କ୍ଲାସରେ ନମାଜ ପାଇଁ ସସ୍ପେଣ୍ଡ ହେଲେ ପ୍ରଧାନଶିକ୍ଷୟିତ୍ରୀ
ବେଙ୍ଗାଲୁରୁ,୨୭।୧: କର୍ନାଟକର କୋଲାର ଜିଲାର ସରକାରୀ ସ୍କୁଲରେ ମୁସଲିମ ଛାତ୍ରୀଛାତ୍ରଙ୍କୁ କ୍ଲାସରେ ନମାଜ ପାଠ କରୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ନିଲମ୍ବିତ ହୋଇଛନ୍ତି ସ୍କୁଲ ପ୍ରଧାନଶିକ୍ଷୟିତ୍ରୀ। ହିନ୍ଦୁ ସଂଗଠନ ଘଟଣାକୁ ପ୍ରବଳ ବିରୋଧ କରାଯିବା ପରେ ଶିକ୍ଷା ବିଭାଗ…
ଖାନ ସାର୍ ଫସିଲେ
ନୂଆଦିଲ୍ଲୀ,୨୭।୧: ରେଲଓ୍ବେ ରିକ୍ରୁଟମେଣ୍ଟ ପରୀକ୍ଷା ଫଳ ବିରୋଧରେ ବିହାର ରାଜଧାନୀ ପାଟଣାରେ ଚାଲିଥିବା ହିଂସାତ୍ମକ ଆନ୍ଦୋଳନରେ ଜଡ଼ିତ ଥିବା ଅଭିଯୋଗରେ ୟୁଟ୍ୟୁବର ଖାନ ସାରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷା ପାଇଁ କ୍ଲାସ ନେଉଥିବା ଖାନ ସାରଙ୍କୁ ଗିରଫ…
ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢ଼ିଲା କୋଭିଡ୍ କଟକଣା
ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍-୧୯ କଟକଣାକୁ ଗୁରୁବାର ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଚିଠି…
ବୋହୂଙ୍କ ପାଇଁ ନିର୍ବାଚନ ମଇଦାନ ଛାଡ଼ିଲେ କଂଗ୍ରେସ ନେତା
ଗୋଆ,୨୭।୧: ଗୋଆର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଧକ୍କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ପ୍ରତାପସିନ୍ହ ରାଣେ ନିର୍ବାଚନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ନ ହେଲେ ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନରେ ବୋହୂଙ୍କ ସହ ତାଙ୍କୁ ପ୍ରତିଦ୍ୱନ୍ଦ୍ୱିତା…
ଏସ୍ ଜୟଶଙ୍କର କରୋନା ପଜିଟିଭ
ନୂଆଦିଲ୍ଲୀ,୨୭ ।୧: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ୍ ଜୟଶଙ୍କର କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହା ସହ ନିକଟ ଅତିତରେ ତାଙ୍କ ସମ୍ପର୍କରେ ଯେଉଁମାନେ ଆସିଛନ୍ତି ସେମାନେ ସମସ୍ତେ କରୋନା ଟେଷ୍ଟ କରାଇ…
କାରକୁ ଓଭରଟେକ୍ କରିବା ପାଇଁ ଜର୍ନାଲିଷ୍ଟଙ୍କୁ ପିଟି ପିଟି ହତ୍ୟା
ଲକ୍ଷ୍ନୌ,୨୭।୧: କାରକୁ ଓଭରଟେକ୍ କରିବା ପାଇଁ ଜଣେ ଜର୍ନାଲିଷ୍ଟଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ବୁଧବାର ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ସାହାରାନପୁରରେ। ଏହି ଘଟଣାରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରିଛି ୟୁପି ପୋଲିସ। “ପୀଡ଼ିତଙ୍କୁ ସୁଧୀର ସାଇନୀ ଭାବେ…
‘ରାଷ୍ଟ୍ରପତିଙ୍କୁ ଇସ୍ତଫା ମାଗିବ କି ଭାଜପା’
ମୁମ୍ବାଇ,୨୭।୧: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୨୦୧୭ କର୍ନାଟକ ବିଧାନସଭା ନିର୍ବାଚନରେ ଟିପୁ ସିଲତାନଙ୍କୁ ‘ଐତିହାସିକ ଯୋଦ୍ଧା’ ଏବଂ ‘ସ୍ବାଧୀନତା ସଂଗ୍ରାମୀ’ ବୋଲି କହି ପ୍ରଶଂସା କରିଥିଲେ। ଏଥିଯୋଗୁ ରାଷ୍ଟ୍ରପତିଙ୍କ ଠାରୁ ଭାଜପା ଇସ୍ତଫା ଦାବି କରିବ କି ବୋଲି ପ୍ରଶ୍ନ…
‘ନିଷ୍ପତ୍ତି କଠିନ ଥିଲା’
ପାଣାଜୀ,୨୭।୧: ଗୋଆ ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କ ପୁଅ ଉତ୍କଳଙ୍କ ପାଣାଜୀ ଆସନରୁ ଟିକେଟ ଦେଇନାହିଁ। ପରେ ଉତ୍କଳ ସ୍ବାଧୀନ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି…
ବାପାଙ୍କ ପାଇଁ ଭୋଟ ମାଗୁଛନ୍ତି ୭ ବର୍ଷୀୟା ଝିଅ
ଅଯୋଧ୍ୟା,୨୭।୧: ଗାୟତ୍ରୀ ପାଣ୍ଡେ ଏବେ ଭୋଟ ଦେବାକୁ ଯୋଗ୍ୟ ହୋଇନାହାନ୍ତି। କିନ୍ତୁ ସେ ପ୍ରଚାର କରୁଛନ୍ତି ତାଙ୍କ ବାପା ତଥା ସମାଜବାଦୀ ପାର୍ଟି ପ୍ରାର୍ଥୀ ପଓ୍ବନ ପାଣ୍ଡେଙ୍କ ପାଇଁ। ପ୍ରତ୍ୟେକ ଦିନ ସକାଳୁ ୭ ବର୍ଷୀୟା ଝିଅ ତାଙ୍କ ବାପାଙ୍କ ସହ…
୨୦୦୭ ଜନ୍ମିତ ପିଲାଙ୍କୁ ମିଳିବ ଟିକା
ନୂଆଦିଲ୍ଲୀ,୨୭।୧: ୨୦୦୭ ଜନ୍ମ ହୋଇଥିବା ପିଲାମାନେ ନେଇପାରିବେ ଟିକା। କିଶୋରଙ୍କୁ ଟିକା ନେଇ ଜନ୍ମବର୍ଷ ଦ୍ୱନ୍ଦ୍ୱ ଦୂର କରିଛି କେନ୍ଦ୍ର। ଏ ନେଇ ରାଜ୍ୟମାନଙ୍କୁ ଏନ୍ଏଚ୍ଏମ୍ ମିଶନ ନିର୍ଦ୍ଦେଶକ ବିକାଶ ସିଲ୍ ପକ୍ଷରୁ ଏକ ଚିଠି ପଠାଯାଇଛି। ୨୦୦୫,୨୦୦୬ ଏବଂ ୨୦୦୭ରେ…
ପ୍ରତୀକ୍ଷାର ଅନ୍ତ: ଟାଟା ହାତକୁ ଆସିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୭।୧: ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଗୁରୁବାର ଔପଚାରିକ ଭାବେ ଟାଟା ଗ୍ରୁପକୁ ହସ୍ତାନ୍ତର କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ଘରୋଇକରଣ ଯୋଜନା ଅଧୀନରେ ଏୟାର ଇଣ୍ଡିଆକୁ ସାମିଲ କରାଯାଇ ଏହାର ସଫଳ ନିଲାମ କରାଯାଇଛି। ଏବେ ଏୟାର ଇଣ୍ଡିଆର ସମସ୍ତ…
ଗଣବଳାତ୍କାରୀ ପୀଡ଼ିତାଙ୍କ ମୁହଁରେ କଳା ବୋଳି, ଲଣ୍ଡା କରି ଚଲାଇଲେ
ନୂଆଦିଲ୍ଲୀ,୨୭।୧: ଗଣବଳାତ୍କାର ପୀଡ଼ିତାଙ୍କୁ ଦିଲ୍ଲୀରେ ମାଡ଼ ମାରିବା ସହ ତାଙ୍କୁ ଲଣ୍ଡା କରି ମୁହଁରେ କାଳି ବୋଳି ପରେଡରେ କରାଇଛନ୍ତି ପଡ଼ୋଶୀ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ୪ ମହିଳାଙ୍କୁ ଗିରଫ କରାଯାଇଛି। ଏ ନେଇ ଗୁରୁବାର ସ୍ପଷ୍ଟ…
Archives


