ଲୋକତନ୍ତ୍ର ଉପରେ ଆସ୍ଥା ରଖି ଭାରତ ଅଗ୍ରସର ହେଉଛି…
ନୂଆଦିଲ୍ଲୀ, ୩୧।୧ : ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାର ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ପାର୍ଲାମେଣ୍ଟର ଉଭୟ ଗୃହକୁ ସମ୍ବୋଧିତ କରି କହିଛନ୍ତି ଯେ, ଭାରତ ଲୋକତନ୍ତ୍ର ଉପରେ ଆସ୍ଥା ରଖି ଅଗ୍ରସର ହେଉଛି। ଦେଶ ଇତିମଧ୍ୟରେ…
ୟୁକ୍ରେନ୍ରେ ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ର, ଶସ୍ତା ପାଠପଢ଼ା ଖର୍ଚ୍ଚ ପାଇଁ ପ୍ରତିବର୍ଷ ଯାଇଥାନ୍ତି…
ନୂଆଦିଲ୍ଲୀ/କାଇଭ୍, ୩୧।୧ : ପୁଣି ଥରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ୟୁକ୍ରେନରେ ଅଧ୍ୟୟନ କରୁଥିବା ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କ ସୁରକ୍ଷା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପରିସ୍ଥିତିକୁ ନିରନ୍ତର…
ପାଠପଢ଼ା ଶେଷ, ଚାକିରି ନାହିଁ, ରାଜସ୍ଥାନରେ ଅଧିକ ବେକାର ଗ୍ରାଜୁଏଟ୍…
ନୂଆଦିଲ୍ଲୀ, ୩୧।୧ : ସାରା ଦେଶରେ ଯୁବକମାନେ ବେକାରି ସମସ୍ୟା ସହ ଲଢୁଛନ୍ତି। ଭଲ ଅଧ୍ୟୟନ ପରେ ଏହି ଅବସ୍ଥା । କେତେକ ବୃହତ ରାଜ୍ୟରେ ବେକାରୀ ଏତେ ବୃଦ୍ଧି ପାଇଛି ଯେ ସ୍ନାତକ ହାସଲ କରିଥିବା ଯୁବକମାନଙ୍କ ପାଖରେ ଚାକିରି…
ଅଣାୟତ୍ତ ମୁହାଁ ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ୯୫୯ ମୃତ…
ନୂଆଦିଲ୍ଲୀ, ୩୧।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୯ ହଜାର ୯୧୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
କୃଷକ ସଂଘର ବିଶ୍ୱାସଘାତ ଦିବସ…
ନୂଆଦିଲ୍ଲ, ୩୧।୧ : କୃଷକମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନ ହୋଇ ଥିବାରୁ ଭାରତୀୟ କୃଷକ ୟୁନିଅନ ପକ୍ଷରୁ ସୋମବାର ବିଶ୍ୱାସଘାତ ଦିବସ ଭାବେ ପାଳନ କରାଯିବ। ଡିସେମ୍ବର ୯ ରେ ସରକାର ଦେଇଥିବା ପ୍ରତିଶ୍ରୁତି ପତ୍ର…
ରାତିରେ କାଳ ହୋଇ ଆସିଥିଲା ଇ-ବସ
କାନପୁର,୩୧ ।୧: ଉତ୍ତର ପ୍ରଦେଶର ଘଂଟାଘରରୁ ଟାଟାମିଲ ଯାଉଥିବା ଏକ ଇଲେକ୍ଟ୍ରିକ୍ ବସ ରବିବାର ବିଳମ୍ବିତ ରାତିରେ ପ୍ରାୟ ଅଧା ଡଜନରୁ ଅଧିକ ଲୋକଙ୍କ ଉପରେ ମାଡି ଯାଇଛି । ରାସ୍ତା ମଝିରେ ଥିବା ଟ୍ରାଫିକ ବୁଥରେ ପିଟି ହୋଇ ବସଟି…
କରୋନା କଟକଣା ମଧ୍ୟରେ ମୋଦି ସମ୍ଭାଳିବେ ଭାଜପାର ପ୍ରଚାର ଦାୟିତ୍ୱ
ନୂଆଦିଲ୍ଲୀ,୩୧ ।୧: କରୋନା ମହାମାରୀ ଯୋଗୁ ନିର୍ବାଚନ ପ୍ରଚାରରେ ରୋକ ଲଗାଯାଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପଶ୍ଚିମ ଉତ୍ତର ପ୍ରଦେଶରେ ଭର୍ଚୁଆଲ ରାଲି କରିବେ । ବିଗତ ଦିନରେ ଉତ୍ତର ପ୍ରଦେଶରେ ଗୋଟିଏ ପରେ…
ଭାଜପା ପ୍ରାର୍ଥୀ ତାଲିକାକୁ ନେଇ ତୁମୁଳକାଣ୍ଡ
ଗୁଆହାଟୀ,୩୧।୧ : ମଣିପୁର ବିଧାନସଭା ନିର୍ବାଚନ ଲାଗି ଭାଜପା ଏହାର ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ ଦଳୀୟ କର୍ମୀ ତୁମୁଳକାଣ୍ଡ କରିଛନ୍ତି। ରବିବାର ଭାଜପା ସମର୍ଥକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍. ବୀରେନ ସିଂଙ୍କ କୁଶପୁତ୍ତଳିକା…
ବଜେଟ ଅଧିବେଶନରେ ବଡ଼ ଆହ୍ବାନ
ନୂଆଦିଲ୍ଲୀ,୩୧ା୧: ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ପାଇଁ ସୋମବାର ଆରମ୍ଭ ହେବାକୁ ଥିବା ଅଧିବେଶନ କେନ୍ଦ୍ର ସରକାରଙ୍କୁ ସହଜ ହେବ ନାହିଁ। କାରଣ ଉତ୍ତର ପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଆଉ ମାତ୍ର କିଛିଦିନ…
କରୋନାର ଦୁଇ ବର୍ଷ: ଦେଶରେ ୪ କୋଟିରୁ ଅଧିକ ସଂକ୍ରମିତ, ୪.୯୪ ଲକ୍ଷ ମୃତ୍ୟୁ, ଭାଇରସର ୪୦୦ରୁ ଅଧିକ ମ୍ୟୁଟେସନ
ନୂଆଦିଲ୍ଲୀ,୩୧ ।୧: ଦେଶରେ କରୋନା ମହାମାରୀକୁ ୨ ବର୍ଷ ପୁରଣ ହୋଇ ଗଲାଣି । ଏହାରି ଭିତରେ ଟିକା ଓ ସତର୍କତା ଆମକୁ କରୋନାଠାରୁ ଦୂରେଇ ରଖିବାକୁ ୨ଟି ଅସ୍ତ୍ର ପାଲଟିଛି । ୩୦ ଜାନୁୟାରୀ ୨୦୨୦ରେ ଦେଶରେ ପ୍ରଥମ କରୋନା…
ମୋରାଲ ପୋଲିସିଂକୁ ଅନୁମତି ନାହିଁ, ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମହିଳାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ…
ଭୋପାଳ, ୩୦।୧ : ଦୁଇ ସାବାଳକ ନିଜ ପସନ୍ଦର ବିବାହ କରିପାରିବେ। ଏକ୍ଷେତ୍ରରେ ମୋରଲ ପୋଲିସିଂକୁ ଅନୁମତି ଦିଆଯିବ ନାହିଁ। ସେମାନଙ୍କ ଦାମ୍ପତ୍ୟ ଜୀନରେ କେହି ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ବେଚ୍ଛାକୃତ…
ଅଟୋ ଡ୍ରାଇଭରଙ୍କ ପାଇଁ ଘରକୁ ଫେରିଲେ ନାବାଳିକା
ପାଲଘର,୩୦।୧: ପାଠ ପଢ଼ିବା ପାଇଁ ବାପା ମା’ ଚାପ ପକାଇବାରୁ ନୂଆଦିଲ୍ଲୀରୁ ଘର ଛାଡ଼ି ପଳାଇ ଆସିଥିଲେ ଜଣେ ୧୪ ବର୍ଷୀୟା ନାବାଳିକା। ମାତ୍ର ଜଣେ ଅଟୋ ଡ୍ରାଇଭରଙ୍କ କାରଣରୁ ନାବାଳିକା ଝିଅ ତାଙ୍କ ବାପା ମା’ଙ୍କ ପାଖକୁ ଫେରି ପାରିଥିବା…
Archives


