ସମସ୍ତ ବଳିଦାନ ପାଇଁ ପ୍ରସ୍ତୁତ: ସିଦ୍ଧୁ
ଚଣ୍ଡିଗଡ଼,୨୯ ।୯: ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ପ୍ରଥମ କରି ସାମ୍ନାକୁ ଆସିଛି ନବଜୋତ ସିଂ ସିଦ୍ଧୁଙ୍କ ବୟାନ । ବୁଧବାର ସେ ଏକ ଭିଡିଓ ଜାରି କରି କହିଛନ୍ତି, ଅଧିକାର ଓ ସତ ପାଇଁ...
ପଞ୍ଜାବକୁ ବୁଝି ନ ଥିବା ଲୋକ ହାତରେ ଟେକି ଦିଆଯାଉଛି ରାଜ୍ୟକୁ , ଏଥିରେ କେବଳ ପାକିସ୍ତାନ ଖୁସି ହେଉଛି: ତିୱାରି
ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସରେ ଜାରି ରହିଥିବା ସଙ୍କଟ କମିବା ପରିବର୍ତ୍ତେ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଏମ୍ପି ମନିଷ ତିୱାରି ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ପଞ୍ଜାବର ଦାୟିତ୍ୱ...
ରେକର୍ଡ କଲା ଭାରତ, ପ୍ରତି ୪ ଜଣରେ ଜଣଙ୍କୁ ଟିକା…
ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ନୂଆ ରେକର୍ଡ କରିଛି। ଦେଶର ପ୍ରତି ୪ ଜଣରେ ଜଣଙ୍କୁ ଟିକାଦାନ କରାଯାଇଛି। ୨୪.୮ ପ୍ରତିଶତ ଲୋକଙ୍କୁ ଟିକାର ଉଭୟ ଡୋଜ୍ ପ୍ରଦାନ କରାଯାଇଛି। ଅପରପକ୍ଷରେ ୪୩.୫ ପ୍ରତିଶତ...
ସିଦ୍ଧୁଙ୍କ ସହ କଥାବାର୍ତ୍ତା ବନ୍ଦ କଲେ ହାଇକମାଣ୍ଡ, ନୂଆ ଅଧ୍ୟକ୍ଷ ଖୋଜା…
ଚଣ୍ଡିଗଡ଼,୨୯।୯: ପଞ୍ଜାବ କଂଗ୍ରେସରେ ସଙ୍କଟ ଜାରି ରହିଛି। ରାଜ୍ୟ ଅଧ୍ୟକ୍ଷ ପଦରୁ ନଭଜୋତ୍ ସିଂ ସିଦ୍ଧୁ ଇସ୍ତଫାଦେବା ପରେ ଏବେ ହାଇକମାଣ୍ଡ ତାଙ୍କ ସହିତ କଥାବାର୍ତ୍ତା ବନ୍ଦ କରି ଦେଇଛନ୍ତି। ହାଇକମାଣ୍ଡ ସିଦ୍ଧୁଙ୍କ ଆଚରଣ ନେଇ ଅସନ୍ତୁଷ୍ଟ ହୋଇଛନ୍ତି। ସିଦ୍ଧୁଙ୍କୁ...
ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ, ୬୦ ଛାତ୍ର ପଜିଟିଭ୍…
ବେଙ୍ଗାଲୁରୁ,୨୯।୯: କର୍ନାଟକର ବେଙ୍ଗାଲୁରୁର ଏକ ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ ସୃଷ୍ଟି ହୋଇଛି। ସ୍କୁଲର ୬୦ ଛାତ୍ରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଛାତ୍ରମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କରୋନା ପଜିଟିଭ୍ ଛାତ୍ରଙ୍କ ମଧ୍ୟରୁ ୨...
ପାର୍ବଣକୁ ଭୟ, କେରଳରେ ସଙ୍କଟ ଜାରି…
ନୂଆଦିଲ୍ଲୀ,୨୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର...
ମାସେ ବଢ଼ିଲା କୋଭିଡ୍ କଟକଣା
ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍ କଟକଣାକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅକ୍ଟୋବର...
ରିଅଲ ଇଷ୍ଟେଟ୍ ଅପରାଧ ଓପିଆଇଡି ଆଇନ ଅଧୀନରେ ଆସୁନାହିଁ: ହାଇକୋର୍ଟ
ନୂଆଦିଲ୍ଲୀ, ୨୯।୯: ରିଅଲ ଇଷ୍ଟେଟ୍ ଅପରାଧ ଓଡ଼ିଶା ଜମାକାରୀ ସ୍ବାର୍ଥ ସୁରକ୍ଷା (ଓପିଆଇଡି) ଆଇନ, ୨୦୧୧ ଅଧୀନରେ ଆସୁ ନ ଥିବା ଓଡ଼ିଶା ହାଇକୋର୍ଟ କହିଛନ୍ତି। ଅନୈତିକ ଫାଇନାନ୍ସ ସଂସ୍ଥାଗୁଡ଼ିକର ଲୋଭନୀୟ ସ୍କିମ୍ରେ ପ୍ରଭାବିତ ହୋଇ ଠକାମିର ଶିକାର ହେଉଥିବା...
କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ, ୨୯।୯(ପି.ଟି.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରବର୍ତ୍ତୀ ହତ୍ୟା ଓ ବଳାତ୍କାର ମାମଲାଗୁଡ଼ିକର ସିବିଆଇ ତଦନ୍ତ ଅଦାଲତ ତତ୍ତ୍ୱାବଧାନରେ କରିବା ପାଇଁ କାଲ୍କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମା ବିରୋଧରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ...
କଶ୍ମୀର, ଲଦାଖରେ ହେବ ୩୧ ଟନେଲ
ଗୁଲ୍ମାର୍ଗ, ୨୯।୯: କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ଜୋଜିଳା ଗିରିପଥରେ ଏସିଆର ଦୀର୍ଘତମ ଟନେଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ ୫୨ କିଲୋମିଟର ଦୂରତା ମଧ୍ୟରେ ୩୧...
ପଞ୍ଜାବ କଂଗ୍ରେସରେ ଘଡ଼ିକେ ଘୋଡ଼ା
ଚଣ୍ଡିଗଡ଼/ନୂଆଦିଲ୍ଲୀ,୨୯।୯: କ୍ରିକେଟରରୁ ରାଜନେତା ସାଜିଥିବା ନବଜୋତ୍ ସିଂ ସିଦ୍ଧୁ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେବା ପରେ ପଞ୍ଜାବ ରାଜନୀତିରେ ଅନିଶ୍ଚିତତା ଦେଖାଦେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମ ସମ୍ପର୍କରେ ପ୍ରଶ୍ନ କରାଯିବାରୁ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି ସିଦ୍ଧୁଙ୍କ ଇସ୍ତଫା...
ମାଡ଼ିଆସିଥିଲେ ୧୦୦ ଚାଇନା ସୈନ୍ୟ
ଡେରାଡୁନ/ନୂଆଦିଲ୍ଲୀ,୨୯।୯(ପି.ଟି.): ଏଲ୍ଏସି ଠିକ୍ ଭାବେ ନିର୍ଦ୍ଧାରଣ ହୋଇ ନ ଥିବାରୁ ଭାରତ-ଚାଇନା ସୀମାରେ ଅନେକ ସମୟରେ ଦ୍ୱନ୍ଦ୍ୱ ଓ ବିବାଦ ସୃଷ୍ଟି ହେଉଛି। ଏହି କ୍ରମରେ ଅଗଷ୍ଟ ୩୦ରେ ୧୦୦ରୁ ଊର୍ଦ୍ଧ୍ୱ ପିଏଲ୍ଏ ସୈନ୍ୟ ଉତ୍ତରାଖଣ୍ଡର ବାରାହୋତିକୁ ଅନୁପ୍ରବେଶ କରି...
Archives


