ଜାତୀୟ

ପାଓ୍ବାର ଦେଖାଇଲେ ପାଓ୍ବାର

ନୂଆଦିଲ୍ଲୀ,୭ା୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାର୍ଲାମେଣ୍ଟ ଅଫିସରେ ଦୁଇ ନେତାଙ୍କ ମଧ୍ୟରେ ୨୦ ମିନିଟ ଧରି ଆଲୋଚନା ହୋଇଛି। ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବାରୁ ଏହାକୁ ନେଇ…

ବୈଦେଶିକ ନୀତି ଉପରେ ସହମତି ବିଶ୍ୱସ୍ତରର ମଞ୍ଚ ଉପରେ ହେବା ଭାରତ ପାଇଁ ଭଲ: ମୋଦି

ନୂଆଦିଲ୍ଲୀ,୭ ।୪: ୟୁକ୍ରେନର ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ହୋଇଥିବା ଆଲୋଚନାର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଉଚ୍ଚ ସ୍ତରର ଆଲୋଚନା ଦର୍ଶାଉଛି ଯେ ବୈଦେଶିକ ନୀତି ପ୍ରସଙ୍ଗରେ ଏକ ସହମତି ରହିଛି ଯାହା…

ୟୁକ୍ରେନ୍‌ ଫେରନ୍ତା ପିଲାଙ୍କ କ୍ରୋକ୍‌ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୭।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ଭାରତ ଦୃଢ଼ ବିରୋଧ କରୁଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ପାର୍ଲାମେଣ୍ଟରେ କହିଛନ୍ତି। ନୂଆଦିଲ୍ଲୀ ଶାନ୍ତି ପକ୍ଷ ନେବା ସହ ତୁରନ୍ତ ହିଂସା ବନ୍ଦ ହେବା ଚାହେଁ। ରକ୍ତପାତ ଏବଂ ନିରୀହ ଲୋକଙ୍କ ଜୀବନ ନେବା…

ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଶେଷ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୭ ।୪: ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶେଷ ହୋଇପାରେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ଖବରରୁ ଜଣାପଡିଛି । କେବଳ ସେତିକି ନୁହେଁ ପାର୍ଲାମେଣ୍ଟର ଉଭୟ ଗୃହ ଅର୍ଥାତ୍ ରାଜ୍ୟ ସଭା…

ଶବ୍ଦ ପ୍ରଦୂଷଣ ନିୟମ ପାଳନ କର

ବେଙ୍ଗାଲୁରୁ,୭।୪(ପି.ଟି.): ମସ୍‌ଜିଦରେ ଡାକବାଜି ଯନ୍ତ୍ରର ଉତ୍କଟ ଶବ୍ଦକୁ ବିରୋଧ କରି କେତେକ ହିନ୍ଦୁ ସଂଗଠନ ଏହାକୁ ବନ୍ଦ କରିବା ଲାଗି ଦାବି କରିଥିଲେ। ଅନୁମୋଦିତ ଡେସିବେଲ୍‌ ସ୍ତରରେ ଡାକବାଜି ଯନ୍ତ୍ରର ଶବ୍ଦକୁ ସୀମିତ ରଖିବା ଲାଗି କର୍ନାଟକର ମସ୍‌ଜିଦଗୁଡ଼ିକୁ ପୋଲିସ ନୋଟିସ…

ଖୋଳିଥିବା ସିନ୍ଧିରେ ଫସିଲେ ଚୋର

ଶ୍ରୀକାକୁଲମ,୭।୪: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ ଥିବା ଜାମି ୟେଲାମ୍ମା ମନ୍ଦିରରୁ ଅଳଙ୍କାର ଚୋରି କରିବା ଲାଗି ଚୋର କାନ୍ଥରେ କରିଥିବା ସିନ୍ଧିରେ ନିଜେ ଫସିଯାଇଥିଲେ। ତାଙ୍କୁ ଗ୍ରାମବାସୀ ଉଦ୍ଧାର କରିବା ପରେ ପୋଲିସ ଜିମା ଦେଇଛନ୍ତି। ଏହା କର୍ମର ତତ୍କାଳ ଫଳର…

‘କୁ’ରେ ସେଲ୍ଫ-ଭେରିଫିକେଶନ

ନୂଆଦିଲ୍ଲୀ, ୭।୪: ମାଇକ୍ରୋବ୍ଲଗିଂ ତଥା ସୋସିଆଲ ନେଟଓ୍ବର୍କିଂ ଆପ୍ଲିକେଶନ ‘କୁ’ ସେଲ୍ଫ ଭେରିଫିକେଶନ ଫିଚର ଆଣିଛି। କୌଣସି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏହି ସୁବିଧା ଆଣିବାରେ ‘କୁ’ ପ୍ରଥମ। ସରକାରଙ୍କ ଦ୍ୱାରା ଅନୁମୋଦିତ ପରିଚୟପତ୍ର ଯଥା ଆଧାର କାର୍ଡର ବ୍ୟବହାର ଦ୍ୱାରା…

ମୁମ୍ବାଇରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ର ରିପୋର୍ଟକୁ ଖଣ୍ଡନ କଲା କେନ୍ଦ୍ର

ନୂଆଦିଲ୍ଲୀ,୭ ।୪: ପୁଣି ଡରାଇଲାଣି କରୋନା ମହମାରୀ । ମୁମ୍ବାଇରେ କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ ଚିହ୍ନଟ ହେବା ନେଇ ଜଣାପଡିବା ପର ଲୋକଙ୍କ ମଧ୍ୟରେ ଭୟ ଖେଳିଯାଇଛି । ଓମିକ୍ରନର ଏହା ସବ ଭାରିଏଣ୍ଟ ହୋଇଥିବା ବେଳେ ଏହା ଓମିକ୍ରନ୍…

‘ସେ କିଏ, କାହିଁକି ମୋ ଦେଶର ସମସ୍ୟାରେ ମୁଣ୍ଡ ଖେଳାଉଛନ୍ତି’

ବାଙ୍ଗାଲୁରୁ,୬।୪: ‘ଆମେ ତାଙ୍କୁ ଜାଣିନୁ ସେ କିଏ ଏବଂ କାହିଁକି ସେ ଆମ ଦେଶର ସମସ୍ୟାରେ ମୁଣ୍ଡ ଖେଳାଉଛନ୍ତି’। କର୍ନାଟକ ହିଜାବ ପ୍ରସଙ୍ଗରେ ଅଲ କାଏଦା ମୁଖ୍ୟ ଅୟମାନ ଅଲ ଜାଓ୍ବାହିରିଙ୍କ ବିବୃତି ଉପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ମୁସ୍କାନ ଖାନଙ୍କ…

ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୬।୪: ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌, ୨୦୨୨ ଲୋକ ସଭା ପରେ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟ ସଭାରେ ଏହି ବିଲ ଉପସ୍ଥାପନ କରିବାବେଳେ କହିଛନ୍ତି, ଏହି ବିଲ ଆବଶ୍ୟକ। କାରଣ ଆମ…

ସରକାର ଯୋଜନା, ଆର୍ଥିକ ପ୍ରଭାବକୁ ଧ୍ୟାନ ଦେବା ଉଚିତ୍‌: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ା୪: ବୁଧବାର ଏକ ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦେଇଥିବା ଟିପ୍ପଣୀରେ କେନ୍ଦ୍ରକୁ କହିଛନ୍ତି, ଯୋଜନା ଏବଂ ଆଇନ ଆଣିବାବେଳେ ସରକାର ଏହାର ଆର୍ଥିକ ପ୍ରଭାବକୁ ମଧ୍ୟ ଧ୍ୟାନ ଦେବା ଉଚିତ୍‌। ରାଇଟ ଟୁ ଏଜୁକେଶନ ଆକ୍ଟର ଉଦାହରଣ ଦେଇ କୋର୍ଟ…

ତିଳକ ଲଗାଇ ସ୍କୁଲ ଆସିିବାରୁ ଛାତ୍ରୀଙ୍କୁ ନିର୍ଧୂମ ପିଟିଲେ ଶିକ୍ଷକ

ଶ୍ରୀନଗର,୬।୪: ଜମ୍ମୁ-କଶ୍ମୀରର ରାଜୌରିରେ ଏକ ଅଭାବନୀୟ ଘଟଣା ଘଟିଛି। ନବରାତ୍ର ସମୟରେ ମୁଣ୍ଡରେ ତିଳକ ଲଗାଇ ସ୍କୁଲ ଯାଇଥିବା ଜଣେ ଛାତ୍ରୀଙ୍କୁ ଶିକ୍ଷକ ପିଟିଥିବା ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ରୁଜୁ ହେବାପରେ ଅଭିଯୁକ୍ତ ଶିକ୍ଷକଙ୍କଚ ନିଲମ୍ବିତ କରାଯାଇଛି। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?