ଜାତୀୟ

ଉତ୍ତରାଖଣ୍ଡରେ ଭାଜପାକୁ ଝଟ୍‌କା

ଡେରାଡୁନ,୧୧ ।୧୦: ପାଖେଇ ଆସୁଛି ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ । ଏହି ସମୟରେ ସେଠାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଏକ ଶକ୍ତ ଝଟ୍‌କା ଲାଗିଛି ବୋଲି କୁହାଯାଉଛି । ସୋମବାର ଉତ୍ତରାଖଣ୍ଡର ଭାଜପା ନେତା ୟଶପାଲ ଆର୍ଯ୍ୟ ଓ ତାଙ୍କ...

ନବରାତ୍ରୀ ଅବସରରେ ୨୫୦୦ରୁ ଅଧିକ ପ୍ରତିମା ପ୍ରଦର୍ଶିତ…

ଥିରୁଭାନନ୍ତପୁରମ୍‌,୧୧।୧୦: ନବରାତ୍ରୀ ଅବସରରେ କେରଳରେ ବମ୍ମାଇ କୋଲୁ ପାଇଁ ୨୫୦୦ରୁ ଅଧିକ କ୍ଷୁଦ୍ର ପ୍ରତିମା ପ୍ରଦର୍ଶିତ ହୋଇଛି। ଏଭଳି ପ୍ରତିମା ପ୍ରଦର୍ଶନକୁ କେରଳରେ ବୋମ୍ମାଇ-କୋଲୁ କୁହାଯାଇଥାଏ। ଥିରୁଭାନନ୍ତପୁରମ୍‌ଠାରେ ଥିବା ଗାନ୍ଧାରୀ ଆମ୍ମା କୋଭିଲ ମନ୍ଦିରରେ ବୋମ୍ମାଇ କୋଲୁ ପ୍ରଦର୍ଶନ ହୋଇଛି।...

ଦେଶଦ୍ରୋହ ଆଇନ ରଦ୍ଦ ହେଉ-ଶାନ୍ତିରେ ଲୋକେ ନିଶ୍ୱାସ ନିଅନ୍ତୁ,କହିଲେ ପୂର୍ବତନ ବିଚାରପତି…

ନୂଆଦିଲ୍ଲୀ,୧୧।୧୦: ଦେଶରେ ବିଭିନ୍ନ ରାଜନୈତିକ ଦଳର ସରକାର ଆସିବା ଯିବା ଲାଗି ରହିଛି। କିନ୍ତୁ ଦେଶରୁ ଦେଶଦ୍ରୋହ ଆଇନକୁ ରଦ୍ଦ କରାଯାଉ। ଏହାଦ୍ୱାରା ସାଧାରଣ ଲୋକ ଶାନ୍ତିରେ ନିଶ୍ୱାସ ନେଇପାରିବେ ବୋଲି ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ରୋହିନଣ୍ଟନ ଫଲି ନରିମାନ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି।...

ବ୍ଲାକ୍‌ ଆଉଟ୍‌ ଆଶଙ୍କା

ନୂଆଦିଲ୍ଲୀ/ ଭୁବନେଶ୍ୱର,୧୧।୧୦ (ବ୍ୟୁରୋ): ଦେଶର ପ୍ରାୟ ୭୦% ବିଦ୍ୟୁତ୍‌ ଚାହିଦା କୋଇଲାରୁ ପୂରଣ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପାଓ୍ବାର ପ୍ଲାଣ୍ଟଗୁଡ଼ିକ ସାଧାରଣତଃ ୧୫ରୁ ୩୦ ଦିନ ପାଇଁ କୋଇଲା ଗଚ୍ଛିତ ରଖିଥାଆନ୍ତି। କିନ୍ତୁ ବର୍ତ୍ତମାନ ସ୍ଥିତିରେ କୋଇଲା ଖଣିଗୁଡ଼ିକରେ...

ବିଷ ଓଗାଳିଲା ଚାଇନା

ନୂଆଦିଲ୍ଲୀ,୧୧ ।୧୦: ପୂର୍ବ ଲଦ୍ଦାଖ ସୀମା ଏଲ୍‌ଏସିରେ ଲାଗିରହିଥିବା ବିବାଦକୁ ନେଇ ରବିବାର ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାଥିଲା ୧୩ତମ ବୈଠକ, ଯାହା ୮ ଘଣ୍ଟା ଧରି ଚାଲିଥିଲା । ବୈଠକର ସମ୍ପୂର୍ଣ୍ଣ ତଥ୍ୟ...

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ ଶିବସେନା, ଏନ୍‌ସିପି ଓ କଂଗ୍ରେସ ପକ୍ଷରୁ ଏହି ଡାକରା ଦିଆଯାଇଥିବା ବେଳେ ସକାଳୁ...

କଂଗ୍ରେସର ଦେଶବ୍ୟାପି ‘ମୌନବ୍ରତ’

ନୂଆଦିଲ୍ଲୀ,୧୧ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଏହାସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ବରଖାସ୍ତ ଦାବି କରି ସୋମବାର କଂଗ୍ରେସ ପକ୍ଷରୁ ‘ମୌନବ୍ରତ’ ପାଳନ କରାଯିବ । ଦଳ ପକ୍ଷରୁ ସାରା ଦେଶରେ...

ଟିକାକରଣରେ ଇତିହାସ ରଚିବ ଭାରତ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧ ।୧୦: ଦେଶରେ କରୋନା ମହାମାରୀକୁ ଦୂରେଇବା ପାଇଁ ଦ୍ରୁତ ଗତିରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏବେସୁଦ୍ଧା ଦେଶରେ ଏହି ଟିକାକରଣ ୯୫ କୋଟି ଅତିକ୍ରମ କରିଥିବା ଜଣାପଡିଛି । କୋ-ୱିନ ପୋର୍ଟଲର ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟା...

ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧୧ ।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ବନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ଆରମ୍ଭ ହୋଇଥିଲା ଏହି ଏନକାଉଣ୍ଟର । ଜମ୍ମୁ-କଶ୍ମୀର ପୋଲିସ...

ମୋଦି ନୀରବ କାହିଁକି

ନୂଆଦିଲ୍ଲୀ,୧୦।୧୦: ଦେଶରେ କୃଷକମାନଙ୍କୁ ହତ୍ୟା କରାଯାଉଛି। ଜରୁରୀ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିବାରେ ଲାଗିଛି। ଏସବୁକୁ ନେଇ ପ୍ରଧାନମନ୍ତ୍ରୀ ନୀବର କାହିଁକି ବୋଲି ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟରରେ ପ୍ରଶ୍ନ କରିଛନ୍ତି। ସେହିପରି ପୂର୍ବ ଲଦାଖରେ ମୁହାଁମୁହିଁ ସ୍ଥିତି...

ଜେଲରେ ୮୫ ଏଚ୍‌ଆଇଭି ପଜିଟିଭ୍‌

ଗୁଆହାଟୀ, ୧୦ା୧୦: ଆସାମର ୨ଟି ଜେଲରେ ମାସକରେ ୮୫ ଜଣ ଏଚ୍‌ଆଇଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଡ୍ରଗ୍ସ ଦ୍ୱାରା ସର୍ବାଧିକ ପ୍ରଭାବିତ ନଗାଓଁ ଜିଲାରେ ଥିବା ସେଣ୍ଟ୍ରାଲ ଜେଲ ଏବଂ ସ୍ପେଶାଲ ଜେଲରେ ଏତେ ସଂଖ୍ୟାରେ କଏଦୀ ଏଚ୍‌ଆଇଭି ଭୂତାଣୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri