ପୋଲିସ ଚଢ଼ାଉ ବେଳେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ
ଲକ୍ଷ୍ନୌ,୨୯।୯: ଉତ୍ତର ପ୍ରଦେଶର ଗୋରଖପୁରର ଏକ ହୋଟେଲରେ ସୋମବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ ବେଳେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଏଥିଯୋଗୁ ବୁଧବାର ୬ ପୋଲିସକର୍ମୀଙ୍କୁ ନିଲମ୍ବିତ କରାଯାଇଛି। ବୁଧବାର ସକାଳେ ମୃତ ବ୍ୟବସାୟୀଙ୍କ ସ୍ତ୍ରୀ ଅଭିଯୋଗ କରିବା...
ଉପନିର୍ବାଚନ ପୂର୍ବରୁ ପ୍ରବଳ ବର୍ଷା
କୋଲକାତା,୨୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭବାନୀପୁର ବିଧାନସଭା ଆସନରେ ଗୁରୁବାର ଉପନିର୍ବାଚନ ହେବ। ଏଠାରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ସୁପ୍ରିମୋ ମମତାଙ୍କ ବିରୋଧରେ ଭାଜପା ପ୍ରିୟଙ୍କା ତିବ୍ରଓ୍ବୋଲଙ୍କୁ ପ୍ରାର୍ଥୀ କରିଥିବା ବେଳେ ମାକ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇଏମ୍)ର ଶ୍ରୀଜୀବ...
ଶାହଙ୍କ ଘରେ କ୍ୟାପଟେନ
ନୂଆଦିଲ୍ଲୀ,୨୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ କଂଗ୍ରେସ ନେତା ଅମରିନ୍ଦର ସିଂ ବୁଧବାର ସନ୍ଧ୍ୟାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ବାସଭବନରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ସେ ଭାଜପାରେ ଯୋଗ ଦେବା ନେଇ ଆକଳନ କରାଯାଉଥିଲା।...
ବକେୟା ବିଦ୍ୟୁତ୍ ବିଲ୍ ଭରଣା କରିବେ ସରକାର
ଚଣ୍ଡିଗଡ଼,୨୯।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂହ ଚନ୍ନିଙ୍କ ନେତୃତ୍ୱରେ ବୁଧବାର କ୍ୟାବିନେଟ ବୈଠକ ବସିଥିଲା। ବୈଠକରେ ବିଦ୍ୟୁତ୍ ଉପଭୋକ୍ତାଙ୍କ ୨ କିଲୋୱାଟ ପର୍ଯ୍ୟନ୍ତ ବିଜୁଳି ବିଲ୍ ଛାଡ କରିବାକୁ କ୍ୟାବିନେଟ ମୋହର ଲଗାଇଛି। ଏହି କ୍ରମରେ ୨ କିଲୋୱାଟ ଯାଏଁ...
ଛୁଟିରୁ ଫେରିବା ପରେ ଡ୍ୟୁଟି ଉପରେ ପୋଲିସକର୍ମୀଙ୍କ ଆତ୍ମହତ୍ୟା
ନୂଆଦିଲ୍ଲୀ,୨୯।୯: ଦିଲ୍ଲୀ ହାଇକୋର୍ଟରେ ମୁତୟନ ଥିବା ଜଣେ ୩୦ ବର୍ଷୀୟ ରାଜସ୍ଥାନ ପୋଲିସ କନଷ୍ଟେବଳ ବୁଧବାର ସକାଳେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାହା ପୁଣି କୋର୍ଟ ପରିସରରେ। ଏ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି। ନିକଟରେ ଦିଲ୍ଲୀର...
ଟିଏମ୍ସିରେ ଯୋଗଦେଲେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ
କୋଲକାତା,୨୯ ।୯: ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିହ୍ନୋ ଫଲେରିୟୋ ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ସାମିଲ ହୋଇଛନ୍ତି । ଟିଏମ୍ସି ମହାସଚିବ ଅଭିଶେକ ବାନାର୍ଜୀଙ୍କ ଉପସ୍ଥିତିରେ ସେ ଟିଏମ୍ସିରେ ସାମିଲ ହୋଇଛନ୍ତି । ଏହା ପୂର୍ବରୁ ସେ...
ପଞ୍ଜାବକୁ ମିଳିପାରେ ନୂଆ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବା ପରେ ଏବେ ଦିଲ୍ଲୀଠାରୁ ଚଣ୍ଡିଗଡ଼ ପର୍ଯ୍ୟନ୍ତ ରାଜନୀତି ହୋଇଛି ସରଗରମ । ମାତ୍ର ୭୨ ଦିନର ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ ସିଦ୍ଧୁଙ୍କ ଏଭଳି...
ମୋଦିଙ୍କ ପାଇଁ ଅକ୍ଟୋବର ୭ ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୯।୯:ଚଳିତ ବର୍ଷ ଅକ୍ଟୋବର ୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଐତିହାସିକ ଦିନ ହେବାକୁ ଯାଉଛି। କାରଣ ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାମ୍ବିଧାନିକ ପଦବୀର ୨୦ବର୍ଷ ପୂରଣ କରିବାକୁ ଯାଉଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ଦେବଭୂମୀ...
ହାଇକମାଣ୍ଡଙ୍କୁ ପ୍ରଶ୍ନ କଲେ ସିବଲ
ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସରେ ଚାଲିଥିବା ସଂଘର୍ଷକୁ ନେଇ ଏବେ ସାରା ଦେଶରେ କଂଗ୍ରେସ ପାର୍ଟି ଚିନ୍ତାରେ ପଡିଯାଇଛି । ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ କହିଛନ୍ତି ଲୋକେ କଂଗ୍ରେସ ଛାଡି ଚାଲିଯାଉଛନ୍ତି । ଏବେ...
କଂଗ୍ରେସର ଅଧ୍ୟକ୍ଷ ନାହାନ୍ତି, ଜଣାନାହିଁ କିଏ ନିଷ୍ପତ୍ତି ନେଉଛି: କପିଲ ସିବଲ
ନୂଆଦିଲ୍ଲୀ,୨୯।୯: କଂଗ୍ରେସର ଆଭ୍ୟନ୍ତରୀଣ ବିବାଦ ଥମିବାର ନାଁ ଧରୁନାହିଁ। ବୁଧବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଏକ ଖବରଦାତା ସମ୍ମିଳନୀ ଡକାଇ ନିଜର ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି। ସେ କହିଛନ୍ତି ଯେ,...
ସ୍କୁଲରେ ଆରମ୍ଭ ହେବ ପିଏମ୍-ପୋଷଣ ଯୋଜନା
ନୂଆଦିଲ୍ଲୀ,୨୯ ।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର କ୍ୟାବିନେଟରେ କେତେ ଗୁଡିଏ ବଡ ଘୋଷଣା କରାଯାଇଛି । କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟରୁ ମିଳିଥବା ନିଷ୍ପତ୍ତିର ସୂଚନା ଦେଇ କହିଛନ୍ତି କି ଏବେ ସାରା ଦେଶରେ ୧୧.୨ ଲକ୍ଷରୁ...
ପାକିସ୍ତାନର ପୋଲ୍ ଖୋଲିଲେ ଆତଙ୍କବାଦୀ
ନୂଆଦିଲ୍ଲୀ,୨୯।୯: ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇ ଏବଂ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବା କଶ୍ମୀରରେ ଜିହାଦ ନାମରେ ଆତଙ୍କ ବିସ୍ତାର କରିବା ଲାଗିପଡିଛି। ଆତଙ୍କବାଦୀ ସଂଗଠନମାନେ ଯୁବକ ଏବଂ ଗରିବମାନଙ୍କୁ ବାଧ୍ୟତାମୂଳକ ଭାବେ ଆତଙ୍କବାଦୀ ସଂଗଠନରେ ଯୋଗ ଦେବାକୁ ପ୍ରବବର୍ତ୍ତାଉଛନ୍ତି। ଉତ୍ତର...
Archives


