କେନ୍ଦ୍ରମନ୍ତ୍ରୀଙ୍କୁ ଉତ୍ତର ଦେଲେ ୟୁକ୍ରେନରେ ପ୍ରାଣ ହରାଇଥିବା ଛାତ୍ରଙ୍କ ବାପା
ନୂଆଦିଲ୍ଲୀ,୨।୩: ଭାରତୀୟ ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷାରେ ଫେଲ୍ ହେବା ପରେ ପଢ଼ିବାକୁ ବିଦେଶ ଯାଆନ୍ତି। ଏଭଳି ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ଉତ୍ତର ଦେଇଛନ୍ତି ୟୁକ୍ରେନର ଖାରକିଭରେ ପ୍ରାଣ ହରାଇଥିବା ଭାରତୀୟ ଛାତ୍ର ନବୀନ ଶେଖରାପ୍ପା ଜ୍ଞାନଗୌଦରଙ୍କ ବାପା। “୨୧…
ବିଦେଶରେ ମେଡିକାଲ ପଢ଼ୁଥିବା ୯୦ପ୍ରତିଶତ ଛାତ୍ର ଭାରତରେ କ୍ୱାଲିଫାଏ କରିବାରେ ଅସମର୍ଥ: କେନ୍ଦ୍ରମନ୍ତ୍ରୀ
ବେଙ୍ଗାଲୁରୁ,୨।୩: ୟୁକ୍ରେନ ଓ ରୁଷିଆ ଯୁଦ୍ଧରେ ଫସି ରହିଥିବା ଭାରତୀୟ ଛାତ୍ରଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ସରକାର ଅପରେଶନ ଗଙ୍ଗା ଅନ୍ତର୍ଗତ ଅଭିଯାନକୁ ଜୋରଦାର କରିଛନ୍ତି। ୟୁକ୍ରେନରେ ଲଗାତର ଯୁଦ୍ଧ ଚାଲିଥିବା ବେଳେ ମଙ୍ଗଳବାର ଖାର୍କ୍ୱିଭ ସହରରେ ରୁଷିଆ ସୈନ୍ୟଙ୍କ ଗୁଳିରେ…
ପରଲୋକରେ ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ
ଇନ୍ଦୋର,୨।୩: ବେଶ୍ ଜଣାଶୁଣା ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ ଚୌକସିଙ୍କ ପରଲୋକ ଘଟିଛି। ମଧ୍ୟପ୍ରଦେଶର ଇନ୍ଦୋରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସୂଚନା ମତାବକ ଗତ କିଛି ଦିନରୁ ସେ ଅସୁସ୍ଥ…
ମାର୍ଚ୍ଚ ୩ରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ହଟ୍ ସିଟ୍ରେ ଗୋରଖପୁର
ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ବର୍ତ୍ତମାନ ଶେଷରେ ପହଞ୍ଚିଛି। ପୂର୍ବରୁ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟରେ ମତଦାନ ହୋବାକୁ ଅଛି। ଅବଶିଷ୍ଟ ୨ଟି ପର୍ଯ୍ୟାୟରୁ ଷଷ୍ଠ ପର୍ଯ୍ୟାୟ ମତଦାନ ମାର୍ଚ୍ଚ ୩ରେ ଅନୁଷ୍ଠିତ ହେବ।…
ଏପ୍ରିଲ, ମେ’ରେ ଜେଇଇ ମେନ୍ ପରୀକ୍ଷା
ନୂଆଦିଲ୍ଲୀ,୨।୩: ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ୱିତୀୟ ଜେଇଇ ମେନ୍ ପରୀକ୍ଷା ଏପ୍ରିଲ, ମେ’ରେ ହେବ। ଏ ନେଇ ନ୍ୟାସ୍ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ଦୁଇଟି ପଯର୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟ ପରୀକ୍ଷା…
ଏୟାର ଲିଫ୍ଟରେ ସାମିଲ ହେଲା ଭାରତୀୟ ବାୟୁସେନା
ନୂଆଦିୀଲ୍ଲୀ,୨।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ‘ଅପରେସନ ଗଙ୍ଗା’କୁ ଜୋରଦାର କରିଛନ୍ତି। ଏହିକ୍ରମରେ ଭାରତୀୟ ନାଗରିକମାନଙ୍କୁ ଫେରାଇ ଆଣିବା ପାଇଁ ଆଗାମୀ ୩ ଦିନ ମଧ୍ୟରେ ୨୬ଟି ବିମାନ ଉଡ଼ାଣ ଭରିବାର କାର୍ଯ୍ୟକ୍ରମ ରହିଛି।…
ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ
ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏ ବର୍ଷ କିଛି ସ୍ଥାନରେ ତାପମାତ୍ରା ବଢିବାକୁ ଥିବାବେଳେ ଆଉ…
କୋଭି୍ଡ ସଂକ୍ରମଣ ରୋକିବ ନିମଛେଲି
କୋଲକାତା,୨ା୩: ମହାମାରୀ କରୋନା ସଂକ୍ରମଣ ରୋକିବାରେ ନିମ ଗଛ ଛେଲିର ରସ ସହାୟକ ହେବ। କୋଲକାତାସ୍ଥିତ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଆଇଏସ୍ଇଆର୍) ଗବେଷଣାରେ ଏହା କୁହାଯାଇଛି। ନିମର ଔଷଧୀୟ ଗୁଣ ପାଇଁ ଶହ ଶହ ବର୍ଷ…
କୋଶିୟାରୀଙ୍କ ମନ୍ତବ୍ୟକୁ ନେଇ ଆଲୋଡ଼ନ
ମୁମ୍ବାଇ, ୨ା୩: ଛତ୍ରପତି ଶିବାଜୀଙ୍କ ଗୁରୁ ଥିଲେ ସନ୍ଥ ସମର୍ଥ ରାମଦାସ। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ନିକଟରେ ଔରଙ୍ଗାବାଦଠାରେ ଏକ କାର୍ଯ୍ୟକ୍ରମରେ ଏହା କହିବା ପରଠାରୁ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜାତୀୟତାବାଦୀ କଂଗ୍ରେସ (ଏନ୍ସିପି), ଶିବସେନା,…
ତିନି ପାଦ ତଳକୁ ଖସିଲା ଭାରତ
ନୂଆଦିଲ୍ଲୀ,୨ା୩: ୨୦୩୦ ମସିହା ବେଳକୁ ଭାରତ ଯେଉଁ ବିକାଶ ଲକ୍ଷ୍ୟ ରଖିଥିଲା ତାହା ପୂରଣ ହେବାପରି ମନେହେଉନାହିଁ। ସେଣ୍ଟର ଫର୍ ସାଇନ୍ସ ଆଣ୍ଡ୍ ଏନ୍ଭାଇରନମେଣ୍ଟସ୍ ଷ୍ଟେଟ୍ ଅଫ୍ ଇଣ୍ଡିଆନ୍ସ ଏନ୍ଭାଇରନମେଣ୍ଟ ରିପୋର୍ଟ ୨୦୨୨ରୁ ଏହା ସ୍ପଷ୍ଟ ବାରି ହୋଇପଡୁଛି। ପାକିସ୍ତାନକୁ ଛାଡ଼ିଦେଲେ…
ଆଜି ଫେରିବ ୭ ବିମାନ
ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍ ରାଜଧାନୀ କ୍ୱିଭ୍ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ମଙ୍ଗଳବାର ସୂଚନା ଦେଇଛନ୍ତି। ୟୁକ୍ରେନ୍ରୁ ଭାରତୀୟଙ୍କୁ ଏୟାରଲିଫ୍ଟ କରି…
ଫେବୃୟାରୀରେ ଜିଏସ୍ଟି ସଂଗ୍ରହ ୧.୩ ଲକ୍ଷ କୋଟି
ନୂଆଦିଲ୍ଲୀ,୨।୩: ଭାରତର ଅର୍ଥନୀତିକୁ ସୁଦୃଢ଼ କରୁଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହର ସବିଶେଷ ସୂଚନା ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉକ୍ତ ସୂଚନା ଅନୁସାରେ ଗତ ଫେବୃୟାରୀରେ ଦେଶର ଜିଏସ୍ଟି ସଂଗ୍ରହ ପ୍ରାୟ ୧.୩୩…
Archives


