ଜାତୀୟ

ଗୋଆରେ ନିର୍ବାଚନ ପରବର୍ତ୍ତୀ ମେଣ୍ଟ ପାଇଁ କଂଗ୍ରେସ ରାଜି

ନୂଆଦିଲ୍ଲୀ,୮।୩: ୫ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ୨ ଦିନ ଥିବା ବେଳେ ୩୭ ବିଧାୟକ ପ୍ରାର୍ଥୀଙ୍କ ସହିତ ପରିସ୍ଥିତିର ମୂଲ୍ୟାଙ୍କନ କରୁଛି କଂଗ୍ରେସ। ଗୋଆ କଂଗ୍ରେସ ଦାୟିତ୍ୱରେ ଥିବା ଦୀନେଶ ଗୁଣ୍ଡୁ ରାଓ କହିଛନ୍ତି, ଆମେ ଭାଜପା…

ଅନ୍ତର୍ଜାତୀୟ ମହିଳା ଦିବସରେ ମୁମ୍ବାଇ ମହିଳା ପୋଲିସକୁ ଉପହାର

ମୁମ୍ବାଇ,୮ ।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁମ୍ବାଇ ମହିଳା ପୋଲିସକୁ ଏକ ବଡ ଉପହାର ମିଳିଛି । ଏବେ ମୁମ୍ବାଇ ମହିଳା ପୋଲିସ ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ । ଏନେଇ ପୋଲିସ କମିଶନର ସଞ୍ଜୟ ପାଣ୍ଡେ ଏକ ନିର୍ଦ୍ଦେଶ…

ସହକର୍ମୀଙ୍କୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା

କୋଲକାତା,୮।୩ : ପଶ୍ଚିମବଙ୍ଗର ମୁର୍ଶିଦାବାଦ ସହରରେ ଥିବା ଏକ ବିଏସ୍‌ଏଫ୍‌ କ୍ୟାମ୍ପରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ବିଏସ୍‌ଏଫ୍‌ ଯବାନ ତାଙ୍କ ସହକର୍ମୀଙ୍କୁ ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଭାରତ-ବାଂଲାଦେଶ ସୀମାନ୍ତବର୍ତ୍ତୀ କାକମାରିଚର ସୀମା…

୭ଦିନ ସିବିଆଇ ହାଜତକୁ ଗଲେ ଚିତ୍ରା ରାମକ୍ରିଷ୍ଣା

ନୂଆଦିଲ୍ଲୀ,୮।୩ : କୋ-ଲୋକେଶନ ଦୁର୍ନୀତି ମାମଲାରେ ରବିବାର ରାତିରେ ଗିରଫ ହୋଇଥିବା ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଦିଲ୍ଲୀର ଏକ ଅଦାଲତ ସୋମବାର ୭ ଦିନ ପାଇଁ ସିବିଆଇ ହାଜତକୁ ପଠାଇ ଦେଇଛନ୍ତି। ସିସିଟିଭି ଆଗରେ…

ଏବେବି ଫସିଛନ୍ତି ୪ ହଜାର

ନୂଆଦିଲ୍ଲୀ:୮।୩: ଅପରେଶନ ଗଙ୍ଗା ଜରିଆରେ କେନ୍ଦ୍ର ସରକାର ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେସୁଦ୍ଧା ୟୁକ୍ରେନ୍‌ରେ ୪ ହଜାର ଭାରତୀୟ ଫସି ରହିଥିବା କେନ୍ଦ୍ରମନ୍ତ୍ରୀ ଭି. ମୂରଲୀଧରନ କହିଛନ୍ତି। ଫସିଥିବା ଭାରତୀୟଙ୍କ ମଧ୍ୟରୁ ପାଖାପାଖି ୩ ହଜାର କ୍ୱିଭ୍‌…

ଅନ୍ତର୍ଜାତୀୟ ମହିଳା ଦିବସରେ ଗୁଗଲର ସ୍ପେଶାଲ ଡୁଡଲ

ନୂଆଦିଲ୍ଲୀ,୮ ।୩: କିଛି ବିଶେଷ ଅବସରରେ ଗୁଗଲ ସ୍ପେଶାଲ ଡୁଡଲ ପ୍ରସ୍ତୁତ କରୁଥିବା ବେଳେ ଏଥର ବି ଚଳିତ ବର୍ଷର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଗୁଗଲ କରିଛି ସ୍ପେଶାଲ ଡୁଡଲ । ଏକ ଆକର୍ଷଣୀୟ ଓ କ୍ରିଏଟିଭ ଡୁଡଲ ବନାଇଛି…

ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୩: କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଜାଲିଆତିର ତଦନ୍ତ ଲାଗି ନିର୍ଦ୍ଦେଶ…

୩୧ରେ ୧୩ ରାଜ୍ୟ ସଭା ଆସନ ଲାଗି ଭୋଟ

ନୂଆଦିଲ୍ଲୀ,୮।୩: ଆସନ୍ତା ଏପ୍ରିଲରେ ୬ ରାଜ୍ୟରୁ ୧୩ ରାଜ୍ୟ ସଭା ଆସନ ଖାଲି ହେବାକୁ ଥିବାବେଳେ ଏଥିପାର୍ଇ ମାର୍ଚ୍ଚ ୩୧ରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନି…

ଏକ୍‌ଜିଟ୍‌ ପୋଲ୍‌ରେ ଭାଜପା, ଏଏପି

ନୂଆଦିଲ୍ଲୀ,୮।୩(ପି.ଟି):ଉତ୍ତରପ୍ରଦେଶରେ ସୋମବାର ସପ୍ତମ ପର୍ଯ୍ୟାୟ ମତଦାନ ସରିବା ସହ ୫ ରାଜ୍ୟ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଏଥିସହିତ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍‌ଜିଟ ପୋଲ୍‌ ବା ବୁଥ୍‌ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଉତ୍ତରପ୍ରଦେଶରେ ଭାଜପା…

ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତ କହିଲା ଶତ୍ରୁତା ଛାଡି କଥାବାର୍ତ୍ତା ଜରିଆରେ ଶେଷ କରାଯାଉ ଯୁଦ୍ଧ

ନୂଆଦିଲ୍ଲୀ,୮ ।୩: ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟିଏମ ତିରୁମୂର୍ତ୍ତି କହିଛନ୍ତି, ୟୁକ୍ରେନର ସ୍ଥିତି ଓ ମାନବୀୟ ସଙ୍କଟ ଉପରେ ଆମକୁ ଧ୍ୟାନ ଦେବାକୁ ପଡିବ । ମିଳିତ ଜାତିସଂଘ ଅନୁମାନ କରିଛି, ୧୧…

ସହକର୍ମୀଙ୍କୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା

କୋଲକାତା,୭।୩ (ପି.ଟି.): ପଶ୍ଚିମବଙ୍ଗର ମୁର୍ଶିଦାବାଦ ସହରରେ ଥିତ୍ବା ଏକ ବିଏସ୍‌ଏଫ୍‌ କ୍ୟାମ୍ପରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ବିଏସ୍‌ଏଫ୍‌ ଯବାନ ତାଙ୍କ ସହକର୍ମୀଙ୍କୁ ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଭାରତ-ବାଂଲାଦେଶ ସୀମାନ୍ତବର୍ତ୍ତୀ କାକମାରିଚର ସୀମା…

କୋଭିଡ୍‌ ସହାୟତା ଲାଗି ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୩(ପି.ଟି.): କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଜାଲିଆତିର ତଦନ୍ତ ଲାଗି ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri