ଜାତୀୟ

ଭାଜପା କହିଲା ଡରିଗଲେ ଦିଦି

କୋଲକତା,୨୨।୯: ପଶ୍ଚିମବଙ୍ଗରେ ପୁଣି ଥରେ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ରାଜନୈତିକ କଳହ ଜାରି ରହିଛି। ଭବାନୀପୁର ଉପନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ପ୍ରିୟଙ୍କା ଟିବ୍ରେୱାଲ ମୈଦାଙ୍କୁ ଓହ୍ଲାଇଛି ଭାଜପା। ବୁଧବାର ଭାଜପା ଅଭିଯୋଗ କରିଛି ଯେ,...

ଟେରର ଲିଙ୍କ୍‌: ୨ ପୋଲିସ ସମେତ ୬ କର୍ମଚାରୀ ନିଲମ୍ବିତ…

ଶ୍ରୀନଗର,୨୨।୯: ଟେରର୍‌ ଲିଙ୍କ୍‌ ଅଭିଯୋଗରେ ଜମ୍ମୁ-କଶ୍ମୀରର ୨ ପୋଲିସଙ୍କ ସମେତ ୬ ଜଣ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଆତଙ୍କବାଦୀଙ୍କୁ ସହାୟତା କରିବା ସହିତ ସେମାନଙ୍କ ପାଇଁ ଓଭର ଗ୍ରାଉଣ୍ଡ ଓ୍ବାର୍କର ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ସେସବୁ କର୍ମଚାରୀ ବିରୋଧରେ...

ମୁଖ୍ୟମନ୍ତ୍ରୀ ସାଇକେଲରେ ଗଲେ ସଚିବାଳୟ, ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ…

ଚଣ୍ଡିଗଡ଼,୨୨।୯: ହରିୟାନା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ସାଇକେଲ ଚଳାଇ ସଚିବାଳୟରେ ପହଞ୍ଚିଛନ୍ତି। ବୁଧବାର ଓ୍ବାଲର୍‌ଡ କାର୍‌ ଫ୍ରି ଡେ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି କରିଛନ୍ତି। ବାୟୁ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ...

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ ଜୋରଦାର କରିବା ଲାଗି ନୂଆ ଅଭିଯାନ ଘୋଷଣା କରାଯାଇଛି। ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର...

ମୌଲାନା କଲିମ ସିଦ୍ଦିକି ଗିରଫ

ଲକ୍ଷ୍ନୌ,୨୨।୯: ଧର୍ମାନ୍ତରଣ ମାମଲାରେ ଉତ୍ତର ପ୍ରଦେଶ ଏଟିଏସ ମୌଲାନା କଲିମ ସିଦ୍ଦିକିଙ୍କୁ ମିରୁଟରୁ ଗିରଫ କରିଛି। ଧର୍ମାନ୍ତରଣ ମାମଲାରେ କଲିମଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ଥିଲା। ବିଦେଶରୁ କୋଟି କୋଟି ଟଙ୍କା କଲିମଙ୍କ ଆକାଉଣ୍ଟକୁ ଆସିଥିଲା। ଏହି ମାମଲାରେ ପୂର୍ବରୁ ମୁଫତି...

ଭାଜପା ଛାଡିବାର କାରଣ କହିଲେ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୨୨।୯: ନିକଟରେ ଭାଜପାରୁ ତୃଣମୂଳ କଂଗ୍ରେସ (ଟିଏମସି) ଦଳରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଦଳ ଛାଡିବାର କାରଣ କହିଛନ୍ତି। ମହାନ ଫୁଟବଲର ଲିଓନାଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଚାହୁଁ ନ ଥିଲେ, କିନ୍ତୁ...

ଚଳିତ ନଭେମ୍ବରରେ ଏନ୍‌ଡିଏ ପରୀକ୍ଷା ଦେବେ ଝିଅ…

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ନଭେମ୍ବରରେ ଝିଅମାନେ ଏନ୍‌ଡିଏ ପରୀକ୍ଷା ଦେଇପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତିକୁ ସୁପ୍ରିମ୍‌ କୋର୍ଟ ନା ପସନ୍ଦ କରିଛନ୍ତି। ନଭେମ୍ବର ୧୪ରେ ଏନ୍‌ଡିଏ ପ୍ରବେଶିକା ପରୀକ୍ଷା ହେବ। ଏଥିରେ ଝିଅଙ୍କୁ ପରୀକ୍ଷା ଦେବାକୁ କୋର୍ଟ...

