ଜନମତ ସର୍ବେକ୍ଷଣ: ଭାଜପା କବ୍ଜାରେ ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡ-ଗୋଆ, ପଞ୍ଜାବରେ ଝୁଲା ସ୍ଥିତି…
ନୂଆଦିଲ୍ଲୀ,୯।୧୦: ଆଗକୁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କେତେକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ହୋଇଥିବା ଜନମତ ସର୍ବେକ୍ଷଣରୁ ଜଣାପଡିଛି ଯେ ଉତ୍ତରପଦେଶ, ଉତ୍ତରାଖଣ୍ଡ, ଗୋଆରେ ଭାଜପା କବ୍ଜା କରିବ। ଅପରପକ୍ଷରେ ପଞ୍ଜାବରେ ଝୁଲା ସ୍ଥିତିି...
୨୦୬ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…
ନୂଆଦିଲ୍ଲୀ,୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୯ ହଜାର ୭୪୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...
ତେଲେଙ୍ଗାନା: ହାଇଦ୍ରାବାଦରେ ପ୍ରବଳ ବର୍ଷା
ହାଇଦ୍ରାବାଦ,୯ ।୧୦: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଲାଗାଣ ବର୍ଷା ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଠାରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ଯାହା ଫଳରେ ରାସ୍ତା ଉପରେ ଆଣ୍ଠୁଏ ପାଣି...
ଖାଲି କଥା, କାର୍ଯ୍ୟାନୁଷ୍ଠାନ ନାହିଁ
ନୂଆଦିଲ୍ଲୀ,୯।୧୦: କେବଳ କଥା କହୁଛ, କାର୍ଯ୍ୟାନୁଷ୍ଠାନର ଦେଖା ନାହିଁ। ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ବର୍ତ୍ତମାନ ଯାଏ ଯାହା କିଛି ପଦକ୍ଷେପ ଗ୍ରହଣ କରାଯାଇଛି ତାକୁ ନେଇ ଆମେ ଆଦୌ ସନ୍ତୁଷ୍ଟ ନୋହୁଁ। ବିକ୍ଷୋଭକାରୀଙ୍କୁ ଗୁଳିମାଡ଼ ଅଭିଯୋଗ ଅତି ଗମ୍ଭୀର...
ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ୍ ହେଲା ଇନଷ୍ଟାଗ୍ରାମ, ଫେସବୁକ
ନୂଆଦିଲ୍ଲୀ,୯ ।୧୦: ଇନଷ୍ଟାଗ୍ରାମ, ଫେସବୁକ ଆଦି ଡାଉନ ହେବାର ଏକ ସପ୍ତାହ ମଧ୍ୟରେ ଏହା ପୁଣିଥରେ ଡାଉନ୍ ହୋଇଛି । କେତେଜଣ ୟୁଜର୍ସ ଫଟୋ ଶେୟାରିଂ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ପାରୁ ନାହାନ୍ତି । ରାତି ପ୍ରାୟ...
ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତକୁ ମିଳିଯିବ ଫାଇଟର ଜେଟ୍ ରାଫାଲ: ଫ୍ରାନ୍ସ ରାଷ୍ଟ୍ରଦୂତ
ହାଇଦ୍ରାବାଦ,୯ ।୧୦: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଶୁକ୍ରବାର କହିଛନ୍ତି କୋଭିଡ-୧୯ ଯୋଗୁ ଉପୁଜିଥିବା ବାଧା ପରେ ବି ଏରୋସ୍ପେଶର ବଡ କମ୍ପାନୀ ଦୈଶି ଆଭିଏଶନ ଭାରତକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ୩୬ଟି ରାଫାଲ ଜେଟ୍ ଉପଲବ୍ଧ କରାଇବ...
ଭାରତ ପହଞ୍ଚିଲେ ଡେନମାର୍କ ପ୍ରଧାନମନ୍ତ୍ରୀ: ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା, ରାଷ୍ଟ୍ରପତିଙ୍କ ସହ ସାକ୍ଷାତ୍କାର
ନୂଆଦିଲ୍ଲୀ,୯ ।୧୦: ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ଶୁକ୍ରବାର ରାତିରେ ତାଙ୍କ ୩ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଛନ୍ତି । ରାତି ପ୍ରାୟ ସାଢେ ୨ଟାରେ ତାଙ୍କ ବିମାନ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଥିଲା । ବୈଦେଶିକ...
ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି
ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ ମାମଲାର ଶୁଣାଣି ହୋଇ ପାରିବ ନାହିଁ ବୋଲି କୁହାଯାଉଛି । ଏମିତି ହେଲେ...
ଲଖିମପୁର ଖେରି: ଇଣ୍ଟରନେଟ ବନ୍ଦ, ସିଦ୍ଧୁ ଧାରଣାରେ, ୧୮ ଘଣ୍ଟା ପରେ ଦ୍ୱିତୀୟ ନୋଟିସ
ଲକ୍ଷ୍ନୌ,୯ ।୧୦: କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ତଥା ତିକୁନିୟା କାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଆଶିଷ ମିଶ୍ରାଙ୍କୁ ନୋଟିସ ପରେ ବି ଶୁକ୍ରବାର ସେ ହାଜର ନ ହେବାରୁ ପୁଣିଥରେ ତାଙ୍କ ଘର ସାମ୍ନାରେ ଶନିବାର ୧୧...
କୋଇଲା ସଙ୍କଟ: ଆଠରୁ ଦଶ ଘଣ୍ଟା ପର୍ଯ୍ୟନ୍ତ କଟା ଯାଉଛି ବିଜୁଳି
ନୂଆଦିଲ୍ଲୀ,୯ ।୧୦: ଦେଶର କେତେ ଗୁଡିଏ ରାଜ୍ୟରେ କୋଇଲା ସଙ୍କଟ ଯୋଗୁ ବିଜୁଳି ସଙ୍କଟ ବଢିଯାଇଛି । ଝାଡଖଣ୍ଡରେ କୋଇଲା କମ୍ ଥିବାରୁ ୨୮୫ ମେଗାୱାଟରୁ ନେଇ ୪୩୦ ମେଗାୱାଟ ପର୍ଯ୍ୟନ୍ତ ଲୋଡ ଶେଡିଂଗ କରିବାକୁ ପଡୁଛି । ଏଥିପାଇଁ...
ୟୁପି ସରକାରଙ୍କ ପକ୍ଷ ରଖିବେ ସାଲ୍ଭେ
ଲକ୍ଷ୍ନୌ,୯।୧୦: ଲଖିମପୁର ହିଂସା ଘଟଣାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ମାମଲା ଏବେ ସୁପ୍ରିମକୋର୍ଟ ଶୁଣାଣି କରୁଛନ୍ତି। ଏହି ମାମଲାରେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷ ରଖିବେ ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ। ଗତ ୩ ତାରିଖରେ...
ବସ୍ତିରେ ଝାଡ଼ୁ ମାରିଲେ ପ୍ରିୟଙ୍କା
ଲକ୍ଷ୍ନୌ,୮।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ହିଂସା ପ୍ରଭାବିତ ଲଖିମପୁର ଖେରି ଯିବାବେଳେ ସୋମବାର ତାଙ୍କୁ ପୋଲିସ ଅଟକ ରଖିଥିଲା। ପରେ ପ୍ରିୟଙ୍କାଙ୍କୁ ଗିରଫ କରାଯାଇ ସୀତାପୁର ଗେଷ୍ଟ ହାଉସରେ ରଖାଯାଇଥିଲା। ପ୍ରିୟଙ୍କା ଗେଷ୍ଟ ହାଉସରେ...
Archives


