ଦେଶରେ ହାଇ ଆଲର୍ଟ ଜାରି
ନୂଆଦିଲ୍ଲୀ, ୨୩।୯: ଆଗକୁ ପାର୍ବଣ ଋତୁ ଥିବାରୁ ଜନଗହଳି ସ୍ଥାନରେ ଟିଫିନ୍ ବକ୍ସରେ ଆଇଇଡି ରଖି ବିସ୍ଫୋରଣ କରାଇବାକୁ ଆଇଏସ୍ଆଇ ଯୋଜନା କରିଛି। ଏଥି ଲାଗି ଅଧିକ ସଂଖ୍ୟାରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିପାରନ୍ତି। ଦେଶର ଗୋଇନ୍ଦା ବିଭାଗ ପକ୍ଷରୁ...
ଆତ୍ମହତ୍ୟା କରିବାକୁ ଯାଉଥିଲେ ସ୍ତ୍ରୀ, ରୋକିବା ବଦଳରେ ଭିଡିଓ କଲେ ସ୍ବାମୀ
ନେଲୋର,୨୩ା୯: ଆନ୍ଧ୍ରପ୍ରଦେଶର ନେଲୋର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ଆତ୍ମହତ୍ୟା କରୁଥିବା ବେଳର ଦୃଶ୍ୟକୁ ତାଙ୍କ ସ୍ବାମୀ ଭିଡିଓ ଶୁଟିଂ କରିଛନ୍ତି। ଏହି ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଉକ୍ତ ଭିଡିଓକୁ ଅଭିଯୁକ୍ତ...
ଜବରଦଖଲ ଉଚ୍ଛେଦ ବେଳେ ଗଲା ୨ ଜୀବନ
ଗୁଆହାଟୀ, ୨୩।୯: ଆସାମର ଢୋଲପୁର ଗୋରୁଖୁଟି ଅଞ୍ଚଳରେ ଗୁରୁବାର ବେଆଇନ ଜବରଦଖଲ ଉଚ୍ଛେଦ ଉଦ୍ୟମ ବେଳେ ସଂଘର୍ଷ ଘଟଛି। ପୋଲିସ ଗୁଳିରେ ୨ ଜଣ ସ୍ଥାନୀୟ ବାସିନ୍ଦାଙ୍କ ମୃତ୍ୟୁ ହୋଇଥିବା ବେଳେ ଟେକାମାଡ଼ରେ ୯ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।...
ଅଯୋଧ୍ୟା ମନ୍ଦିରରୁ ୮ ମୂର୍ତ୍ତି ଚୋରି
ଅଯୋଧ୍ୟା, ୨୩।୯: ଅଯୋଧ୍ୟାର ଶହେ ବର୍ଷର ଏକ ମନ୍ଦିରରୁ ୮ ପୁରାତନ ମୂର୍ତ୍ତି ଚୋରି ହୋଇଛି। ଏନେଇ ହାଇଦରଗଡ଼ ପୋଲିସ ସର୍କଲରେ ଏକ ଚୋରି ମାମଲା ରୁଜୁ କରାଯାଇଛି। ଏକ ରାଜ ପରିବାର ଉକ୍ତ ମନ୍ଦିର ନିର୍ମାଣ କରିଥିଲେ। ବୁଧବାର...
ଆତ୍ମହତ୍ୟା କରିଥିବା ଆକ୍ରାନ୍ତଙ୍କ ପରିବାରକୁ ମିଳିବ ସହାୟତା
ନୂଆଦିଲ୍ଲୀ,୨୩ା୯: କରୋନାରେ ଆକ୍ରାନ୍ତ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ପରିବାରକୁ ମଧ୍ୟ ଆର୍ଥତ୍କ ସହାୟତା ଦିଆଯିବ। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ଅତିରିକ୍ତ ସତ୍ୟପାଠ ଦାଖଲ କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ...
ରାସ୍ତା ଉପରେ କଲେଜ ଛାତ୍ରୀଙ୍କୁ ଛୁରା ମାଡ଼ କଲେ ପ୍ରେମିକ
ଚେନ୍ନାଇ,୨୩।୯: କଲେଜ ଯାଉଥିବା ବେଳେ ଜଣେ ୨୧ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ଛୁରି ଭୁଷି ହତ୍ୟା କରିଛନ୍ତି। ଚେନ୍ନାଇର ତାମ୍ବାରାମ ରେଲଓ୍ବେ ଷ୍ଟେଶନ ବାହାରେ ଘଟିଛି ଏଭଳି ଘଟଣା। ପ୍ରେମିକାଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ପ୍ରେମିକ ଆତ୍ମହତ୍ୟା...
ଦେଢ଼ବର୍ଷ ପରେ କେରଳରେ ଖୋଲିବ ସିନେମା ହଲ୍
ଥିରୁଭାନନ୍ତପୁରମ୍,୨୩ା୯: କରୋନା ମହାମାରୀ ଯୋଗୁ କେରଳରେ ଦେଢ଼ ବର୍ଷରୁ ଅଧିକ ସମୟ ହେବ ସିନେମା ହଲ୍ ବନ୍ଦ ରହିଥିଲା। ସ୍କୁଲ ପରେ ଏବେ କେରଳ ସରକାର ଦକ୍ଷିଣ ରାଜ୍ୟରେ ସିନେମା ହଲ୍ ଖୋଲିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ହଲ୍ ବନ୍ଦ...
୯ ମାସ ଧରି ନାବାଳିକାଙ୍କୁ ବଳାତ୍କାର କରୁଥିଲେ ୨୯ ଜଣ
ନୂଆଦିଲ୍ଲୀ,୨୩।୯: ଗତ ୯ ମାସ ଧରି ୧୫ ବର୍ଷୀୟା ନାବାଳିକାଙ୍କୁ ୨୯ ଜଣ ଗଣବଳାତ୍କାର କରିଥିଲେ। ପୀଡ଼ିତା ବୁଧବାର ରାତିରେ ଅଭିଯୋଗ କରିବା ପରେ ମୁମ୍ବାଇରୁ ସାମ୍ନାକୁ ଆସିଛି ଏଭଳି ଜଘନ୍ୟ ଅପରାଧ। ଚଳିତ ବର୍ଷ ଜାନୁୟାରୀରେ ନାବାଳିକାଙ୍କୁ ତାଙ୍କ...
ବେଙ୍ଗାଲୁରୁରେ ବିସ୍ଫୋରଣ
ବେଙ୍ଗାଲୁରୁ,୨୩।୯: କର୍ନାଟକର ନୂଆ ତାରାଗୁପେଟ ଅଞ୍ଚଳରେ ଥିବା ଏକ ଷ୍ଟୋରେଜରେ ବୁଧବାର ରାତିରେ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ବାଙ୍ଗାଲୁରର ଦକ୍ଷିଣ ଡେପୁଟି କମିଶନର ହରିଶ...
ଭାଙ୍ଗ୍ଡା ନାଚିଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୨୩।୯: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ୍ ଚନ୍ନିଙ୍କୁ ଗୁରୁବାର କପୁରଥାଲାର ଇନ୍ଦ୍ର କୁମାର ଗୁଜରାଲ ପଞ୍ଜାବ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଥିଲା। ସେ ଏକ କାର୍ଯ୍ୟକ୍ରମ ପାଇଁ ସେଠାରେ ପହଞ୍ଚିଥିଲେ। ଏଠାରେ ସେ ଜବରଦସ୍ତ ଭାଙ୍ଗ୍ଡା ନୃତ୍ୟ କରିଥିଲେ। ସୁରକ୍ଷାକୁ...
ଭୋଟରଙ୍କୁ ମମତାଙ୍କ ନିବେଦନ: ମୁଁ ନ ଜିତିଲେ, ଆଉ କେହି ହୋଇଯିବେ ମୁଖ୍ୟମନ୍ତ୍ରୀ
କୋଲକାତା,୨୩।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଉପନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ପ୍ରଚାର ବେବେଳେ ଲୋକଙ୍କୁ ସେ ବିଭିନ୍ନ ପ୍ରତିଶ୍ରୁତିମାନ ଦେଉଛନ୍ତି। ପ୍ରଚାର ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇ ସେ ଚର୍ଚ୍ଚାକୁ ଆସିଛନ୍ତି। ଏକ ଜନ...
ସ୍କୁଲ ଛାତ ଭୁଷୁଡି ୨୭ ଛାତ୍ରୀଛାତ୍ର ଆହତ
ଗନ୍ନୌର,୨୩ ।୯: ହରିୟାଣାର ସୋନିପତର ଗନ୍ନୌରରେ ଗୁରୁବାର ଏକ ସ୍କୁଲ ଛାତ ଭୁଷୁଡି ଅତିକମରେ ୨୭ ଛାତ୍ରୀଛାତ୍ର ଓ ୩ ଜଣ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଏଥିରେ...
Archives


