ପିଲାଦିନ କଥା ମନେପକାଇଲେ ମୋଦି
ଆଲିଗଡ.୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରପ୍ରଦେଶର ଆଲିଗଡରେ ପହଞ୍ଚି ରାଜ ମହେନ୍ଦ୍ର ପ୍ରତାପ ସିଂ ଯୁନିଭରସିଟିର ଶିଳାନ୍ୟାସ କରିଛନ୍ତି। ଏଠାରେ ସେ ତାଙ୍କ ଭାଷଣ ସମୟରେ ୟୁପିର ନିର୍ବାଚନୀ ବିଗୁଲକୁ ବଜାଇଛନ୍ତି। ବିରୋଧୀଙ୍କୁ ଟାର୍ଗେଟ କରି ମୋଦି ସେମାନଙ୍କୁ...
ଦିଦିଙ୍କ ଉପରେ ସଙ୍କଟ, ପ୍ରାର୍ଥୀପତ୍ର ନାକଚ ହେବା ଆଶଙ୍କା…
କୋଲକାତା,୧୪।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପ ନିର୍ବାଚନ ହେବ। ଏହି ଆସନ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେବେ ଏବେ ଦିଦିଙ୍କ ଉପରେ ସଙ୍କଟ ଦେଖାଦେଇଛି। ତାଙ୍କ ପ୍ରାର୍ଥୀପତ୍ର ନାକଚ ହେବାର...
ଅମରାବତିରେ ଡଙ୍ଗାବୁଡି: ୧୧ ମୃତ, ୮ ନିଖୋଜ
ୱାର୍ଧା,୧୪ ।୯: ମହାରାଷ୍ଟ୍ରର ଅମରାବତିରେ ଡଙ୍ଗା ଓଲଟି ଯିବାରୁ ୧୧ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୮ ଜଣ ନିଖୋଜ ଥିବା ଜଣାପଡିଛି । ୱାର୍ଧା ନଦୀରେ ଏହି ଦୁର୍ଘଟଣା ଘଟିଥିବା ବେଳେ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ...
କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ନୁହେଁ ଅଧିକ ମୂଲ୍ୟବାନ, ଏସ୍ସି…
ନୂଆଦିଲ୍ଲୀ,୧୪।୯: ଆଇନଜୀବୀଙ୍କ ଉଦ୍ଦେଶ୍ୟରେ ସୁପ୍ରିମ୍କୋର୍ଟ (ଏସ୍ସି) କଠୋର ମନ୍ତବ୍ୟ ପ୍ରୟୋଗ କରିଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯେ, କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ଅଧିକ ମୂଲ୍ୟବାନ ନୁହେଁ। ସାଧାରଣ ଲୋକଙ୍କ ପାଇଁ ଜାରି ହୋଇଥିବା ନିୟମ ଆଇନଜୀବୀଙ୍କ ଲାଗି ବି...
କୃଷକ ଆନ୍ଦୋଳନ ଯୋଗୁ ୯,୦୦୦ କମ୍ପାନୀଙ୍କ କ୍ଷତି, କେନ୍ଦ୍ର ସହିତ ୪ ରାଜ୍ୟକୁ ଏନ୍ଏଚ୍ଆର୍ସି ନୋଟିସ୍…
ନୂଆଦିଲ୍ଲୀ,୧୪।୯: କୃଷକଙ୍କ ଆନ୍ଦୋଳନ ଦ୍ୱାରା ୯,୦୦୦ରୁ ଅଧିକ କ୍ଷୁଦ୍ର ଏବଂ ମଧ୍ୟମ କମ୍ପାନୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ସମେତ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଏବଂ ରାଜସ୍ଥାନ ଆଦି ୪ ରାଜ୍ୟକୁ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି )...
ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କଲେ ମୋଦି
ଆଲିଗଡ଼,୧୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ ପଟେଲ ବି ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟର...
ଗସ୍ତ ଏକ, ଲକ୍ଷ୍ୟ ଅନେକ…
ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୪ରେ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଜୋ ବାଇଡେନ୍ କ୍ଷମତାକୁ ଆସିବା ପରେ ଏହା ମୋଦିଙ୍କ ପ୍ରଥମ ଆମେରିକା ଗସ୍ତ। ମୋଦିଙ୍କର ଗସ୍ତ ଏକ ଥିଲେ ମଧ୍ୟ ଲକ୍ଷ୍ୟ ଅନେକ...
ଗର୍ଲଫ୍ରେଣ୍ଡ ଖୋଜିବାରେ ବିଧାୟକଙ୍କ ସାହାଯ୍ୟ ଲୋଡିଲେ ଯୁବକ: ଆଉ ତା’ପରେ
ମୁମ୍ବାଇ,୧୪।୯: ଅଞ୍ଚଳର ସମସ୍ୟା ସମ୍ପର୍କରେ ଲୋକେ ବିଧାୟକ ଏବଂ ଏମ୍ପିଙ୍କୁ ଚିଠି ଲେଖିବା ଏକ ସାଧାରଣ କଥା। ଅନେକ ଲୋକ ସୁଖ କିମ୍ବା ଦୁଃଖ ସମୟରେ ମଧ୍ୟ ଅଞ୍ଚଳର ପ୍ରତିନିଧୀଙ୍କୁ ମନେ ପକାନ୍ତି। କିନ୍ତୁ ମହାରାଷ୍ଟ୍ରରୁ ଏକ ଅଦ୍ଭୁତ ମାମଲା...
ବାପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ନେଇ ଝିଅ କହିଲେ…
ଗାନ୍ଧିନଗର,୧୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଝିଅ ରାଧିକା ତାଙ୍କ ଫେସବୁକ ପୃଷ୍ଠାରେ ଏକ ଭାବପ୍ରବଣ ପୋଷ୍ଟ ଲେଖି ତାଙ୍କ ବାପାଙ୍କ ସଂଘର୍ଷ ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁମାନେ ତାଙ୍କ ବାପାଙ୍କ କୋମଳ କଥିତ ଭାବମୂର୍ତ୍ତିକୁ ତାଙ୍କ ବିଫଳତାର କାରଣ...
କିଭଳି ହାରିବ କରୋନା,ଟିକା ନେବାର ୨ ମାସ ମଧ୍ୟରେ କମୁଛି ଆଣ୍ଟିବଡ଼ି…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୪।୯: କରୋନା ମହାମାରୀ ବିରୋଧରେ ଲଢ଼େଇ ପାଇଁ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ପ୍ରକାଶ ପାଇଥିବା ଏକ ରିପୋର୍ଟ ନେଇ ସରକାରଙ୍କ ଚିନ୍ତା ପୁଣି ବଢ଼ିବାରେ ଲାଗିଛି। ଓଡ଼ିଶାର ଭୁବନେଶ୍ୱର ସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ...
ସିଭିଲ ସର୍ଭିସ୍ ପରୀକ୍ଷାରେ ଝିଅ ଅଧିକ ସଫଳ, ୨୪ରୁ ୨୬ ବର୍ଷ ମଧ୍ୟରେ ଯୁବବର୍ଗଙ୍କ ଭବିଷ୍ୟତ ଚିନ୍ତା…
ନୂଆଦିଲ୍ଲୀ,୧୪।୯: ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସ୍ସି) ଦ୍ୱାରା ପରିଚାଳିତ ହେଉଥିବା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଝିଅଙ୍କ ସଫଳତା ହାର ପୁଅଙ୍କ ତୁଳନାରେ ଅଧିକ ରହିଛି। ସେହିପରି ୨୬ ବର୍ଷରୁ କମ୍ ବୟସରେ ସଫଳତା ହାର ସର୍ବାଧିକ ରହିଛି ବୋଲି...
କେତେ ଦିନ ପିନ୍ଧିବାକୁ ପଡ଼ିବ ମାସ୍କ୍, ସରକାର ଦେଲେ ଉତ୍ତର…
ନୂଆଦିଲ୍ଲୀ,୧୪।୯: କରୋନା ମହାମାରୀକୁ ଏଡାଇବା ପାଇଁ ମାସ୍କକୁ କେତେ ଦିନ ପିନ୍ଧିବାକୁ ପଡିବ ଏନେଇ ସରକାରୀ ପ୍ୟାନେଲ ଉତ୍ତର ଦେଇଛନ୍ତି। ପ୍ୟାନେଲ ଅନୁସାରେ କରୋନା ସମସ୍ତଙ୍କ ଜୀବନକୁ ସମ୍ପୂର୍ଣ୍ଣ ରୂପେ ବଦଳାଇ ଦେଇଛି। ମାସ୍କ ପିନ୍ଧିବା ସହିତ କରୋନା ମାର୍ଗଦର୍ଶିକା,...
Archives