ପୋଲିସଙ୍କୁ ଆତଙ୍କବାଦୀ ଭାବି ଗୁଳି…

ଜମ୍ମୁ,୨୨।୯: ଜମ୍ମୁ-କଶ୍ମୀରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ଆତଙ୍କବାଦୀ ଭାବି ମନ୍ଦିର ସୁରକ୍ଷାକର୍ମୀ ଗୁଳି ଚଳାଇବାରୁ ତାଙ୍କର ମୃତ୍ୟୁ ଘଟିଛି। କୁପଓ୍ବାରା ଜିଲାର ହନ୍ଦଓ୍ବାଡ଼ାରେ ଏଭଳି ଘଟିଛି। ପୋଲିସ କର୍ମଚାରୀ ଅଜୟ ଧର ଲଙ୍ଗେଟ୍‌ ହନ୍ଦଓ୍ବାଡ଼ାର...

ସ୍କୁଲରେ କରୋନା ଆତଙ୍କ, ୭୯ ଛାତ୍ରୀଛାତ୍ର-୩ କର୍ମଚାରୀ ପଜିଟିଭ୍‌…

ଶିମଲା,୨୨।୯: ହିମାଚଳ ପ୍ରଦେଶର ଏକ ସ୍କୁଲରେ କରୋନା ଆତଙ୍କ ଦେଖାଦେଇଛି। ସ୍କୁଲର ୭୯ ଛାତ୍ରୀଛାତ୍ର ଏବଂ ୩ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ମଣ୍ଡି ଅଞ୍ଚଳରେ ଥିବା ଧରମପୁରସ୍ଥିତ ଏକ ସ୍କୁଲରେ ଏଭଳି ଆତଙ୍କ ସୃଷ୍ଟି...

ଘରେ ଘରେ ନଳ ଜଳ ଯୋଜନା ଉପରେ ପ୍ରଶ୍ନ ଚିହ୍ନ, ଉପମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟଙ୍କୁ ୩୬ ଠିକା…

ପାଟନା,୨୨।୯: ବିହାରରେ ଘରେ ଘରେ ନଳ ଜଳ ଯୋଜନା ନେଇ ସାଧାରଣରେ ପ୍ରଶ୍ନ ଚିହ୍ନ ଉଠିଛି। ଏହି ଯୋଜନାରେ ଉପମୁଖ୍ୟନ୍ତ୍ରୀ ତାରକିଶୋର ପ୍ରସାଦଙ୍କ ପରିବାର ଏବଂ ସମ୍ପର୍କୀୟଙ୍କକୁ ୩୬ ଠିକା ମିଳିଛି। ଏଥିରେ ଉପମୁଖ୍ୟନ୍ତ୍ରୀଙ୍କ ବୋହୂ ମଧ୍ୟ ଅଛନ୍ତି। ତେବେ...

ମନ୍ଦିରରେ ପ୍ରବେଶ କରିବାରୁ ୨ ବର୍ଷ ଶିଶୁଙ୍କ ମାତାପିତାଙ୍କୁ ଦଣ୍ଡ, ୨୩ ହଜାର ଜରିମାନା…

କୋପ୍ପଲ,୨୨।୯: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ସମ୍ପର୍କ ଅତି ନିଆରା। ଭଗବାନ ଭକ୍ତର ଭାବରେ ବନ୍ଧା। ଭଗବାନଙ୍କୁ ଦର୍ଶନ କରିବାରେ ଭକ୍ତଙ୍କ ଉପରେ ପହରା ଲଗାଇବା ଅନ୍ୟାୟ। ମାତ୍ର କର୍ନାଟକରେ ମନ୍ଦିରରେ ପ୍ରବେଶ କରିଥିବା ଜଣେ ୨ ବର୍ଷ...

ସାର୍କ ବୈଠକ ବାତିଲ

ନୂଆଦିଲ୍ଲୀ, ୨୨ା୯: ପାକିସ୍ତାନର ତାଲିବାନ୍‌ ପ୍ରେମ ଯୋଗୁ ଆସନ୍ତା ୨୫ରେ ହେବାକୁ ଥିବା ସାଉଥ୍‌ ଏସିଆନ ଆସୋସିଏଶନ ଫର୍‌ ରିଜିଓନାଲ କୋଅପରେଶନ(ସାର୍କ) ବହିର୍ବ୍ୟାପାର ମନ୍ତ୍ରୀଙ୍କ ବୈଠକ ବାତିଲ ହୋଇଛି। ଏହି ବୈଠକରେ ତାଲିବାନ୍‌ ପ୍ରତିନିଧିଙ୍କୁ ସାମିଲ କରିବାକୁ ପାକିସ୍ତାନ ଜିଦ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri