ଜାତୀୟ

କୋଭିଡ୍‌ ସହାୟତା ଲାଗି ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୩(ପି.ଟି.): କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଭଳି ଜାଲିଆତିର ତଦନ୍ତ ଲାଗି ନିର୍ଦ୍ଦେଶ…

ଗୋଆରେ ସୁଯୋଗ ହାତଛଡ଼ା କରିବାକୁ ଚାହୁଁନି କଂଗ୍ରେସ

ନୂଆଦିଲ୍ଲୀ,୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନ ଶେଷ ହୋଇଥିବାବେଳେ ୧୦ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଗତ ୨୦୧୭ ଗୋଆ ବିଧାନସଭା ନିର୍ବାଚନରେ ୪୦ ଆସନରୁ କଂଗ୍ରେସ ୧୭ଟି ଜିତି ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ସରକାର ଗଠନ କରିବାରେ…

୧୩ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୩୧ରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୭।୩: ବିଧାନସଭା ନିର୍ବାଚନ ପରେ ଏବେ ଦେଶର କେତେକ ରାଜ୍ୟରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ଖାଲିହେବାକୁ ଥିବା ରାଜ୍ୟ ସଭାର ୧୩ଟି ଆସନ ପାଇଁ ଆସନ୍ତା ମାର୍ଚ୍ଚ ୩୧ରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସୋମବାର ନିର୍ବାଚନ…

ଅନ୍ତିମ ପର୍ଯ୍ୟାୟ ମତଦାନ: ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮% ଭୋଟିଂ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା…

ଚିତ୍ରାଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୭।୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ପୂର୍ବତନ ସିଇଓ ଚିତ୍ରା ରାମକୃଷ୍ଣଙ୍କ ସମସ୍ୟା ବଢିଛି। ଠକେଇ ଓ ହିମାଳୟର ଜଣେ ତଥାକଥିତ ଯୋଗୀଙ୍କୁ ତଥ୍ୟ ପ୍ରଦାନ ଘଟଣାରେ ଗିରଫ ହୋଇଥିବା ଚିତ୍ରାଙ୍କୁ ସୋମବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। ଏବେ ତାଙ୍କୁ…

୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ନଓ୍ବାବ

ମୁମ୍ବାଇ,୭।୩: ଅର୍ଥ ହେରଫେର୍‌ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଏନସିପି ନେତା ନଓ୍ବାବ ମଲ୍ଲିକଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଯାଇଛି। ମୁମ୍ବାଇର ସ୍ବତନ୍ତ୍ର ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) କୋର୍ଟ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୩: କେନ୍ଦ୍ର ସରକାର ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଦେଶର ବେସରକାରୀ ମେଡିକାଲ କଲେଜଗୁଡ଼ିକରେ ୫୦ ସିଟ ପାଇଁ ଫିସ ସରକାରୀ ମେଡିକାଲ କଲେଜ୍‌ରେ ଧାର୍ଯ୍ୟ ଫିସ ଅନୁଯାୟୀ ଲାଗୁ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଘୋଷଣା…

ୟୁପିରେ ୩ଟା ସୁଦ୍ଧା ୪୬.୪୦% ମତଦାନ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏହି ପର୍ଯ୍ୟାୟରେ ୨…

ଝାନ୍ସୀକୁ ବୀରାଙ୍ଗନା ଲକ୍ଷ୍ମୀବାଇଙ୍କ ନାମରେ ଜାଣିିବା ଉଚିତ୍‌: କୋର୍ଟ

ଝାନ୍ସୀ ୭।୩: ଝାନ୍ସି ରେଳ ଷ୍ଟେସନର ନାମ ବଦଳାଇବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଆହ୍ଲାବାଦ ହାଇକୋର୍ଟ ସୋମବାର ନିଜର ମନ୍ତବ୍ୟ ରଖିଛନ୍ତି। ବ୍ରିଟିଶଙ୍କ ବିରୋଧ ଲଢ଼େଇରେ ରାଣୀ ଲକ୍ଷ୍ମୀବାଇ ଉଚ୍ଚ ବଳିଦାନ ଦେଇଥିଲେ।…

ଜେଲେନସ୍କିଙ୍କ ସହ ସିଧା କଥା ହେବାକୁ ପରାମର୍ଶ ଦେଲେ

ନୂଆଦିଲ୍ଲୀ,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଏହି ଆଲୋଚନା ବେଳେ ମୋଦି ୟୁକ୍ରେନର ସମି ସହରରେ ଫସିଥିବା ଭାରତୀୟ ନାଗରିକଙ୍କ ଉଦ୍ଧାର ଉପରେ ଗୁରୁତ୍ୱ ଦେଇଥିଲେ। ୟୁକ୍ରେନର…

ନିଲମ୍ବିତ ହେଲେ ଭାଜପାର ୩ ବିଧାୟକ

ହାଇଦ୍ରାବାଦ,୭।୩: ତେଲେଙ୍ଗାନା ବାଚସ୍ପତି ପୋଖରାମ ଶ୍ରୀନିବାସ ରେଡ୍ଡୀ ସୋମବାର ଭାଜପାର ୩ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଟି.ରାଜା ସିଂହ, ଏମ୍‌. ରଘୁନନ୍ଦନ ରାଓ ଏବଂ ଇତେଲା ରାଜେନ୍ଦର। ବଜେଟ ଅଧିବେଶନ ଶେଷ ହେବା ପର୍ଯ୍ୟନ୍ତ ନିଲମ୍ବନ ଆଦେଶ…

ପୁଟିନଙ୍କ ସହ ୫୦ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୨ଦିନରେ ପହଞ୍ଚିଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ୫୦ ମିନିଟ କଥା ହୋଇଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ୟୁକ୍ରେନର ପରିସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri