ଜାତୀୟ

ଓମିକ୍ରନ୍‌ ଏକ ବିଜାତୀୟ ଭୂତାଣୁ

ନୂଆଦିଲ୍ଲୀ,୧୭।୧ : ବୈଜ୍ଞାନିକମାନେ ଓମିକ୍ରନ୍‌କୁ ସମ୍ପୂର୍ଣ୍ଣ ଭିନ୍ନ ମହାମାରୀ ଭାବେ ଦେଖୁଥିବାବେଳେ ଦୁଇଟି ମହାମାରୀ ପରସ୍ପର ସହ ଯୋଡ଼ିହୋଇ ଚାଲିଥିବା ଭଳି ଜଣାପଡ଼ୁଥିବା ଆଇସିଏମ୍‌ଆର୍‌ର ପୂର୍ବତନ ମୁଖ୍ୟ ତଥା ଭୂତାଣୁ ବିଜ୍ଞାନୀ ଡ. ଟି. ଜାକୋବ ଜନ୍‌ କହିଛନ୍ତି। ତାଙ୍କ କହିବା…

ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ ଟିକାକରଣ ପ୍ରମାଣପତ୍ରକୁ ନେଇ କେନ୍ଦ୍ର ଏହା କହିଛି । ଆହୁରି ମଧ୍ୟ କେନ୍ଦ୍ର ସରକାର…

ଯୋଗୀଙ୍କୁ ଫେୟାରଓ୍ବେଲ ଦେଇସାରିଲାଣି ଭାଜପା

ଲକ୍ଷ୍ନୌ, ୧୬ା୧- ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପସନ୍ଦର ଆସନ ଦେଉ ନାହାନ୍ତି କେନ୍ଦ୍ର ନେତୃତ୍ୱ। ଏହା ଦର୍ଶାଉଛି ଭାଜପାର ଡବଲ ଇଞ୍ଜିନ ସରକାର ରାଜ୍ୟରେ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଭଳି ସ୍ବରରେ ଭାଜପାକୁ ସମାଲୋଚନା କରିଛନ୍ତି ସମାଜବାଦୀ ଦଳ…

ପରେଡ଼ରୁ ହଟିଲା ଦିଦିଙ୍କ ପ୍ରଜ୍ଞାପନ ମେଢ଼, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି…

କୋଲକାତା, ୧୬।୧: ଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ଼ରୁ ପ୍ରଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ହଟାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ସ୍ବତନ୍ତ୍ରତା ସେନାନୀଙ୍କର ପ୍ରଜ୍ଞାପନ ମେଢ଼କୁ ସାମିଲ…

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ ରବିବାର ସୂଚନା ଦେଇଛି ଏଣ୍ଟରଟେନମେଣ୍ଟ ଚ୍ୟାନେଲ ଷ୍ଟାର ପ୍ରବାହ। କିନ୍ତୁ ସୋସିଆଲ ମିଡିଆରେ ଭାଜପା…

କୋଭିଡ୍‌ ନିୟମ ଭାଙ୍ଗିବାରୁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧୬।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ନୋଏଡାରେ ପ୍ରଚାର ବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଓ ଅନ୍ୟମାନଙ୍କ ବିରୋଧରେ କୋଭିଡ୍‌ ସେଫ୍ଟି ପ୍ରୋଟୋକଲ୍ସ ଭଙ୍ଗ କରିଥିବା ନେଇ ଏକ ମାମଲା ରୁଜୁ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ନୋଏଡାର…

୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଏଏପି…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପକ୍ଷରୁ ୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପ୍ରଭାରୀ ଏବଂ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଲକ୍ଷ୍ନୌରେ ରବିବାର ଏକ ଗଣମାଧ୍ୟମ ସମ୍ମିଳନୀରେ ଏ…

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି ଗୁରଗାଓଁ,୧୬।୧: ହରିୟାଣାର ଜଣେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଅଧିକାରୀଙ୍କଠାରୁ ୧୪ କୋଟି ଟଙ୍କା, ଏକ କୋଟି ଟଙ୍କାର ମୂଲ୍ୟର ସୁନା ଅଳଙ୍କାର ଜବତ ହୋଇଛି। ଏଥି ସହିତ…

ଏମ୍‌ସିଡି ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଯୋଜନା, ଝୁମ୍ପୁଡ଼ି ବସ୍ତିରେ ଖୋଲିବ ନମୋ ସେବା କେନ୍ଦ୍ର…

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ(ଏମ୍‌ସିଡି) ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜଧାନୀର ଝୁମ୍ପୁଡ଼ି ବସ୍ତିରେ ନମୋ ସେବା କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଉଛି। ରବିବାର ଦଳର ନେତାମାନେ ଏନେଇ ସୂଚନା ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଯୋଜନାକୁ ଲୋକଙ୍କ…

ମଦ ଉପରୁ କଟକଣା ହଟାଇବାକୁ ଦାବି

ପାଟଣା,୧୬।୧: ବିହାରରେ ବିଷାକ୍ତ ମଦ କାରଣରୁ ଶନିବାର ନାଳନ୍ଦା ଜିଲାରେ ୧୧ ଜଣଙ୍କ ମୃତ୍ୟୁ ହେବା ପରେ ଭାଜପା ଓ ଜନତା ଦଳର ମେଣ୍ଟ ସରକାରକୁ ଟାର୍ଗେଟ କରିଛନ୍ତି ବିରୋଧୀ। ରାଜ୍ୟରେ ଘଟିଥିବା ବିଷାକ୍ତ ମଦ ମୃତ୍ୟୁ ଘଟଣା କାରଣରୁ ମଦ…

ନିର୍ବାଚନ ଫିକା ଫିକା, ଆସିବେନି ଷ୍ଟାର ପ୍ରଚାରକ !…

ଲକ୍ଷ୍ନୌ, ୧୬।୧: ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଚାଲିଛି। ତେବେ ଚଳିତ ବିଧାନସଭା ନିର୍ବାଚନ ସମ୍ପୂର୍ଣ୍ଣ ଫିକା ଫିକା ହେବାର ଆଶଙ୍କା…

ଟିକାର ଉଭୟ ଡୋଜ୍‌ ନେଇଛନ୍ତି ୭୦ ପ୍ରତିଶତ ଭାରତୀୟ…

ନୂଆଦିଲ୍ଲୀ, ୧୬।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଗତ ଏକ ବର୍ଷରେ ଦେଶର ୬୯.୮ ପ୍ରତିଶତ ଜନ ସଂଖ୍ୟା ଟିକାର ଉଭୟ ଡୋଜ୍‌ ନେଇ ସାରିଛନ୍ତି। ସେହିପରି ଦେଶର ୯୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri