ରାଜଧାନୀରୁ ପାକିସ୍ତାନ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ,୧୨ ।୧୦: ରାଜଧାନୀ ଦିଲ୍ଲୀର ଲକ୍ଷ୍ମୀନଗର ଅଞ୍ଚଳରୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମଙ୍ଗଳବାର ଗିରଫ କରିଛି । ଭାରତୀୟ ନାଗରିକର ଏକ ଭୁଲ୍ ପରିଚୟ ପତ୍ରରେ ସେ ଦିଲ୍ଲୀରେ ରହୁଥିବା ପୋଲିସ କହିଛି ।...
୧୫ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ...
ମିଶନ ଉତ୍ତରପ୍ରଦେଶ,ମମତା-କେଜ୍ରିଓ୍ବାଲଙ୍କ ଫର୍ମୂଲା ଅନୁସରଣ କରୁଛନ୍ତି ପ୍ରିୟଙ୍କା-ମାୟା-ଅଖିଳେଶ…
ଲକ୍ଷ୍ନୌ,୧୨।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କୁ ହାତେଇବା ପାଇଁ କଂଗ୍ରେସ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବହୁଜନ ସମାଜବାଦୀ ପାର୍ଟିର ମାୟାବତୀ ଏବଂ ସମାଜ ବାଦୀ ପାର୍ଟିର ଅଖିଳେଶ ଯାଦବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...
ମନ୍ତ୍ରୀଙ୍କ ସହ ଶାହାଙ୍କ ଆଲୋଚନା
ନୂଆଦିଲ୍ଲୀ, ୧୨।୧୦: ଦେଶର ତାପଜ ବିଦ୍ୟୁତ ପ୍ଲାଣ୍ଟଗୁଡ଼ିକରେ କୋଇଲା ଅଭାବକୁ ନେଇ ବ୍ଲାକ୍ଆଉଟ ଆଶଙ୍କା ସୃଷ୍ଟି ହୋଇଥିବାବେଳେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ କୋଇଲା ଓ ଶକ୍ତିମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶକ୍ତିମନ୍ତ୍ରୀ ଆର୍.କେ. ସିଂ,...
ପଞ୍ଚକୁଲାରେ ୧୪୪ ଧାରା
ପଞ୍ଚକୁଲା,୧୨ ।୧୦: ଡେରା ସଚ୍ଚା ସୌଦାର ପୂର୍ବତନ ପ୍ରବନ୍ଧକ ରଞ୍ଜିତ ସିଂଙ୍କ ହତ୍ୟା ମାମଲାରେ ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ଓ ଅନ୍ୟ ୫ ଜଣ ଅଭିଯୁକ୍ତଙ୍କୁ ଦଣ୍ଡବିଧାନର ଶୁଣାଣି ମଙ୍ଗଳବାର କରାଯିବ । ଏହା...
ଜି-୨୦ ସମ୍ମିଳନୀ: ଆଫଗାନିସ୍ତାନ ସଙ୍କଟକୁ ନେଇ ହେବ ବୌଠକ, ମୋଦି କରିବେ ସମ୍ବୋଧିତ
ନୂଆଦିଲ୍ଲୀ,୧୨ ।୧୦: ଆଫଗାନିସ୍ତାନ ଉପରେ ତାଲିବାନ ନିୟନ୍ତ୍ରଣକୁ ପାଖାପାଖି ୨ ମାସ ପୁରଣ ହେବାକୁ ଯାଉଛି । ଆମେରିକା ସେନାଙ୍କ ପ୍ରତ୍ୟାବର୍ତ୍ତନ, ଆଫଗାନବାସୀଙ୍କ ଦେଶ ଛାଡିବା ମଧ୍ୟରେ ତାଲିବାନ ଶେଷରେ କାବୁଲର ଚାବିକାଠିକୁ ନିଜ ହାତକୁ ନେଇଯାଇଛି । ଏକିତିରେ...
ଆଦାନୀ ପୋର୍ଟରେ ବନ୍ଦ ହେଲା ୩ ଦେଶର ଟ୍ରାନ୍ସପୋର୍ଟ
ନୂଆଦିଲ୍ଲୀ,୧୨।୧୦: ଆଦାନୀର ସମସ୍ତ ବନ୍ଦରରେ ପାକିସ୍ତାନ, ଆଫଗାନିସ୍ତାନ ଏବଂ ଇରାନରୁ ଆସିଥିବା ସାମଗ୍ରୀ ଉପରେ କେନ୍ଦ୍ର ସରକାର ବ୍ୟାନ ଲଗାଇଛନ୍ତି। ଆଦାନୀ ପୋର୍ଟରେ ପ୍ରାୟ ୨୧ ହଜାର କୋଟିର ଡ୍ରଗ ମିଳିବା ପରେ ଏଭଳି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...
ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୩ ଆତଙ୍କବାଦୀ ମୃତ
ଶ୍ରୀନଗର,୧୨ ।୧୦: ଜମ୍ୁ-କଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି ମୃତ୍ୟୁ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ...
ମାଲାବାର ଏକ୍ସରସାଇଜ୍
ନୂଆଦିଲ୍ଲୀ,୧୨ ।୧୦: ପୂର୍ବ ଲଦ୍ଦାଖକୁ ଲାଗି ରହିଥିବା ଏଲ୍ଏସି ନିକଟରେ ଚାଇନା ସହ ତୁତୁ ମେମେ ବଢିଥିବା ବେଳେ, ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିୟା ନୌସେନା ମଙ୍ଗଳବାରଠାରୁ ବଙ୍ଗୋପସାଗରରେ ମାଲାବାର ଯୁଦ୍ଧାଭ୍ୟାସ କରିବାକୁ ଯାଉଛନ୍ତି । ଅକ୍ଟୋବର ୧୨-୧୫ପର୍ଯ୍ୟନ୍ତ...
ବିଳମ୍ବରେ ପହଞ୍ଚିବାରୁ ଝିଅକୁ ପିଟିପିଟି ମାରିଦେଲା ବାପା
ମୋରେନା,୧୧।୧୦: ୧୦ ବର୍ଷୀୟା ଝିଅକୁ ପିଟିପିଟି ହତ୍ୟା କରିଛନ୍ତି ବାପା। ଝିଅର ଭୁଲ ଏତିକି ଯେ, ସେ ନବରାତ୍ରୀ ଇଭେଣ୍ଟରୁ ସାଙ୍ଗମାନଙ୍କ ଖେଳିବା ପରେ ବିଳମ୍ବିତ ରାତିରେ ଘରକୁ ଫେରିଥିଲେ। ମଧ୍ୟପ୍ରଦେଶର ମୋରେନା ସହର ଉତ୍ତମପୁରା ଅଞ୍ଚଳରେ ରବିବାର ରାତିରେ...
ସୀମାରେ ଶାନ୍ତି ଚାହୁଁନି ଚାଇନା
ନୂଆଦିଲ୍ଲୀ, ୧୧ା୧୦: ଗତ ବର୍ଷ ମେ’ରୁ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦର କୌଣସି ସମାଧାନ ବାହାରିପାରିନାହିଁ। ରବିବାର ଉଭୟ ଦେଶ ମଧ୍ୟରେ ତ୍ରୟୋଦଶ କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲେ ମଧ୍ୟ ତାହା ବିଫଳ ହୋଇଛି। ସମାଧାନ ପାଇଁ ଭାରତ...
ଟ୍ରେନ୍, ବସ୍ରେ ବିଦେଶୀଙ୍କୁ ଭାରତ ମନା
ନୂଆଦିଲ୍ଲୀ, ୧୧।୧୦: କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚରୁ ଅନ୍ତର୍ଜାତୀୟ ଯାତାୟାତ ବନ୍ଦ ରହିଥିବା ବେଳେ କଟକଣା କୋହଳ କରିବା ନିମନ୍ତେ ଗତ ୭ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଘୋଷଣା କରିଥିଲା। ନଭେମ୍ବର ୧୫ରୁ ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କୁ ଭାରତ...
Archives


