ଜାତୀୟ

ଛାଡପତ୍ର ପରେ ସ୍ତ୍ରୀ ଦେବେ ସ୍ବାମୀଙ୍କୁ ଭରଣପୋଷଣ ଅର୍ଥ

ମୁମ୍ବାଇ,୧।୪: ସାଧାରଣତଃ ଛାଡପତ୍ର ପରେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଭରଣପୋଷଣ ଦେବାକୁ ପଡେ। କିନ୍ତୁ ମହାରାଷ୍ଟ୍ରରେ ଏକ ଭିନ୍ନ ମାମଲା ସାମ୍ନାକୁ ଆସିଛି। ଏଠାରେ ମହିଳା ଜଣକ ତାଙ୍କ ପୂର୍ବ ସ୍ବାମୀଙ୍କୁ ପ୍ରତି ମାସରେ ଭରପୋଷଣ ଅର୍ଥ ଦେବେ। ମହାରାଷ୍ଟ୍ରର ନନ୍ଦେଡର…

ଉପରାଷ୍ଟ୍ରପତି ହେବେ ନୀତୀଶ!

ପାଟନା,୧ ।୪: ଶୁଣିବାକୁ ମିଳିଥିଲା କି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବାକୁ ମନ ବଳାଇଛନ୍ତି । ହେଲେ ବୁଧବାର ଜଣାପଡିଛି ଯେ ସେ ଏଥିରେ ରାଜି ନୁହେଁ, ଯାହା ବିହାର ରାଜନୀତିକୁ କରିଛି ସରଗରମ । ଅନୁମାନ…

ପରୀକ୍ଷା ପେ ଚର୍ଚ୍ଚା: ୧୦୦୦ ଛାତ୍ରୀଛାତ୍ରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ ।୪: ବୋର୍ଡ ପରୀକ୍ଷା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେବେ । ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ପ୍ରାୟ ୧ ହଜାର ଛାତ୍ରୀଛାତ୍ରଙ୍କ…

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ: ଲିଜ୍‌ ଟ୍ରୁସ୍‌

ନୂଆଦିଲ୍ଲୀ,୧ା୪: ଏପ୍ରିଲରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀ ଆସିଛନ୍ତି। ସେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବା ପୂର୍ବରୁ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।…

ପରିଣାମ ଭଲ ହେବନି

ନୂଆଦିଲ୍ଲୀ,୧ା୪:ଭାରତ ସମେତ କୌଣସି ଦେଶ ରୁଷିଆର କେନ୍ଦ୍ରୀୟ ବ୍ୟାଙ୍କ ଜରିଆରେ ମସ୍କୋଠାରୁ ରୁବଲ ବିନିମୟରେ କାରବାର କଲେ କିମ୍ବା ଆମେରିକାର କଟକଣାକୁ ନୂ୍ୟନ କଲା ଭଳି ନିଜସ୍ବ ଦେୟ ବ୍ୟବସ୍ଥା ଆପଣାଇଲେ ପରିଣାମ ଭଲ ହେବ ନାହିଁ। ନୂଆଦିଲ୍ଲୀ ଗସ୍ତରେ ଥିବା…

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ

ନୂଆଦିଲ୍ଲୀ,୩୧ା୩: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ଏପ୍ରିଲରେ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀରେ ପହଞ୍ଚିଛନ୍ତି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବା ପୂର୍ବରୁ ସେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ…

ଭାରତରେ ରୁଷିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଲାଭରୋଭ ୨ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବୋଲି ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଟୁଇଟ କରି ସୂଚନା…

ଏଣିକି ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବନି ଜରିମାନା

ନୂଆଦିଲ୍ଲୀ,୩୧।୩: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଦିଲ୍ଲୀରେ ମଧ୍ୟ କରୋନା ମାମଲା ପୂର୍ବାପେକ୍ଷା କମ୍‌ ରହିଛି। ଫଳରେ ରାଜ୍ୟସରକାର କରୋନା କଟକଣାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଦିଲ୍ଲୀରେ ଆୟୋଜିତ ହୋଇଥିବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର ବୈଠକରେ…

ପଶ୍ଚିମବଙ୍ଗରୁ ହଟିବ କୋଭିଡ୍‌ କଟକଣା

କୋଲକାତା,୩୧।୩: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ବିଭିନ୍ନ ରାଜ୍ୟରେ କୋଭିଡ୍‌ କଟକଣାକୁ ହଟାଇ ଦିଆଯାଉଛି। ନିକଟରେ ମୁମ୍ବାଇରେ ସମସ୍ତ କୋଭିଡ୍‌ କଟକଣା ହଟାଯାଇଛି। ଇତି ମଧ୍ୟରେ ପଶ୍ଚିମବଙ୍ଗରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଉଥିବାରୁ ରାଜ୍ୟରେ ସମସ୍ତ ପ୍ରତିବନ୍ଧକ ହଟାଇ…

ହଟିଲା କରୋନା କଟକଣା: ଟ୍ରେନ୍‌ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ

ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର କରୋନାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ କରୋନା…

ମହାରାଷ୍ଟ୍ରରେ ହଟିଲା କରୋନା ମହାମାରୀର ସମସ୍ତ କଟକଣା

ମୁମ୍ବାଇ,୩୧ ।୩: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମି କମି ଆସୁଥିବାରୁ କିଛି ରାଜ୍ୟରେ କରୋନା କଟକଣାରେ କୋହଳ କରାଯାଇଥିବା ବେଳେ ଏବେ ମହାରାଷ୍ଟ୍ରରେ ସମସ୍ତ କରୋନା କଟକଣା ହଟାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଗୁରୁବାର ଉଦ୍ଧବ ଠାକରେ…

ଲଗେଜ ଖୋଜିବା ପାଇଁ ଇଣ୍ଡିଗୋ ଓ୍ବେବସାଇଟ୍‌କୁ ହ୍ୟାକ କଲେ ଯାତ୍ରୀ

ମୁମ୍ବାଇ,୩୧।୩: ଜଣେ ଇଣ୍ଡିଗୋ ଯାତ୍ରୀ ହଜି ଯାଇଥିବା ଲଗେଜ ଖୋଜିବା ପାଇଁ ଏୟାରଲାଇନ ସିଷ୍ଟମକୁ ହ୍ୟାକ କରି ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଟୁଇଟର ପ୍ରୋଫାଇଲ ଅନୁଯାୟୀ, ପେଶାରେ ସଫ୍ଟଓ୍ବେର ଇଞ୍ଜିନିୟର ନନ୍ଦନ କୁମାର ନିଜ ଟେକ୍‌ନିକାଲ ଶିକ୍ଷାର ବ୍ୟବହାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?