ଦଳୀୟ ଟିକେଟ୍ ପାଇଁ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହତ୍ୟା କଲେ ଏମ୍ପି
ଲକ୍ଷ୍ନୌ,୧୧।୧: ସମାଜବାଦୀ ପାର୍ଟି (ସପା) ନେତା ଫିରୋଜ ଅହମ୍ମଦଙ୍କ ହତ୍ୟା ମାମଲାରେ ଏମ୍ପି ରିଜଓ୍ବାନ ଜାହୀରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ବଲରାମପୁର ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଏମ୍ପିଙ୍କ ଝିଅ, ଜ୍ୱାଇଁ ଥିବା ପୋଲିସ ପକ୍ଷରୁ କୁହାଯାଇଛି।…
ହାପି ବାର୍ଥ ଡେ ଭାମିକା, ବର୍ଷକର ହେଲେ ବିରୁଷ୍କାଙ୍କ ଝିଅ
ମୁମ୍ବାଇ,୧୧ ।୧: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଭାମିକା କୋହଲି ବର୍ଷକର ହୋଇଛନ୍ତି । ୧୧ ଜାନୁୟାରୀ ୨୦୨୧ରେ ଜନ୍ମ ନେଇଥିବା ଭାମିକାଙ୍କ ଜନ୍ମଦିନକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି…
ନିର୍ବାଚନ ଲଢିବେନି ମାୟାବତୀ
ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନରେ ବିଏସପି ସୁପ୍ରିମୋ ମାୟାବତୀ ଏଥର ନିର୍ବାଚନ ଲଢିବେ ନାହିଁ। ବିଏସପି ସାଧାରଣ ସମ୍ପାଦକ ସତୀଶ ଚନ୍ଦ୍ର ମିଶ୍ର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ ମଧ୍ୟ ଏଥର ନିର୍ବାଚନ ଲଢୁ ନ ଥିବା ପ୍ରକାଶ…
ଜେଲ୍ରେ କରୋନା ବିସ୍ଫୋରଣ, ୬୬ କଏଦୀ-୪୮ କର୍ମଚାରୀ ପଜିଟିଭ୍…
ନୂଆଦିଲ୍ଲୀ, ୧୧।୧ : ଦିଲ୍ଲୀର ବିଭିନ୍ନ ଜେଲ୍ରେ କରୋନା ମହାମାରୀ ବିସ୍ଫୋରଣ ଘଟିଛି। ଜେଲ୍ର ୬୬ କଏଦୀ ଏବଂ ୪୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେଥିମଧ୍ୟରେ ଦିଲ୍ଲୀର ତିହାର ଜେଲ୍ରେ ୪୨ କଏଦୀ ଏବଂ ୩୪ କର୍ମଚାରୀ…
ଆଇସୋଲେଶନରେ ଥିବା ଲୋକଙ୍କ ପାଇଁ ଯୋଗ କ୍ଲାସ ଘୋଷଣା କଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରେ କୋଭିଡ୍ ସଂକ୍ରମଣ ବଢିଚାଲିଛି। ଏ ନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ କଟକଣା ମଧ୍ୟ ଜାରି କରାଯାଇଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରଓ୍ବାଲ ଆଇସୋଲେଶନରେ ଥିବା ଲୋକଙ୍କ ପାଇଁ ଯୋଗ କ୍ଲାସ ଘୋଷଣା କରିଛନ୍ତି। ଅନ୍ଲାଇନ ଯୋଗେ ଯୋଗ…
ମକର ସଂକ୍ରାନ୍ତିରେ ଗଙ୍ଗା ସ୍ନାନ ବନ୍ଦ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ମକର ସଂକ୍ରାନ୍ତି ୧୪ ଜାନୁୟାରୀରେ ପଡୁଛି। ଏହି…
ଲତା ମଙ୍ଗେସକର ଅସୁସ୍ଥ: ଆଇସିୟୁରେ ଭର୍ତ୍ତି
ମୁମ୍ବାଇ,୧୧ ।୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଅସୁସ୍ଥ ହୋଇ ପଡିଛନ୍ତି । ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ହେଲେ ତାଙ୍କ ନିକଟରେ ହାଲକା ଲକ୍ଷଣ ଥିବା ସୂଚନା ମିଳିଛି । ତାଙ୍କୁ ମୁମ୍ବାଇର…
ବିଦେଶ ଫେରନ୍ତାଙ୍କ ପାଇଁ ୭ ଦିନିଆ ହୋମ୍ କ୍ୱାରାଣ୍ଟାଇନ୍ ଅନିବାର୍ଯ୍ୟ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଭାରତକୁ ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ମଙ୍ଗଳବାରଠାରୁ…
ଅପରାହ୍ନରେ ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ବୈଠକ କରିବେ ମୋଦି
ନୂଆଦିଲ୍ଲୀ,୧୧।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଅନେକ ରାଜ୍ୟରେ କୋଭିଡ କଟକଣା ମଧ୍ୟ ଲାଗୁ କରାଯାଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଏକ ବୈଠକ ଡାକିଛନ୍ତି। ଅପରାହ୍ନ ୪ଟା ସମୟରେ ଭର୍ଚ୍ଚୁଆଲ ମାଧ୍ୟମରେ…
ରାଜଧାନୀରେ ସବୁ ବେସରକାରୀ କାର୍ଯ୍ୟାଳୟ-ରେଷ୍ଟୁରାଣ୍ଟ-ବାର୍ ବନ୍ଦ…
ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ ସମସ୍ତ…
ଲୋନ୍ ନ ଦେବାରୁ ବ୍ୟାଙ୍କ ଜାଳି ଦେଲେ
ହାଭେରି(କର୍ନାଟକ),୧୧।୧: ଲୋନ ଆପ୍ଲିକେଶନ ପ୍ରତ୍ୟାଖ୍ୟାନ ଯୋଗୁ ଉତ୍ତ୍ୟକ୍ତ ହୋଇ ଜଣେ ବ୍ୟକ୍ତି ବ୍ୟାଙ୍କ୍ ଜାଳି ଦେଇଛନ୍ତି। ଏଭଳି ଘଟଣା ରବିବାର କର୍ନାଟକର ହାଭେରି ଜିଲାରେ ଘଟିଛି। କାଜିନେଲି ଥାନାରେ ୪୩୬, ୪୭୭, ୪୩୫ ଦଫାରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ବ୍ୟକ୍ତିଙ୍କୁ…
୨୮ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ପହଞ୍ଚିଲା ଓମିକ୍ରନ୍…
ନୂଆଦିଲ୍ଲୀ, ୧୧।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬୧ ଛୁଇଁଛି।…
Archives


