ଜାତୀୟ

ପଦୋନ୍ନତିରେ ସଂରକ୍ଷଣ ହଟିଲେ କର୍ମଚାରୀ ଅଶାନ୍ତି ସୃଷ୍ଟି ହୋଇପାରେ: କେନ୍ଦ୍ର

ନୂଆଦିଲ୍ଲୀ,୨ା୪ : ସରକାରୀ ଚାକିରିରେ ଥିବା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀଙ୍କୁ ପଦୋନ୍ନତି କ୍ଷେତ୍ରରେ ମିଳୁଥିବା ସଂରକ୍ଷଣ ସୁବିଧାକୁ ହଟାଗଲେ ଅଶାନ୍ତି ଓ ବିବାଦ ସୃଷ୍ଟି ହୋଇପାରେ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ସମ୍ବିଧାନ ଅନୁଯାୟୀ ସଂରକ୍ଷଣ ନୀତି…

ଭାରତ ଯାହା କିଣିବ ରୁଷିଆ ଦେବ

ନୂଆଦିଲ୍ଲୀ,୨ା୪: ୟୁକ୍ରେନ୍‌ ଆକ୍ରମଣ ପରିପ୍ରେକ୍ଷୀରେ ମସ୍କୋ ବିରୋଧୀ ଆଭିମୁଖ୍ୟ ଗ୍ରହଣ ପାଇଁ ନୂଆଦିଲ୍ଲୀ ଉପେରେ ଚାପ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ସନ୍ଧ୍ୟାରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭ ଭେଟିଛନ୍ତି। ରୁଷିଆଠାରୁ ଭାରତ ଯାହା କିଣିବାକୁ ଚାହିଁବ…

ଦୁର୍ନୀତି ଯୋଗୁ ପୋଲିସ ଛବି ଖରାପ

ନୂଆଦିଲ୍ଲୀ,୨ା୪: ଦୁର୍ନୀତି, ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ନିରପେକ୍ଷତାର ଅଭାବ ଓ ରାଜନେତାଙ୍କ ସହ ଘନିଷ୍ଠ ସମ୍ପର୍କ ଯୋଗୁ ପୋଲିସର ଛବି ଖରାପ ହୋଇଯାଇଛି। ତେଣୁ ଅସୁବିଧାରେ ପଡ଼ିଥିବା ଲୋକେ ଜରୁରୀ ସମୟରେ ପୋଲିସ ନିକଟକୁ ଯିବା ପାଇଁ କୁଣ୍ଠାବୋଧ କରୁଛନ୍ତି ବୋଲି ଶୁକ୍ରବାର…

ପେପର ଲିକ୍‌ ଉପରେ ଚର୍ଚ୍ଚା କରନ୍ତୁ ଭାଜପା ସରକାର: ପ୍ରିୟଙ୍କା

ନୂଆଦିଲ୍ଲୀ,୨।୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାମାନଙ୍କ ସହ ପରୀକ୍ଷାକୁ ନେଇ ଚର୍ଚ୍ଚା କରୁଥିବାବେଳେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶର ଭାଜପା ସରକାରଙ୍କୁ ପେପର ଲିକ୍‌ ଉପରେ ଚର୍ଚ୍ଚା କରିବା ପାଇଁ ଆହ୍ବାନ ଦେଇଛନ୍ତି। ଏଭଳି କାର୍ଯ୍ୟରେ ସମ୍ପୃକ୍ତ ବ୍ୟବସ୍ଥାକୁ…

ଜନତାଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କଲା ଡିଡିଏମଏ, ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗିବନି ଜରିମାନା

ନୂଆଦିଲ୍ଲୀ,୨ ।୪: ଏବେ ରାଜଧାନୀ ଦିଲ୍ଲୀରେ ମାସ୍କ ନ ପିନ୍ଧିଲେ ଆଉ ଜରିମାନା ଦେବାକୁ ପଡିବ ନାହିଁ । କରୋନା ସଂକ୍ରମଣ କମ୍ ହେବା ଓ ଟିକାକରଣ ଲକ୍ଷ୍ୟର ନିକଟତର ହୋଇଥିବାରୁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଏହି ନିଷ୍ପତ୍ତି ନେଇଛି…

ଅସ୍ଥାୟୀ ଭାବେ କମିବ ଭାରତ ବାୟୋଟେକର କୋଭାକ୍ସିନ ଉତ୍ପାଦନ

ନୂଆଦିଲ୍ଲୀ,୨ ।୪: ଭାରତ ବାୟୋଟେକ ଫ୍ୟାସିଲିଟି ଅପଟିମାଇଜେଶନ ପାଇଁ କୋଭାକ୍ସିନ ଉତ୍ପାଦନକୁ ଅସ୍ଥାୟୀ ଭାବେ କମ୍ କରିବା ଘୋଷଣା କରିଛି । ଭାରତ ବାୟୋଟେକ ହିସାବରେ ପ୍ରୋକ୍ୟୋରମେଣ୍ଟ ଏଜେନ୍ସିଗୁଡିକର ଯୋଗାଣ ତଥା ଚାହିଦାର ଅଭାବକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି…

