ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ
ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍ ଶେରିନ୍ ଅବ୍ରାହମ କେରଳର ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ ହେବାର ଗୌରବ ଅର୍ଜନ…
PM Kisan: ଆସିଲା ବଡ଼ ଅପଡେଟ୍: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା…
ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍ଶୀଘ୍ର ଜାରି ହେବାକୁ ଯାଉଛି। ଗତ କିସ୍ତି (୨୧ତମ) ନଭେମ୍ବର ୧୯, ୨୦୨୫ରେ ପ୍ରଦାନ…
ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍ଆଇଆର୍ ପାଇଁ ଡାକି ହତ୍ୟା
କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍ସ୍ତରୀୟ ଅଧିକାରୀ (ବିଏଲ୍ଓ) ନିଜ ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍ଆଇଆର୍ ସମ୍ପର୍କରେ ଆଲୋଚନା ପାଇଁ ଡାକି…
ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ
ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମେଟ୍ରୋ…
ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ
ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ ବିମାନ, ପରିବହନ ବିମାନ ଏବଂ ହେଲିକପ୍ଟର ଦ୍ୱାରା ଏକ ଆକାଶ ମାର୍ଗ ପ୍ରଦର୍ଶନ…
‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେମାନଙ୍କର ଅଦମ୍ୟ ସାହସ, ଦେଶପ୍ରେମ ଏବଂ ସମର୍ପଣ…
କାର୍ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…
ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍ମେଲ୍ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇଥିଲା। ପୋଲିସ ଏହି ଘଟଣାରେ ୨ ଜଣଙ୍କୁ…
ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…
ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ ବିରୋଧୀ ଦଳକୁ ଘେରିବା ସହ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦଙ୍କ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି।…
ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଭାଷଣ ସମୟରେ ଟଳି ପଡ଼ିଲେ ଯୁବକ
ଚେନ୍ନାଇ,୧୩।୨: ଶୁକ୍ରବାର ତାମିଲନାଡୁର ସାଲେମରେ ଟିଭିକେ ମୁଖ୍ୟ ଏବଂ ଅଭିନେତା ବିଜୟ ଥାଲାପତିଙ୍କ ଏକ ରାଲିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସାଲେମର ଜଣେ ପୋଲିସ ଅଧିକାରୀ ନ୍ୟୁଜ ଏଜେନ୍ସି ଏଏନଆଇକୁ କହିଛନ୍ତି ଯେ ରାଲି ସମୟରେ ହୃଦଘାତରେ ବ୍ୟକ୍ତିଙ୍କ ମୃତ୍ୟୁ…
ସେବା ତୀର୍ଥକୁ ଶିଫ୍ଟ ହେଲା PMO କାର୍ଯ୍ୟାଳୟ: ପ୍ରଥମ ଦିନ ୪ ବଡ଼ ନିଷ୍ପତ୍ତି ନେଲେ ମୋଦି
ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ନୂତନ କାର୍ଯ୍ୟାଳୟ ‘ସେବା ତୀର୍ଥ’ ଉଦଘାଟନ କରିଛନ୍ତି। ଆଜିଠାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଇସିନା ହିଲର ସାଉଥ ବ୍ଲକରୁ ସେବା ତୀର୍ଥକୁ ସ୍ଥାନାନ୍ତରିତ ହୋଇଛି। ସେବା ତୀର୍ଥରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ…
ବାଂଲାଦେଶର ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ବଙ୍ଗଳାରେ ଶୁଭେଚ୍ଛା ଜଣାଇଲେ ମୋଦି? ପଛରେ ରହିଛି ୨ ରହସ୍ୟ
ଢାକା,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ସଂସଦୀୟ ନିର୍ବାଚନରେ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ତାଙ୍କ ବିପୁଳ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଏହି ବିଜୟ ବାଂଲାଦେଶବାସୀଙ୍କ ତାଙ୍କ ନେତୃତ୍ୱ ପ୍ରତି ବିଶ୍ୱାସକୁ ପ୍ରତିଫଳିତ କରୁଛି। ସୋସିଆଲ…
ଫୁଟ୍ପାଥ୍ରେ ଗାଡ଼ି ଚଲାଇବା ପଡ଼ିଲା ମହଙ୍ଗା: ସ୍କୁଟର ଆରୋହୀଙ୍କୁ ଅଟକାଇ ପାନେ ଦେଲେ ବୃଦ୍ଧା
କେରଳ,୧୩।୨: ଟ୍ରାଫିକ୍ ଜାମ୍ରୁ ବଞ୍ଚିବା ପାଇଁ ଫୁଟ୍ପାଥ୍ରେ ସ୍କୁଟର ଚଲାଇବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। କେରଳର କୋଝିକୋଡ ଅଞ୍ଚଳରେ ଜଣେ ବୃଦ୍ଧା ନିଜର ସାହସିକତା ପ୍ରଦର୍ଶନ କରି ଜଣେ ସ୍କୁଟର ଆରୋହୀଙ୍କୁ ଫୁଟ୍ପାଥ୍ ବ୍ୟବହାର କରିବାରୁ ଅଟକାଇବା ସହ ତାଙ୍କୁ…

