ପଞ୍ଜାବରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଉପରୁ ପରଦା ଉଠାଇଲା କଂଗ୍ରେସ
ଚଣ୍ଡିଗଡ, ୬।୨: ଶେଷରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପଞ୍ଜାବରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି। ଚରଣଜିତ ସିଂ ଚନ୍ନି କଂଗ୍ରେସର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ସୂଚନା ଦେଇଛନ୍ତି। ରାହୁଲ କହିଛନ୍ତି, ଚନ୍ନି ଗରିବ ଘରର। ତାଙ୍କ ମଧ୍ୟରେ…
ଅନ୍ୟ ଧର୍ମ ପ୍ରତି ସହିଷ୍ଣୁତା ଦେଶରେ ସୃଷ୍ଟି କରିଛି ଭିନ୍ନତାରେ ଏକତା…
ମାଡ୍ରାସ୍, ୬।୨ : ଦେଶରେ ଅନ୍ୟ ଧର୍ମ ପ୍ରତି ଜନସାଧାରଣଙ୍କ ମଧ୍ୟରେ ଦେଖାଦେଉଥିବା ସହିଷ୍ଣୁତା ଆଚରଣ ଯୋଗୁ ଭିନ୍ନତାରେ ଏକତା ସୃଷ୍ଟି ହୋଇପାରିଛି। ଏଭଳି ମନୋଭାବ ପ୍ରତି ନାଗରିକଙ୍କ କ୍ଷେତ୍ରରେ ପ୍ରଦର୍ଶିତ ହେବା ଉଚିତ। ଏକ ମାମଲାର ବିଚାର କରି ମାଡ୍ରାସ୍…
ମହାଯାତ୍ରା ଆରମ୍ଭ…
ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଅନ୍ତିମ ସଂସ୍କାର ପାଇଁ ମହାଯାତ୍ରା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ରଖାଯାଇ ଶିବାଜୀ ପାର୍କ ଅଭିମୁଖେ ନିଆଯାଉଛି। ପ୍ରଭୁକୁଞ୍ଜ ଆପାର୍ଟମେଣ୍ଟର ଫାଷ୍ଟ୍ ଫ୍ଲୋର୍ରୁ ଲତାଙ୍କୁ ସେନା ଯବାନ…
କ୍ଷେତ ବୁଲି ଚଣା ଖାଇଲେ ପ୍ରଧାନମନ୍ତ୍ରୀ ମୋଦି
ହାଇଦ୍ରାବାଦ,୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ହାଇଦ୍ରାବାଦ ଗସ୍ତରେ ଥିଲେ। ସେ ଅଇସିଆର୍ଆଇଏସ୍ଏଟ(ICRISAT)ର ୫୦ତମ ବାର୍ଷିକ ଉତ୍ସବ ଯୋଗଦେବାକୁ ଆସିଥିଲେ। ହାଇଦ୍ରାବାଦର ଅନ୍ତର୍ଜାତୀୟ କ୍ରପ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କ୍ୟାମ୍ପସ ପରିଦର୍ଶନ କରି ଚାଷ ଜମିରୁ କିଛି ଚଣା…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ, ୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭ ହଜାର ୪୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…
ଜରା ଆଖୋଁ ମେ ଭରଲୋ ପାନି…
ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା ରାଇଜକୁ ବାହୁଡ଼ି ଯାଇଛନ୍ତି। ମୁମ୍ବାଇ ସ୍ଥିତ ବ୍ରିଜ୍ କ୍ୟାଣ୍ଡି ହସ୍ପିଟାଲରେ ୨୮ ଦିନ ଧରି…
ଗିନିଜ୍ ବୁକ୍ରେ ଅଛି କୋକିଳ କଣ୍ଠୀଙ୍କ ନାମ
ବମ୍ବେ: ୧୯୨୯ ସେପ୍ଟେମ୍ବର ୨୮ରେ ସୁର ସାମ୍ରାଜ୍ଞୀ ଲତା ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ପିଲାଦିନେ ତାଙ୍କ ନାମ ‘ହେମା’ ଥିଲା। ହେଲେ ପାଞ୍ଚ ବର୍ଷ ପରେ ତାଙ୍କ ନାମ ‘ଲତା’ ରଖାଯାଇଥିଲା। ଲତାଙ୍କ ଭାଇ ହୃଦୟନାଥ ମଙ୍ଗେସକର ସଙ୍ଗୀତ ନିର୍ଦ୍ଦେଶକ…
ନୀରବି ଗଲେ ସ୍ୱରର ସରସ୍ୱତୀ, ଆଜି ହେବ ଅନ୍ତିମ ସଂସ୍କାର
ମୁମ୍ବାଇ,୬ ।୨: ‘ଭାରତ ରତ୍ନ’ ସ୍ୱର କୋକିଳା ଲତା ମଙ୍ଗେସକର ଆଉ ଆମ ଗହଣରେ ନାହାନ୍ତି । ୯୨ ବର୍ଷ ବୟସରେ ଲତା ମଙ୍ଗେସକର ରବିବାର(୬ ଫେବୃୟାରୀ ୨୦୨୨)ରେ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।…
ଶିବାଜୀ ପାର୍କରେ ହେବ କୋକିଳକଣ୍ଠୀଙ୍କ ଅନ୍ତିମ ସତ୍କାର
ବମ୍ବେ,୬।୨: ମା’ ସରସ୍ବତୀଙ୍କ ବିସର୍ଜନରେ ବାହୁଡ଼ିଗଲେ ପ୍ରସିଦ୍ଧ ଗାୟିକା ଲତା ମଙ୍ଗେସକର। ଏହାପରେ ତାଙ୍କର ଶେଷକୃତ୍ୟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ପ୍ରାୟ ୧୨.୩୦ ସମୟରେ ତାଙ୍କ ବାସଭବନକୁ ଅଣାଯିବ। ସେଠାରୁ ଶିବାଜୀ ପାର୍କକୁ ନିଆଯାଇ ପୂର୍ଣ୍ଣ…
‘ରାହୁଲ ଯାହା ନିଷ୍ପତ୍ତି ନେବେ ତାକୁ ମାନିବି’
ଚଣ୍ଡିଗଡ଼/ନୂଆଦିଲ୍ଲୀ,୬।୨: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନକୁ ନେଇ ବିବାଦ ଦେଖାଦେଇଛି। ଅନ୍ୟପକ୍ଷେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଜଣେ ନେତାଙ୍କ ନାମ ଘୋଷଣା କରିବେ ବୋଲି ସୂଚନା ମିଳିଛି। ତେବେ ରାଜ୍ୟ…
ଲତାଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ
ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍କରଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏନେଇ ଜାତୀୟ ପତାକା ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ। ଏପରିକି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଲତାଙ୍କ ଶେଷକୃତ୍ୟ ସମ୍ପନ୍ନ…
ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍କରଙ୍କ ପରଲୋକ
ନୂଆଦିଲ୍ଲୀ,୬।୨: ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍ ଗାୟିକା ଲତା ମଙ୍ଗେସ୍କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି…
Archives