ଅନ୍‌ଲାଇନରୁ ଶିଖ, ଅଫ୍‌ଲାଇନରେ ପ୍ରୟୋଗ କର

ନୂଆଦିଲ୍ଲୀ,(ପି.ଟି.)/ଭୁବନେଶ୍ୱର,୨।୪ (ବ୍ୟୁରୋ): ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଚର୍ଚ୍ଚା କରିବା ସହ ସେମାନଙ୍କୁ କେତେକ ମୂଲ୍ୟବାନ୍‌ ପରାମର୍ଶ ଦେଇଛନ୍ତି। ପରୀକ୍ଷା ପାଇଁ ବ୍ୟତିବ୍ୟସ୍ତ ନ ହୋଇ ଏହାକୁ ଉତ୍ସବ ଭାବେ ପାଳନ କରିବାକୁ…

ରାଜ୍ୟ ସଭାରେ ଭାଜପା ସଦସ୍ୟଙ୍କ ସଂଖ୍ୟା ୧୦୦ ଛୁଇଁଲା

ନୂଆଦିଲ୍ଲୀ,୧।୪: ଆସାମ, ତ୍ରିପୁରା ଏବଂ ନାଗାଲାଣ୍ଡରେ ଗୁରୁବାର ଅନୁଷ୍ଠିତ ରାଜ୍ୟ ସଭା ନିର୍ବାଚନରେ ଭାଜପା ଗୋଟିଏ ଲେଖାଏ ଆସନ ଜିତିଛି। ଏହା ଫଳରେ ରାଜ୍ୟ ସଭାରେ ପ୍ରଥମ ଥର ପାଇଁ ଭାଜପା ସଦସ୍ୟଙ୍କ ସଂଖ୍ୟା ୧୦୦ ଛୁଇଁଛି। ୧୯୯୦ରେ ଉଚ୍ଚ ସଦନରେ…

ଲାର୍ଭୋଭଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୧।୪: ଭାରତ ଗସ୍ତରେ ଆସିଥିବା ରୁଷିଆର ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭଙ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଉଭୟ ନେତା ପ୍ରାୟ ୪୦ ମିନିଟ୍‌ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକ ବେଳେ ଲାଭ୍ରୋଭ ରୁଷିଆ ଓ…

ଭାରତ-ରୁଷିଆ ଭାଗିଦାରୀ ଉପରେ କୌଣସି ଚାପର ପ୍ରଭାବ ପଡ଼ିବ ନାହିଁ: ଲାଭ୍ରୋଭ୍‌

ନୂଆଦିଲ୍ଲୀ, ୧।୪: ୟୁକ୍ରେନ୍‌ ସହ ରୁଷିଆର ଯୁଦ୍ଧକୁ ଆମେରିକା ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଦୃଢ଼ ନିନ୍ଦା କରିଆସୁଛନ୍ତି। ଏପରିକି ଦେଶ ଉପରେ ଚାପ ବଢ଼ାଇବା ଲାଗି ବିଭିନ୍ନ କଟକଣା ଲଗାଉଛନ୍ତି। ଏଭଳି ସମୟରେ ଭାରତ ଗସ୍ତରେ ଆସିଛନ୍ତି ରୁଷିଆର ବହିର୍ବ୍ୟାପାର ମନ୍ତ୍ରୀ…

ବିଲେଇ ଖୋଜି ଆଣିଲେ ମିଳିବ ୧୦ ହଜାର ଟଙ୍କା

ପ୍ରୟାଗରାଜ,୧।୪: ପ୍ରାୟ ୭ ଦିନ ହେଲା ହଜିଯାଇଛି ପୋଷା ବିଲେଇ। ଏହାକୁ ଖୋଜି ଆଣିଦେଲେ ମିଳିବ ୧୦ ହଜାର ଟଙ୍କାର ପୁରସ୍କାର। ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ରହୁଥିବା ମହମ୍ମଦ ତାହିରଙ୍କ ଘରେଥିବା ପୋଷା…

ମୂଷା ଲାଗି ୨ ଡାକ୍ତର ନିଲମ୍ବିତ

ହାଇଦ୍ରାବାଦ,୧।୪: ମୂଷା ପାଇଁ ଦୁଇ ଡାକ୍ତର ନିଲମ୍ବିତ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ତେଲେଙ୍ଗାନାର ଏକ ପ୍ରତିଷ୍ଠିତ ହସ୍ପିଟାଲରୁ। ମିଳିଥିବା ସୂଚନା ମୁତାବକ, ହସ୍ପିଟାଲର ଆଇସିୟୁରେ ଭିତରେ ମୂଷା ପଶି ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗୋଡ ଏବଂ ହାତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?