ଜାତୀୟ

ମିଳିଲା ବ୍ଲାକ୍‌ ବକ୍ସ: ଏବେ ଖୋଲିବ କୁନ୍ନୁର ଦୁର୍ଘଟଣାର ସତ କାହାଣୀ

ନୂଆଦିଲ୍ଲୀ,୯ା୧୨: ତାମିଲନାଡୁ କୁନ୍ନୁରରେ ବୁଧବାର ମଧ୍ୟାହ୍ନରେ ଘଟିଥିବା ଚପର ଦୁର୍ଘଟଣାର ଗୁମର ଖୋଲିବ ବ୍ଲାକ୍‌ ବକ୍ସ। ଘଟଣାସ୍ଥଳରୁ ଉଦ୍ଧାରକାରୀ ଟିମ୍‌ ଏହି ବକ୍ସକୁ ଉଦ୍ଧାର କରିଛନ୍ତି। କିପରି ହେଲିକପ୍ଟର ଦୁର୍ଘଟଣା ହେଲା, ଏହା ପଛରେ କାରଣ କ’ଣ ରହିଛି। ସେନେଇ ସମସ୍ତ…

ମାଡ୍ରାସ୍‌ ରେଜିମେଣ୍ଟାଲ ସେଣ୍ଟରରେ ଶେଷ ବିଦାୟ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସମେତ ୧୧ ଜଣ ଅଧିକାରୀ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଘଟଣାରେ…

ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଲାଗି ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି ହୋଇଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଏନେଇ ରାଜନାଥ ସିଂ ୪ ମିନିଟ୍‌ ଧରି ସୂଚନା ଦେଇଛନ୍ତି। ଦୁର୍ଘଟଣାସ୍ଥଳରେ…

ପାର୍ଲାମେଣ୍ଟରେ ସୂଚନା ଦେଲେ ପ୍ରତିରକ୍ଷାମନ୍ତ୍ରୀ, କେବଳ ଗ୍ରୁପ୍‌ କ୍ୟାପଟେନ୍‌ ଜୀବିତ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପାର୍ଲାମେଣ୍ଟରେ ସୂଚନା ଦେଇଛନ୍ତି। ଏହି ଘଟଣାରେ ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଅନ୍ୟ ୧୧ ଅଧିକାରୀମାନେ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ…

୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ ପିଏମ୍‌ଏଓ୍ବାଇ-ଜି ଯୋଜନା, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇ ମାର୍ଚ୍ଚ ୨୦୨୧ ପରେ ମଧ୍ୟ ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆୱାସ ଯୋଜନା-ଗ୍ରାମିନ (ପିଏମ୍‌ଏଓ୍ବାଇ-ଜି )…

ବାୟୁସେନା ହେଲିକପ୍ଟର ଦୁର୍ଘଟଣା: ଏନ୍‌ଆଇଏ ଯାଞ୍ଚ ଦାବି କଲେ ପୂର୍ବତନ ବ୍ରିଗେଡିୟର!

ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ…

ଦୁର୍ଘଟଣା ପରେ ବି ଜୀବିତ ଥିଲେ ବିପିନ ରାଓ୍ବତ, କହିଥିଲେ ନିଜ ନାମ…

କୁନ୍ନୁର,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ପରେ ସିଡିଏସ ଜେନେରାଲ ବିପିନ ରାୱତ ଜୀବିତ ଥିଲେ। ଏପରିକି ସେ ତାଙ୍କ ନାମ ମଧ୍ୟ କହିଥିଲେ। ଉଦ୍ଧାରକାରୀ ଦଳ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ପାଖରେ ପହଞ୍ଚିବା ପରେ ଦୁଇ ଜଣଙ୍କୁ ଜୀବିତ ଉଦ୍ଧାର…

କୁନ୍ନୁର ହେଲିକପ୍ଟର ଦୁର୍ଘଟଣାର ୨୦ ଘଣ୍ଟା ପରେ ବି ମିଳିନି ବ୍ଲାକ ବକ୍ସ

ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକ୍‌ପଟର ଦୁର୍ଘଟଣାକୁ ୨୦ ଘଣ୍ଟା ବିତି ଯାଇଥିଲେ ବି ବ୍ଲାକ ବକ୍ସର ସନ୍ଧାନ ମିଳି ନ ଥିବା ଜଣାପଡିଛି । ଗୁରୁବାର ସକାଳୁ ବାୟସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଭିଆର୍…

ପୁଣି ବଢିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୪୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…

ପଲିଟିକାଲ୍‌ ଜେନେରାଲ

ଭାରତୀୟ ସ୍ଥଳସେନାର ପୂର୍ବତନ ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍‌ଙ୍କୁ ଅବସର ପରେ ତତ୍କାଳ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ନିଯୁକ୍ତ କରାଯାଇଥିଲା। ସେ ପ୍ରତ୍ୟକ୍ଷ ଭାବେ କୌଣସି ଯୁଦ୍ଧ ଲଢ଼ି ନ ଥିଲେ ହେଁ ତିନି ସଶସ୍ତ୍ର…

ସୋନିଆ ପାଳିବେନି ଜନ୍ମଦିନ

ନୂଆଦିଲ୍ଲୀ,୯ ।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ୯ ଡିସେମ୍ବର ଅର୍ଥାତ୍ ଗୁରୁବାର ଜନ୍ମଦିବସ । ହେଲେ ଏଥର ସେ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି । ଏମିତିକ ତାଙ୍କ ଜନ୍ମଦିନରେ କର୍ମୀମାନେ କୌଣସି ପ୍ରକାର…

କମୁଛି କୋଭିଡ୍‌ ଟିକା ଚାହିଦା

ନୂଆଦିଲ୍ଲୀ, ୯।୧୨: କୋଭିଡ୍‌ ଟିକା ଯୋଗାଣ ତୁଳନାରେ ଚାହିଦା କମିଗଲାଣି। ତେଣୁ ବୁଷ୍ଟର ଡୋଜ୍‌ ପ୍ରସ୍ତୁତି ପାଇଁ ଅନୁମତି ପ୍ରଦାନ ନିମନ୍ତେ ଭାରତୀୟ ଭାକ୍ସିନ୍‌ ନିର୍ମାତାମାନେ ସରକାରଙ୍କ ନିକଟରେ ଲବି କରୁଥିବା ଜଣାପଡ଼ିଛି। ରୁଷିଆର ସ୍ପୁଟ୍‌ନିକ ଟିକା ପ୍ରସ୍ତୁତ କରୁଥିବା ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri