ଗର୍ଲଫ୍ରେଣ୍ଡ ଖୋଜିବାରେ ବିଧାୟକଙ୍କ ସାହାଯ୍ୟ ଲୋଡିଲେ ଯୁବକ: ଆଉ ତା’ପରେ
ମୁମ୍ବାଇ,୧୪।୯: ଅଞ୍ଚଳର ସମସ୍ୟା ସମ୍ପର୍କରେ ଲୋକେ ବିଧାୟକ ଏବଂ ଏମ୍ପିଙ୍କୁ ଚିଠି ଲେଖିବା ଏକ ସାଧାରଣ କଥା। ଅନେକ ଲୋକ ସୁଖ କିମ୍ବା ଦୁଃଖ ସମୟରେ ମଧ୍ୟ ଅଞ୍ଚଳର ପ୍ରତିନିଧୀଙ୍କୁ ମନେ ପକାନ୍ତି। କିନ୍ତୁ ମହାରାଷ୍ଟ୍ରରୁ ଏକ ଅଦ୍ଭୁତ ମାମଲା...
ବାପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ନେଇ ଝିଅ କହିଲେ…
ଗାନ୍ଧିନଗର,୧୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଝିଅ ରାଧିକା ତାଙ୍କ ଫେସବୁକ ପୃଷ୍ଠାରେ ଏକ ଭାବପ୍ରବଣ ପୋଷ୍ଟ ଲେଖି ତାଙ୍କ ବାପାଙ୍କ ସଂଘର୍ଷ ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁମାନେ ତାଙ୍କ ବାପାଙ୍କ କୋମଳ କଥିତ ଭାବମୂର୍ତ୍ତିକୁ ତାଙ୍କ ବିଫଳତାର କାରଣ...
କିଭଳି ହାରିବ କରୋନା,ଟିକା ନେବାର ୨ ମାସ ମଧ୍ୟରେ କମୁଛି ଆଣ୍ଟିବଡ଼ି…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୪।୯: କରୋନା ମହାମାରୀ ବିରୋଧରେ ଲଢ଼େଇ ପାଇଁ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ପ୍ରକାଶ ପାଇଥିବା ଏକ ରିପୋର୍ଟ ନେଇ ସରକାରଙ୍କ ଚିନ୍ତା ପୁଣି ବଢ଼ିବାରେ ଲାଗିଛି। ଓଡ଼ିଶାର ଭୁବନେଶ୍ୱର ସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ...
ସିଭିଲ ସର୍ଭିସ୍ ପରୀକ୍ଷାରେ ଝିଅ ଅଧିକ ସଫଳ, ୨୪ରୁ ୨୬ ବର୍ଷ ମଧ୍ୟରେ ଯୁବବର୍ଗଙ୍କ ଭବିଷ୍ୟତ ଚିନ୍ତା…
ନୂଆଦିଲ୍ଲୀ,୧୪।୯: ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସ୍ସି) ଦ୍ୱାରା ପରିଚାଳିତ ହେଉଥିବା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଝିଅଙ୍କ ସଫଳତା ହାର ପୁଅଙ୍କ ତୁଳନାରେ ଅଧିକ ରହିଛି। ସେହିପରି ୨୬ ବର୍ଷରୁ କମ୍ ବୟସରେ ସଫଳତା ହାର ସର୍ବାଧିକ ରହିଛି ବୋଲି...
କେତେ ଦିନ ପିନ୍ଧିବାକୁ ପଡ଼ିବ ମାସ୍କ୍, ସରକାର ଦେଲେ ଉତ୍ତର…
ନୂଆଦିଲ୍ଲୀ,୧୪।୯: କରୋନା ମହାମାରୀକୁ ଏଡାଇବା ପାଇଁ ମାସ୍କକୁ କେତେ ଦିନ ପିନ୍ଧିବାକୁ ପଡିବ ଏନେଇ ସରକାରୀ ପ୍ୟାନେଲ ଉତ୍ତର ଦେଇଛନ୍ତି। ପ୍ୟାନେଲ ଅନୁସାରେ କରୋନା ସମସ୍ତଙ୍କ ଜୀବନକୁ ସମ୍ପୂର୍ଣ୍ଣ ରୂପେ ବଦଳାଇ ଦେଇଛି। ମାସ୍କ ପିନ୍ଧିବା ସହିତ କରୋନା ମାର୍ଗଦର୍ଶିକା,...
ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…
ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ...
ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା
ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ ଲୋକ ଝିଅଟିଏ ଜନ୍ମ ହେଲେ ମନ ଖରାପ କରୁଛନ୍ତି । ଆଉ କେହି...
ବିଧାୟକଙ୍କଠାରୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ଦୁଃଖି, କେବେ ଚାଲିଯିବ ପଦ: ଗଡକରୀ
ନୂଆଦିଲ୍ଲୀ,୧୪ ।୯: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ନିଜର ବେକାକୁ ବୟାନକୁ ନେଇ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ସୋମବାର ରାଜସ୍ଥାନ ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରି ଏମିତି ଏକ କଥା କହିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି...
ତାମିଲ ଈଶ୍ୱରଙ୍କ ଭାଷା: ମାଡ୍ରାସ୍ ହାଇକୋର୍ଟ
ଚେନ୍ନାଇ, ୧୪।୯: ତାମିଲ ଈଶ୍ୱରଙ୍କ ଭାଷା। ଅଝଓ୍ବର ଏବଂ ନୟନମାରଙ୍କ ଭଳି ସନ୍ଥ ଲେଖିଥିବା ତାମିଲ ମନ୍ତ୍ର ଦେଶର ମନ୍ଦିରଗୁଡ଼ିକରେ ଆବୃତ୍ତି ହେବା ଆବଶ୍ୟକ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ସଂସ୍କୃତ ଭଗବାନଙ୍କ ଭାଷା ବୋଲି ବିଶ୍ୱାସ ରହିଆସିଥିବା ଜଷ୍ଟିସ୍...
ବଞ୍ଚିବା ପାଇଁ ବିକି ଦେଉଛନ୍ତି
କାବୁଲ, ୧୪ା୯: ପୂର୍ବ କଷ୍ଟୋପାର୍ଜିତ ଅର୍ଥ ବ୍ୟାଙ୍କରେ ପଡ଼ିଛି। ତାଲିବାନ୍ ମୁହଁକୁ ଦେଖି ଅନ୍ତର୍ଜାତୀୟ ସଙ୍ଗଠନଗୁଡ଼ିକ ଆଫଗାନିସ୍ତାନକୁ ପାଣ୍ଠି ଦେବାକୁ ମନା କରିଦେବା ପରେ ଲୋକଙ୍କ ମୁଣ୍ଡ ଉପରେ ପଡ଼ିଛି ଅକାଳ ଚଡ଼କ। କାହା ହାତରେ ଖାଇବାକୁ ଅର୍ଥ ନାହିଁ...
ବିନା ଏନ୍ଇଇଟିରେ ଡାକ୍ତରୀ ନାମଲେଖା
ଚେନ୍ନାଇ, ୧୪ା୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ନ ଦେଇ ସିଧାସଳଖ ଡାକ୍ତରୀ ପାଠ ପଢ଼ିବା ପାଇଁ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଏକ ବିଲ୍ ଆଣିଛନ୍ତି। ଉକ୍ତ ବିଲ୍ ଅନୁଯାୟୀ ଜଣେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ...
ତିନି ମାସ ପରେ ଆସିବ କରୋନାର ତୃତୀୟ ଲହର!
ନୂଆଦିଲ୍ଲୀ,୧୪ ।୯: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ତା’ର ତୃତୀୟ ଲହରକୁ ନେଇ ଚିନ୍ତା ବଢିବାରେ ଲାଗିଛି । କେହି କେହି ବିଶେଷଜ୍ଞ କହୁଛନ୍ତି ଦେଶର କିଛି ରାଜ୍ୟରେ କରୋନାର ତୃତୀୟ...
Archives


