ଲତା ମଙ୍ଗେସ୍କର ପୁଣି ଗୁରୁତର
ନୂଆଦିଲ୍ଲୀ,୬।୨ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍ ଗାୟିକା ଲତା ମଙ୍ଗେସ୍କରଙ୍କ ଅବସ୍ଥା ଗୁରୁତର ରହିଛି। ସେ ଏବେ ଆଇସିୟୁରେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଲତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ରେ ତୀକ୍ଷ୍ଣ…
ପ୍ରବଳ ତୁଷାରପାତ, ଶିମ୍ଲାର ତାପମାତ୍ରା ମାଇନସ୍ ୨.୧ ଡିଗ୍ରୀକୁ ଖସିଲା
ଶିମ୍ଲା,୫ା୨: ହିମାଚଳପ୍ରଦେଶରେ ପ୍ରବଳ ତୁଷାରପାତ ହେବାରୁ ଶିମ୍ଲାର ତାପମାତ୍ରା ମାଇନସ ୨.୧ ଡିଗ୍ରୀକୁ ଖସିଛି। ଏହା ଚଳିତବର୍ଷ ସର୍ବନିମ୍ନ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ପର୍ଯ୍ୟଟନସ୍ଥଳୀ କୁଫ୍ରୀରେ ସର୍ବାଧିକ ତୁଷାରପାତ ହୋଇଛି ଏଠାରେ…
ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…
ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି। ବିଧାନସଭା…
ଅଖିଳେଶଙ୍କ ପାଖରେ ଅଛି ୪୦ କୋଟିରୁ ଅଧିକ ସମ୍ପତ୍ତି; ହେଲେ ନାହିଁ ଗୋଟିଏ ବି କାର୍
ଲକ୍ଷ୍ନୌ,୫।୨: ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ। ଏଥିପାଇଁ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମେନପୁରୀର କରହଲ ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ନିଜ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଅଖିଳେଶ ଏବଂ…
୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ଲୋକାର୍ପିତ…
ହାଇଦ୍ରାବାଦ୍, ୫।୨ : ଏକାଦଶ ଶତାବ୍ଦୀର ସନ୍ଥ ରାମାନୁଜାଚାର୍ଯ୍ୟଙ୍କର ୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପଣ କରିଛନ୍ତି। ମିଶ୍ରଧାତୁରେ ନିର୍ମିତ ଏହି ମୂର୍ତ୍ତି ରାମଶାବାଦ୍ଠାରେ ୪୫ ଏକର ପରିମିତ ଅଞ୍ଚଳରେ…
ପ୍ରଚାର ମଙ୍ଗ ଧରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୨: ୫ ରାଜ୍ୟରେ ବାଜିଛି ନିର୍ବାଚନ ବିଗୁଲ। ଏହାକୁ ନେଇ ରାଜନୀତି ପାଣିପାଗ ସରଗରମ ରହିଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ମଙ୍ଗ ଧରିବେ ବୋଲି ଜଣାପଡ଼ିଛି। ଫେବୃୟାରୀ ୭ରେ ୟୁପି ବିଜେନୋରରେ କର୍ମକର୍ତ୍ତାମାନଙ୍କୁ ସେ ସମ୍ବୋଧିତ କରିବେ।…
ଟ୍ରାଫିକ୍ ଜାମ୍ ଯୋଗୁ ବଢୁଛି ଛାଡ଼ପତ୍ର ସମସ୍ୟା…
ମୁମ୍ବାଇ, ୫।୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ସ୍ତ୍ରୀ ଅମୃତା ଫଡନଭୀସ ଶାସକ ଦଳ ମହାରାଷ୍ଟ୍ର ବିକାଶ ଆଘାଡି ସରକାରଙ୍କୁ ଟାର୍ଗେଟ କରି ଏକ ଅଜବ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇରେ…
କେରଳରେ ସର୍ବାଧିକ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୫।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୩୮,୬୮୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…
ବିଏ.୨ ଭାରିଆଣ୍ଟ୍ ବଢ଼ାଉଛି ଚିନ୍ତା, ୫୭ ଦେଶରେ ସଂକ୍ରମଣ…
ନୂଆଦିଲ୍ଲୀ, ୫।୨ : ଦୁଇ ବର୍ଷରୁ ଅଧିକ ସମୟ ଧରି ବିଶ୍ୱ କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହାର ବିଏ.୨ ଭାରିଆଣ୍ଟ୍ ଦ୍ରୁତ ବେଗରେ ସଂକ୍ରମିିତ ହେବାରେ ଲାଗିଛି। ଇତିମଧ୍ୟରେ ଏହା ୫୭ ଦେଶକୁ ବ୍ୟାପି…
ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଛି ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ…
ହାଇଦ୍ରାବାଦ୍, ୫।୨ : ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ପ୍ରାକୃତିକ ବିପର୍ଯ୍ୟୟ ଭୟଙ୍କର ହେବାରେ ଲାଗିଛି। ଏହା ଦ୍ୱାରା ବଡ଼ ଧରଣର ଆହ୍ବାନ ସୃଷ୍ଟି ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ତେଲେଙ୍ଗାନାର ହାଇଦ୍ରାବାଦ୍ ସ୍ଥିତ ପାଟନଚେରୁରେ…
କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ନାଁ ନ ଥିବାରୁ ରାଗିଲେ ମନିଷ ତିୱାରୀ
ନୂଆଦିଲ୍ଲୀ,୫ ।୨: ପଞ୍ଜାବରେ କଂଗ୍ରେସ ଦଳ ବିବାଦ ସହ ଯେମିତି ବନ୍ଧୁତା କରି ସାରିଲାଣି । ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ କିଛିଦିନ ବାକି ଥିବା ବେଳେ ସବୁ ରାଜନୈତିକ ଦଳ ନିଜ ନିଜର ପ୍ରୟାସ ଆରମ୍ଭ କରିଦେଇଛନ୍ତି । କଂଗ୍ରେସ…
ମୋଦି ରାଜା ଜନତାଙ୍କ ଦୁଃଖ ବୁଝୁ ନାହାନ୍ତି, ରାହୁଲଙ୍କ କଟାକ୍ଷ…
ଡେରାଡୁନ୍, ୫।୨ : ଉତ୍ତରାଖଣ୍ଡରେ ନିର୍ବାଚନ ପ୍ରଚାରରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ ରାଜା ବୋଲି କଟାକ୍ଷ କରି କହିଛନ୍ତି ଯେ, ଆଜିର ରାଜା ଜନତାଙ୍କ ଦୁଃଖ ବୁଝୁ ନାହାନ୍ତି। ଉଦମ…
Archives


