ଜାତୀୟ

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ…

ଯେଉଁଠି ଅଛ ସୁରକ୍ଷିତ ରୁହ,ଭାରତୀୟ ଦୂତାବାସ ପକ୍ଷରୁ ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ/କ୍ୱିଭ୍‌,୨୪।୨ : ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏକ ଆଡଭାଇଜରୀ ଜାରି କରାଯାଇଛି ଯେ ୟୁକ୍ରେନରେ ଅନେକ ଅନିଶ୍ଚିତତା ରହିଛି। ତୁମେ ନିଜ ଘର, ହଷ୍ଟେଲ ଏବଂ ରାସ୍ତାରେ ଯେଉଁଠାରେ ବି ଥାଅ , ଶାନ୍ତ ରୁହ…

ଯିଏ ଯେଉଁଠି ଅଛ, ସେଇଠି ରୁହ: ଦୂତାବାସ

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ ଉପରେ ଗୁରୁବାର ରୁଷିଆ ଆକ୍ରମଣ କରିଛି। ଏହା ପରେ ୟୁକ୍ରେନରେ ସ୍ଥିତି ଗମ୍ଭୀର ରହିଛି। ଇତି ମଧ୍ୟରେ ୟୁକ୍ରେନରେ ରହୁଥିବା ଭାରତୀୟଙ୍କୁ ପରାମର୍ଶ ଦେଇଛି କ୍ୱିଭ୍‌ସ୍ଥିତ ଭାରତୀୟ ଦୂତାବାସ। ଯିଏ ଯେଉଁଠି ଅଛନ୍ତି ସେଠି ରୁହନ୍ତୁ। ଶାନ୍ତ ଏବଂ…

୧୮ ହଜାରରୁ ଅଧିକ ଭାରତୀୟ ଆତଙ୍କିତ, ବିମାନ ଉଡ଼ାଣ ବନ୍ଦ, ବଙ୍କରରେ ଆଶ୍ରୟ…

ନୂଆଦିଲ୍ଲୀ/କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଟିଭି ଚ୍ୟାନେଲ ମାଧ୍ୟମରେ ଭାରତର ଘରେ ଘରେ ଯୁଦ୍ଧକାଳୀନ ସାଇରନ୍‌ ଶବ୍ଦ ଶୁଣାଯାଉଛି। ୟୁକ୍ରେନର ଆକାଶରେ ବହଳ ଧୂଆଁ ଦେଖି ଭାରତୀୟ ବହୁ ପରିବାର ଆତଙ୍କିତ ହୋଇଯାଇଛନ୍ତି। ଯେଉଁ ଭାରତୀୟମାନଙ୍କର ସମ୍ପର୍କୀୟ…

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି। ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ…

ୟୁକ୍ରେନରୁ ଫେରିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନ ପୂର୍ବାଞ୍ଚଳର ବିଭିନ୍ନ ସ୍ଥାନରେ ରକେଟ୍‌ ମାଡ଼ କରାଯାଇଛି। ଏଥିଯୋଗୁ ୟୁକ୍ରେନ ଏହାର ଏୟାରସ୍ପେସ୍‌କୁ ବନ୍ଦ କରି ଦେଇଛି। ଏୟାରସ୍ପେସ୍‌ ବନ୍ଦ କରି ଦିଆଯାଇଥିବାରୁ ଏୟାର ଇଣ୍ଡିଆ ବିମାନ…

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ…

ବଚ୍ଚନ ଦମ୍ପତି ଆଶ୍ୱସ୍ତ

ମୁମ୍ବାଇ,୨୪ ।୨: ବଲିଉଡ ଅଭିନେତା ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କୁ ତାଙ୍କ ଘର ‘ପ୍ରତିକ୍ଷା’ ମାମଲାରେ ବମ୍ବେ ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବମ୍ବେ ହାଇକୋର୍ଟ ବୃହାନମୁମ୍ବାଇ ମହାନଗର ପାଳିକା (ବିଏମସି)କୁ ନିର୍ଦ୍ଦେଶ ଦେଇଛନ୍ତି କି ଅମିତାଭ ବଚ୍ଚନ…

ଇଡି କାର୍ଯ୍ୟାଳୟରେ କଟିଲା ନୱାବଙ୍କ ପ୍ରଥମ ରାତି

ମୁମ୍ବାଇ,୨୪ ।୨: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ନୱାବ ମଲିକଙ୍କ ଗିରଫକୁ ନେଇ ରାଜନୀତି ତାପମାତ୍ରା ବଢିବାରେ ଲାଗିଛି । ଏହା କେବଳ ମହାରାଷ୍ଟ୍ର ନୁହେଁ ବରଂ ଉତ୍ତର ପ୍ରଦେଶ ଓ ପଶ୍ଚିମ ବଙ୍ଗରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି ।…

୪ ଲଶ୍କର ସହାୟକ ଗିରଫ…

ଶ୍ରୀନଗର,୨୪।୨ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରୁ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଚାରିଜଣ ସହାୟକଙ୍କୁ ସୁରକ୍ଷା ବାହିନୀ ଗିରଫ କରିଛନ୍ତିି। ପୋଲିସ ମୁଖପାତ୍ର କହିଛନ୍ତି ଯେ ବାରମୁଳା ଠାରୁ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର ସହ ଜଡିତ ଆତଙ୍କବାଦୀଙ୍କ ଦୁଇଜଣ ସହାୟକଙ୍କୁ…

ମାଲ୍ୟା, ନୀରବ, ଚୋକ୍‌ସିଙ୍କଠାରୁ ୧୮,୦୦୦ କୋଟି ବ୍ୟାଙ୍କକୁ ଫେରିଛି

ନୂଆଦିଲ୍ଲୀ,୨୪।୨: ବ୍ୟବସାୟୀ ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍‌ସିଙ୍କଠାରୁ ବ୍ୟାଙ୍କକୁ ୧୮,୦୦୦ କୋଟି ଟଙ୍କା ଫେରିଥିବା କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ପଳାତକ ଅର୍ଥନୈତିକ ଅପରାଧ ଆଇନରେ ଏହି ୩ ବ୍ୟବସାୟୀଙ୍କୁ ପଳାତକ ଅପରାଧୀ ଘୋଷଣା କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri