ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଚାରପତି ଦୁଇ ମାସ ମଧ୍ୟରେ...
ହତ୍ୟାର ଭୟ ଦେଖାଇ ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ…
ନୂଆଦିଲ୍ଲୀ,୭।୧୦: ହତ୍ୟାର ଭୟ ଦେଖାଇ କିମ୍ବା ହତ୍ୟା କରି ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ। ଲକ୍ଷ୍ମୀପୁର ହିଂସା ଘଟଣାରେ ଭାଜପା ଏମ୍ପି ବରୁଣ ଗାନ୍ଧୀ ଟୁଇଟ୍ କରି ଏଭଳି କହିଛନ୍ତି। ଏହା ସହିତ ସେ ହିଂସାର...
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ...
ପୁରୁଣା ଢାଞ୍ଚାରେ ହେବ ଏନ୍ଇଇଟି-ଏସ୍ଏସ୍ ପରୀକ୍ଷା
ନୂଆଦିଲ୍ଲୀ, ୭।୧୦: ସୁପ୍ରିମକୋର୍ଟଙ୍କ ଚାପ ଫଳରେ କେନ୍ଦ୍ର ସରକାର ନଭେମ୍ବରରେ ହେବାକୁ ଥିବା ଏନ୍ଇଇଟି ସୁପର ସ୍ପେଶିଆଲିଟି ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରିଛନ୍ତି। ପୁରୁଣା ପ୍ରଶ୍ନ ଢାଞ୍ଚାରେ ଏଥର ପରୀକ୍ଷା କରାଯିବ ବୋଲି ବୁଧବାର କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ...
୨୫ କିଲୋମିଟର ପାଇଁ ସରକାରୀ ହେଲିକପ୍ଟର ବ୍ୟବହାର କରି ବିବାଦରେ ଚନ୍ନି
ଚଣ୍ଡିଗଡ଼,୭ ।୧୦: ଏବେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସମସ୍ତଙ୍କ ନଜରରେ ଥିବା ବେଳେ ହଠାତ୍ ବିବାଦ ମଧ୍ୟକୁ ଚାଲି ଆସିଛନ୍ତି । ଫଳ ସ୍ୱରୂପ ଏହାର ସଫେଇ ଦେବାକୁ ପଡିଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ । ନିକଟରେ ଚନ୍ନି...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ
ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଓ ବସ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ...
ମୋଦିଙ୍କ ୨୦ ବର୍ଷର କ୍ଷମତା: କେବେ ମନୋଗ୍ରାମ ଶୁଟ୍ ପିନ୍ଧି ତ ପୁଣିକେବେ ନିର୍ବାଚନ ଚିହ୍ନରେ ସେଲ୍ଫି ନେଇ ଆସିଛନ୍ତି ଚର୍ଚ୍ଚାକୁ
ନୂଆଦିଲ୍ଲୀ, ୭ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାରେ ରହିବା ୨୦ ବର୍ଷ ପୂରଣ ହୋଇଛି । ପ୍ରଥମେ ସେ ୭ ଅକ୍ଟୋବର ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ...
ପାକିସ୍ତାନକୁ ଚାଇନା ଦେଲା ଅଧିକ ପେଲୋଡ କ୍ଷମତା ବିଶିଷ୍ଟ ଡ୍ରୋନ୍, ଆତଙ୍କବାଦୀଙ୍କୁ ବି ଟ୍ରେନିଂ ଦେଉଛି ଚାଇନା ସେନା!
ଜମ୍ମୁ,୭ ।୧୦: ପାକିସ୍ତାନ ଭାରତର ସୀମା ଜମ୍ମୁ ନିକଟରେ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି । ଏବେ ଗୁଇନ୍ଦା ସଂସ୍ଥା ନିକଟରେ ଏମିତି ଖବର ପହଞ୍ଚିଛି ଯେ ପାକିସ୍ତାନ ଚାଇନାଠାରୁ ଅଧିକ ପେଲୋଡ ଡ୍ରୋନ ଆଣୁଛି । ଏହି...
ଲକ୍ଷ୍ମୀପୁର ଖେରି ହିଂସା ଘଟଣାକୁ ନେଇ ଅକ୍ଟୋବର ୧୧ରେ ମହାରାଷ୍ଟ୍ର ବନ୍ଦ ଡାକରା ଦେଲା ଶିବସେନା, କଂଗ୍ରେସ, ଏନ୍ସିପି
ମୁମ୍ବାଇ,୭ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ଘଟଣାର ବିରୋଧ କରି ୧୧ ଅକ୍ଟୋବରକୁ ମହାରାଷ୍ଟ୍ର ବନ୍ଦ ଡାକରା ଦେଇଛନ୍ତି ଶିବସେନା, କଂଗ୍ରେସ ଓ ଏନ୍ସିପି । ରାଜ୍ୟରେ ୩ ଦଳଙ୍କ ମେଣ୍ଟ ମହା ବିକାଶ ଅଘାଡି ସରକାର ଶାସନ...
ଆଜି ଅଖିଳେଶ ଯାଦବ, ସତିଶ ମିଶ୍ର ଯିବେ ଲକ୍ଷ୍ମୀପୁର ଖେରି, ସିଦ୍ଧୁ-ହରିଶ ରାୱତ ହଜାର ଗାଡି ନେଇ ପହଞ୍ଚିବେ
ଲକ୍ଷ୍ନୌ/ଚଣ୍ଡିଗଡ଼,୭ ।୧୦: ଲକ୍ଷ୍ମୀପୁର ଖେରି ଘଟଣାକୁ ନେଇ ବେଳକୁ ବେଳ ରାଜନୀତିର ଉଷ୍ମତା ବଢିବାରେ ଲାଗିଛି । ବୁଧବାର ବିଳମ୍ବିତ ରାତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ...
ଲକ୍ଷ୍ମୀପୁର ହିଂସା: ମୃତକ ଖବରଦାତା, କୃଷକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା-ରାହୁଲ
ଲକ୍ଷ୍ନୌ,୭ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରିର ତିକୁନିୟାରେ ଅକ୍ଟାବର ୩ରେ ହୋଇଥିବା ହିଂସା ପରେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ବିଳମ୍ବିତ ରାତିରେ ମୃତକ ଖବରଦାତା...
ଡ୍ରାଇଭର ସହ ଯୁକ୍ତିତର୍କ ପରେ ପୁଅକୁ ଗୁଳି କଲେ ବାପା
ମାଙ୍ଗାଲୋର,୬।୧୦: ବାପାଙ୍କ ଗୁଳି ମାଡ଼ରେ ଗୁରୁତର ହୋଇ ଜଣେ ୧୬ ବର୍ଷୀୟ ନାବାଳକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବାପାଙ୍କ ନାମ ରାଜେଶ ପ୍ରଭୁ। ସେ ଏକ ଟ୍ରାନ୍ସପୋର୍ଟ କମ୍ପାନୀର ମାଲିକ। ମଙ୍ଗଳବାର ଡ୍ରାଇଭର ଓ କ୍ଲିନର ବକେୟା ଟଙ୍କା ମାଗିବା...
Archives


