ହତ୍ୟାରେ ସାପର ବ୍ୟବହାର ଟ୍ରେଣ୍ଡ ପାଲଟିଛି
ନୂଆଦିଲ୍ଲୀ,୭।୧୦: ସାପ ଧରାଳିଙ୍କ ଠାରୁ ବିଷାକ୍ତ ସାପ କିଣି ଲୋକଙ୍କୁ ହତ୍ୟା କରିବା ଏବେ ଟ୍ରେଣ୍ଡ ପାଲଟିଛି। ଏହା ରାଜସ୍ଥାନରେ ସାଧାରଣ କଥା ପାଲଟିଗଲାଣି। ସାପ କାମୁଡ଼ା ଦ୍ୱାରା ଜଣେ ମହିଳାଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଜାମିନ ଆବେଦନର...
ଲଖିମପୁର ଖେରି ଘଟଣାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ
ନୂଆଦିଲ୍ଲୀ,୬।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ସମ୍ପୃକ୍ତି ଘଟଣାକୁ ସୁପ୍ରିମକୋର୍ଟ ନିଜ ହାତକୁ ନେଇଛନ୍ତି। ସିଜେଆଇ ଏନ୍ ଭି ରମନାଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଗୁରୁବାର ଏହି ଘଟଣାର ଶୁଣାଣି...
୫ଜି ଆସିଲେ ଗ୍ରାମାଞ୍ଚଳରେ ୧୦୦ ଏମ୍ବିପିଏସ୍ରେ ଚାଲିବ ନେଟ୍
ନୂଆଦିଲ୍ଲୀ,୬।୧୦: ଏୟାରଟେଲ ଏବଂ ଏରିକ୍ସନ ପକ୍ଷରୁ ଭାରତର ପ୍ରଥମ ୫ଜି ନେଟୱର୍କର ପରୀକ୍ଷଣ କରାଯାଇଛି। ଟେଲିକମ ବିଭାଗ ଦ୍ୱାରା ଏୟାରଟେଲକୁ ଦିଆଯାଇଥିବା ୫ଜି ପରୀକ୍ଷଣ ସ୍ପେକ୍ଟ୍ରମର ବ୍ୟବହାର କରି ଦିଲ୍ଲୀ ଏନ୍ସିଆର୍ ଉପକଣ୍ଠରେ ଥିବା ଭଇପୁର ବ୍ରମାନନ୍ ଗ୍ରାମରେ ଏହି...
ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର
ନୂଆଦିଲ୍ଲୀ,୬।୧୦: ବହୁଦିନ ପରେ ସାଇବାବାଙ୍କ ଭକ୍ତ ମାନଙ୍କ ପାଇଁ ଏକ ଖୁସି ଖବର। କାଲିଠାରୁ ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର । ଏ ନେଇ ସୂଚନା ଦେଇଛନ୍ତି ମନ୍ଦିର ଟ୍ରଷ୍ଟର ସିଇଓ ଭାଗ୍ୟଶ୍ରୀ ବିନାୟତ। ଗାଇଡଲାଇନ୍ ଅନୁସାରେ ପ୍ରତିଦିନ ୧୫,୦୦୦...
ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ କ୍ୟାବ ଡ୍ରାଇଭର
ବେଙ୍ଗାଲୁରୁ,୬।୧୦: କ୍ୟାବରେ ଏସି ନ ଚଳାଇବାରୁ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନି ଡ୍ରାଇଭରଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ସୋସିଆଲ ମିଡିଆ ଜରିଆରେ କ୍ୟାବ ଡ୍ରାଇଭରଙ୍କ ବିରୋଧରେ ହଇରାଣ ହରକତ ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।...
ସୀତାପୁରରେ ପହଞ୍ଚିଲେ ରାହୁଲ
ଲକ୍ଷ୍ନୌ,୬।୧୦: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ବୁଧବାର ସନ୍ଧ୍ୟାରେ ସୀତାପୁରରେ ପହଞ୍ଚିଛନ୍ତି। ସେମାନେ ସେଠାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିବେ। ଗତ...
ଉତ୍ତରପ୍ରଦେଶ କ’ଣ ପାକିସ୍ତାନରେ
ଲକ୍ଷ୍ନୌ,୬।୧୦ : ”ଉତ୍ତରପ୍ରଦେଶ (ୟୁପି) କ’ଣ ପାକିସ୍ତାନରେ। ଭାରତୀୟଙ୍କୁ କାହିଁକି ରାଜ୍ୟରେ ପ୍ରବେଶ ଅନୁମତି ମିଳୁନାହିଁ। ପ୍ରଶାସନ ଲଖିମପୁର ଖେରି ଅଞ୍ଚଳରେ ୧୪୪ ଧାରା ଜାରି କରିଛି। କିନ୍ତୁ ବିରୋଧୀ ନେତାଙ୍କୁ ଲକ୍ଷ୍ନୌରେ ଅଟକ ରଖାଯାଉଛି। ଏହା କେଉଁ ପ୍ରକାର...
ରାହୁଲଙ୍କ ସବୁ ସର୍ତ୍ତ ମାନିଲା ପ୍ରଶାସନ
ଲକ୍ଷ୍ନୌ,୬।୧୦: ଲଖିମ୍ପୁର ଖେରିରେ ଚାରିଜଣ କୃଷକଙ୍କ ସମେତ ଆଠ ଜଣଙ୍କ ମୃତ୍ୟୁ ମାମଲାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଘଟଣାସ୍ଥଳକୁ ଯିବା ପାଇଁ ଚେଷ୍ଟା କରାଯାଉଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...
ଅମିତ ଶାହାଙ୍କୁ ଭେଟିଲେ ଅଜୟ: ପଦ ଯିବା ଆଶଙ୍କା
ନୂଆଦିଲ୍ଲୀ,୬।୧୦: କେନ୍ଦ୍ର ସରକାରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ଅଜୟ ମିଶ୍ରା ବୁଧବାର ଅପରାହ୍ନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନିକଟରେ ପହଞ୍ଚିଛନ୍ତି। କୁହାଯାଉଛି ଯେ, ଉତ୍ତରପ୍ରଦେଶର ଲଖିମ୍ପୁର ଖେରିରେ ଘଟିଥିବା ଘଟଣା ସମ୍ପର୍କରେ ଶାହା ଅଜୟଙ୍କୁ...
୧,୭୧,୦୦୦ ହିତାଧିକାରୀଙ୍କୁ ଇ-ପ୍ରପର୍ଟି କାର୍ଡ ପ୍ରଦାନ କଲେ ମୋଦି
ଭୋପାଳ,୬।୧୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟପ୍ରଦେଶରେ ସ୍ବାମୀତ୍ୱ ଯୋଜନାର ହିତାଧିକାରୀଙ୍କ ଏକ ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ସହ କଥାବାର୍ତ୍ତା କରିଛନ୍ତି। ଏହି ଅବସରରେ ସେ ୧୯ଟି ଜିଲାର ୩୦୦୦ ଗାଁରେ ୧,୭୧,୦୦୦ ହିତାଧିକାରୀଙ୍କୁ ଇ-ପ୍ରପର୍ଟି କାର୍ଡ ବଣ୍ଟନ କରିଥିଲେ। ଏହି...
ପଶ୍ଚିମବଙ୍ଗରେ ଭାଜପାକୁ ଲାଗିପାରେ ଆଉ ଏକ ଝଟ୍କା
କୋଲକତା,୬।୧୦: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଜିତିବା ପରେ ତୃଣମୂଳ କଂଗ୍ରେସ କ୍ରମାଗତ ଭାବରେ ଭାଜପାକୁ ଝଟକା ଦେଉଛି। ନିର୍ବାଚନ ଫଳାଫଳ ଆସିବା ପରେ ଭାଜପାର ଅନେକ ଏମ୍ପି ଓ ବିଧାୟକ ତୃଣମୂଳ କଂଗ୍ରେସ କଂଗ୍ରେସକୁ ଯିବା ଆରମ୍ଭ କଲେଣି। ଏହି...
ବିତିଲାଣି ଅଢ଼େଇ ବର୍ଷ, ଲୋକ ସଭାରେ ଏବେ ବି ଖାଲି ଉପବାଚସ୍ପତି ପଦବୀ…
ନୂଆଦିଲ୍ଲୀ,୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍କୁ ଇତିମଧ୍ୟରେ ଅଢ଼େଇ ବର୍ଷ ପୂରଣ ହେଲାଣି। ତେବେ ବର୍ତ୍ତମାନ ସୁଦ୍ଧା ଲୋକ ସଭାର ଉପବାଚସ୍ପତି ପଦବୀ ଖାଲି ପଡ଼ିଛି। ଏହି ସାମ୍ବିଧାନିକ ପଦବୀ ଏତେ ଦିନ ପର୍ଯ୍ୟନ୍ତ ପୂ ପୂର୍ବରୁ...
Archives


