରତର ପରାଜୟ ନିଶ୍ଚିତ
ନୂଆଦିଲ୍ଲୀ,୧୨।୧୦: ଭାରତ ସହ ବଢ଼ୁଥିବା ତିକ୍ତତାକୁ ଦେଖି ଚାଇନାକୁ ସଶସ୍ତ୍ର ସଂଘର୍ଷ ପାଇଁ ପ୍ରସ୍ତୁତ ଆରମ୍ଭ କରିବା ଉଚିତ। ନୂଆଦିଲ୍ଲୀକୁ ଗୋଟିଏ କଥା ବୁଝିବାକୁ ପଡ଼ିବ, ତା’ ଇଚ୍ଛାରେ ସୀମା ନିର୍ଦ୍ଧାରଣ କରାଯିବ ନାହିଁ। ଯଦି ଭାରତ ଯୁଦ୍ଧ କରେ,...
ପାନଛେପ ପାଇଁ ଖର୍ଚ୍ଚ ହେଉଛି ୧୨ ହଜାର କୋଟି
ନୂଆଦିଲ୍ଲୀ: ଯାତ୍ରୀଙ୍କ ଭୁଲ ପାଇଁ ରେଳ ବିଭାଗର ବର୍ଷକୁ ପ୍ରାୟ ୧୨ ହଜାର କୋଟି ଟଙ୍କା ଅଯଥା ନଷ୍ଟ ହେଉଛି। ଟ୍ରେନରେ ପାନ, ଗୁଟ୍ଖାର ଛେପ ଆଦି ନ ପକାଇବାକୁ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ହେଲେ କେତେକ...
‘ଆଫଗାନିସ୍ତାନକୁ ସହାୟତା ଜରୁରୀ’
ନୂଆଦିଲ୍ଲୀ,୧୨।୧୦: ଆଫଗାନିସ୍ତାନ ମାଟି ମୌଳବାଦ ଓ ଆତଙ୍କବାଦର ଉତ୍ସ ନ ପାଲଟୁ। ଆଫଗାନ ସ୍ଥିତିରେ ପରିବର୍ତ୍ତନ ଆଣିବା ପାଇଁ ଅନ୍ତର୍ଜାତୀୟ ସମୁଦାୟ ଏକାଠି ହେବା ଉଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଆଫଗାନିସ୍ତାନ ଉପରେ ଜି୨୦ ଏକ୍ସଟ୍ରା...
ଶାହଙ୍କ ପାଇଁ ନୂଆ ଯୁଗ ଦେଖୁଛି ଜମ୍ମୁ-କଶ୍ମୀର
ନୂଆଦିଲ୍ଲୀ,୧୨।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ପାଇଁ ଜମ୍ମୁ-କଶ୍ମୀରରେ ନୂଆ ଯୁଗ ଆରମ୍ଭ ହୋଇଛି। ମଙ୍ଗଳବାର ଏଭଳି ଟିପ୍ପଣି ଦେଇଛନ୍ତି ମାନବାଧିକାର ମୁଖ୍ୟ ଅରୁଣ ମିଶ୍ର। ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି)ର ପ୍ରତିଷ୍ଠାକୁ ୨୮ ବର୍ଷ ପୂର୍ତ୍ତି...
ମମତାଙ୍କ ଅଫିସରେ ନିଆଁ
କୋଲକାତା,୧୩ା୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ଥିବା ରାଜ୍ୟ ସଚିବାଳୟ ବିଲ୍ଡିଂର ୧୪ ତମ ମହଲାରେ ମଙ୍ଗଳବାର ନିଆଁ ଲାଗିଯାଇଥିଲା। ଅଗ୍ନିଶମ କର୍ମଚାରୀ ଏବଂ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ...
ଯାତ୍ରୀ ଚଳାଚଳକୁ ନେଇ କଟକଣା ହଟାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୨।୧୦: ଦେଶରେ କୋଭିଡ ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଡ଼ ନିଷ୍ପତ୍ତି ନିଆଯାଇଛି। ମହାମାରୀ ଯୋଗୁ ଯାତ୍ରୀ ଚଳାଚଳକୁ ନେଇ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୂର୍ବରୁ ଘରୋଇ ବିମାନ...
ଘର ଲୋକ ବି ଦେଲେନି ଭୋଟ
ନୂଆଦିଲ୍ଲୀ,୧୨।୧୦: ସ୍ଥାନୀୟ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିନ୍ଦ୍ୱନ୍ଦ୍ୱିତା କରିଥିଲେ ଜଣେ ଭାଜପା କର୍ମକର୍ତ୍ତା। କୌତୁହଳର କଥା ହେଲା, ତାଙ୍କ ପରିବାରରେ ୫ ସଦସ୍ୟ ଥିବା ବେଳେ ତାଙ୍କୁ ମାତ୍ର ଗୋଟିଏ ଭୋଟ ମିଳିଛି। ଏଥି ଲାଗି ଟୁଇଟରରେ ଟ୍ରେଣ୍ଡ...
Archives


