ବର୍ଗରରୁ ବାହାରିଲା ବିଛା: ଆଉ ତା’ପରେ
ଜୟପୁର,୨୧।୯: ରାଜସ୍ଥାନର ରାଜଧାନୀ ଜୟପୁରର ମାଲଭିଆ ନଗରରେ ଅବସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜଣେ ଯୁବକ ଖାଉଥିବା ବର୍ଗରରୁ ବିଛା ବାହାରିଛି। ଏନେଇ ସେ ରେଷ୍ଟୁରାଣ୍ଟ ଅପରେଟରଙ୍କ ନିକଟରେ ଅଭିଯୋଗ କରିଥିଲେ। ରେଷ୍ଟୁରାଣ୍ଟ କର୍ମଚାରୀମାନେ ସମ୍ପକୃକ୍ତ ଗ୍ରାହକଙ୍କ କଥା ଶୁଣିବା ପରିବର୍ତ୍ତେ...
ଡିଗ୍ରୀ ପାଇବା ପୂର୍ବରୁ ଯୌତୁକ ନ ନେବାକୁ ସ୍ବୀକାରୋକ୍ତି…
କାଲିକଟ୍,୨୧।୯: କେରଳର କାଲିକଟ୍ ବିଶ୍ୱବିଦ୍ୟାଳୟରେ ଯୋତୁକ ବିରୋଧରେ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହା ଅନ୍ତର୍ଗତ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପୂର୍ବରୁ ସମସ୍ତ ଶିକ୍ଷାର୍ଥୀଙ୍କ ପାଇଁ ଯୌତୁକ ବିରୋଧି ସ୍ବୀକାର ପତ୍ରରେ ଦସ୍ତଖତ କରିବାକୁ ବାଧ୍ୟତାମୂଳକ କରାଯାଇଛି। ଯଦି ଭବିଷ୍ୟତରେ...
ପିଠିରେ ଛୁରୀ ମାରୁଥିବା ଲୋକ ଆମର ‘ଗୁରୁ’ ହୋଇପାରିବେନି: ଶିବସେନା
ମୁମ୍ବାଇ,୨୧ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଶିବସେନା ନେତା ଅନନ୍ତ ଗିତେ ଏନ୍ସିପି ଅଧ୍ୟକ୍ଷ ଶରଦ ପାୱାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ନିଜର ଦଳ ଗଢିବାକୁ କଂଗ୍ରେସ ପିଠିରେ ଛୁରୀମାରି ଥିବା ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ...
ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ …
ଉଦାମପୁର,୨୧।୯: ଜମ୍ମୁ-କଶ୍ମୀରର ଉଦାମପୁର ଜିଲାରେ ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ପାଇଲଟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ପାଟନିଟୋପ୍ ଅଞ୍ଚଳରେ ପୂର୍ବାହ୍ନ ୧୦ଟା ୩୦ରେ ହେଲିକପ୍ଟରଟି ନିୟନ୍ତ୍ରଣ ହରାଇ ଖସି...
ଭାରତରେ ଏଣ୍ଡେମିକ୍ ହେବାକୁ ଯାଉଛି କରୋନା …
ନୂଆଦିଲ୍ଲୀ,୨୧।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ନେଇ ଆଶଙ୍କା ଏବଂ ଆତଙ୍କ ବୃଦ୍ଧିି ପାଇବାରେ ଲାଗିଛି। ଏପରିସ୍ଥଳେ ଭାକ୍ସିନ୍ ବିଶେଷଜ୍ଞ ଗଗନଦୀପ୍ କାଙ୍ଗ୍ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଭାରତରେ କରୋନା ଏବେ ଏଣ୍ଡେମିକ୍ ହେବାକୁ...
ଘୁଞ୍ଚିଲା ସ୍କୁଲ ଖୋଲିବା ତାରିଖ…
ଶିମଲା,୨୧।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସରକାର ସ୍କୁଲ ଖୋଲିବା ତାରିଖକୁ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୨୧ରେ ସମସ୍ତ ସ୍କୁଲ ଖୋଲିବା ଲାଗି...
କର୍ମଚାରୀ, କେୟାର ଟେକର ହୋଇ ପାରିବେନି ସମ୍ପତ୍ତି ମାଲିକ
ନୂଆଦିଲ୍ଲୀ,୨୧।୯: କୌଣସି ସମ୍ପତ୍ତିର ଦେଖାଣୁଣା କରୁଥିବା କର୍ମଚାରୀ ଅବା କେୟାର ଟେକର ଏହାର ମାଲିକ ହୋଇ ପାରିବେ ନାହିଁ। ସେମାନେ ଏହାର ରକ୍ଷାଣବେକ୍ଷଣ ଯେତେବର୍ଷ କଲେ ମଧ୍ୟ ଏହାର ମାଲିକାନା ତାଙ୍କୁ ପ୍ରଦାନ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ(ଏସ୍ସି)ଙ୍କ...
କେଜରିୱାଲଙ୍କୁ ଟାର୍ଗେଟ କଲା କଂଗ୍ରେସ
ନୂଆଦିଲ୍ଲୀ,୨୧ ।୯: କିଛି ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ସବୁ ଦଳ ପ୍ରସ୍ତୁତ ହୋଇଗଲେଣି । ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତେ ଗୋଟିଏ ପରେ ଗୋଟିଏ ଘୋଷଣା କରି ଚାଲିଛନ୍ତି । ୨୦୨୨ରେ...
କୋଟିପତି କନଷ୍ଟେବଳ, ପାଖରେ ଏକାଧିକ ବିଳାସପୂର୍ଣ୍ଣ ବିଲ୍ଡିଂ…
ପାଟନା,୨୧।୯: ବିହାରରେ ସରକାର ଦୁର୍ନୀତି ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ ଜାରି ରଖିଛନ୍ତି। ଏବେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ରାଜ୍ୟ ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା କନଷ୍ଟେବଳ ନରେନ୍ଦ୍ର କୁମାର ଧିରଜଙ୍କର ୯ଟି ଘରେ ଚଢ଼ାଉ...
ଜଣେ ଦଳିତଙ୍କୁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛି: ହରିଶ ରାୱତ
ଡେରାଡୁନ,୨୧ ।୯: ଉତ୍ତରାଖଣ୍ଡରେ କଂଗ୍ରେସର ପ୍ରଚାର ଅଭିଯାନ ପ୍ରଭାରୀ ହରିଶ ରାୱତ କହିଛନ୍ତି ଜଣେ ଦଳିତଙ୍କୁ ସେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଚାହୁଁଛନ୍ତି । ଏହାକୁ ଲକ୍ଷ୍ୟ ରଖି ତାଙ୍କ ଦଳ କାମ କରୁଛି ବୋଲି ସେ କହିଛନ୍ତି...
ଗୋଆରେ କେଜ୍ରିଓ୍ବାଲଙ୍କ ୭ ପ୍ରତିଶ୍ରୁତି …
ପଣଜୀ,୨୧।୯: ଅସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ମଙ୍ଗଳବାର ୭ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରତି ପରିବାରର ଜଣେ ବେକାର ଯୁବକଙ୍କୁ ମାସକୁ...
ଉରିରେ ଅନୁପ୍ରବେଶ କରିବାକୁ ଚାହୁଁଛି ବଡ ଆତଙ୍କବାଦୀ ଗ୍ରୁପ୍, ୩୦ ଘଣ୍ଟା ହେବ ଅପରେଶନ ଜାରି
ନୂଆଦିଲ୍ଲୀ,୨୧ ।୯: କଶ୍ମୀରର ଉରି ସେକ୍ଟରରେ ଏଲ୍ଓସି ନିକଟରେ ଏକ ବଡ ଆତଙ୍କବାଦୀ ଗ୍ରୁପ ସୀମାଦେଇ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଜଣାପଡିଛି । ଏମିତି ଖବର ମିଳିବା ପରେ ସେନା ଦ୍ୱାରା ଗତ ୩୦ ଘଣ୍ଟାରୁ ଅଧିକ ସମୟ...
Archives


