ଜାତୀୟ

୭ ବର୍ଷର ରେକର୍ଡ ଭାଙ୍ଗିଲା ତେଲ

ନୂଆଦିଲ୍ଲୀ,୨୩ା୨: କୋଭିଡ୍‌ ମହାମାରୀ ଯୋଗୁ ଭୁଶୁଡ଼ିପଡ଼ିଥିବା ବିଶ୍ୱ ଅର୍ଥନୀତି ଅଣ୍ଟା ସଳଖି ଛିଡ଼ା ହେବାକୁ ଉଦ୍ୟମ କରୁଥିବାବେଳେ ରୁଷିଆର ଜିଦ୍‌ଖୋର ମନୋବୃତ୍ତି ଆଉ ଏକ ବିପତ୍ତିକୁ ଡାକି ଆଣିଛି। ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ ସ୍ଥିତି ମଧ୍ୟରେ ବିଶ୍ୱରେ ତେଲ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ…

କ୍ଷମତାଶାଳୀ-ସାଧାରଣଙ୍କ ପାଇଁ ଦୁଇ ଭିନ୍ନ ଭିନ୍ନ ଆଇନ ହୋଇ ପାରିବ ନାହିଁ…

ଥିରୁଭାନନ୍ତପୁରମ୍‌, ୨୨।୨ : ଆଇନ ସଭିଙ୍କ ପାଇଁ ସମାନ। ସମାଜରେ କ୍ଷମତାଶାଳୀ ଏବଂ ସାଧାରଣ ଲୋକଙ୍କ ଲାଗି ଦୁଇ ଭିନ୍ନ ଭିନ୍ନ ଆଇନ ହୋଇ ପାରିବ ନାହିଁ ବୋଲି କେରଳ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ରାଜ୍ୟରେ…

ନାବାଳିକାଙ୍କ ସହ ପ୍ରେମସମ୍ପର୍କରେ ଅଭିଯୁକ୍ତଙ୍କୁ ଜାମିନ ଅପ୍ରାସଙ୍ଗିକ …

ନୂଆଦିଲ୍ଲୀ, ୨୨।୨ : ନାବାଳିକାଙ୍କ ସହ ପ୍ରେମ ସମ୍ପର୍କରେ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ଅପ୍ରାସଙ୍ଗିକ ବୋଲି ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର ସମୟରେ ଏଭଳି କହିଛନ୍ତି। ଝାଡଖଣ୍ଡ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର କରିଥିଲେ। ତେବେ ଏନେଇ…

ଭାରତର ବନ୍ଧୁପଣିଆ, ଆଫଗାନିସ୍ତାନକୁ ପଠାଇଲା ୫୦ ଟ୍ରକ୍‌ ଗହମ…

ନୂଆଦିଲ୍ଲୀ, ୨୨।୨ : ବିପଦ ସମୟରେ ଭାରତ ନିଜର ବନ୍ଧୁପଣିଆ ଦେଖାଇଛି। ଆଫଗାନିସ୍ତାନରେ ଜାରି ରହିଥିବା ଖାଦ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଭାରତ ୫୦ ଟକ୍ର ଗହମ ପଠାଇଛି। ୨୫୦୦ ମ୍ରେଟିକ୍‌ ଟନ୍‌ ଗହମ ମଙ୍ଗଳବାର ଆଫଗାନିସ୍ତାନ ଅଭିମୁଖେ ପଠାଯାଇଛି। ବହିର୍ବ୍ୟାପାର…

ମୋଦିଙ୍କ ସହିତ ଟିଭି ବିତର୍କ କରିବାକୁ ଚାହୁଁଛନ୍ତି ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୨।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ୍‌ ଖାଁ ଟିଭି ବିତର୍କ କରିବାକୁ ଚାହୁଁଛନ୍ତି। ରୁଷିଆ ଗସ୍ତ କରିବାର ଏକ ଦିନ ପୂର୍ବରୁ ଏକ ସାକ୍ଷାତ୍‌କାରରେ ଇମ୍ରାନ୍‌ ଏଭଳି କହିଛନ୍ତି। ଇମ୍ରାନ୍‌ ୟୁକ୍ରେନ୍‌ ବିବାଦରେ ରୁଷିଆକୁ…

ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ …

ନୂଆଦିଲ୍ଲୀ, ୨୨।୨ : ବିଭିନ୍ନ ଫାର୍ମା କମ୍ପାନୀଗୁଡ଼ିକ ପକ୍ଷରୁ ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଫାର୍ମା କମ୍ପାନୀଙ୍କ ପକ୍ଷରୁ କୌଣସି ଦାବି ମଧ୍ୟ ଉପସ୍ଥାପନ କରିହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।…

ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ଲାଗି ମାଗିବା ପ୍ରମାଣ-ସ୍ବୀକୃତି ଅନିବାର୍ଯ୍ୟ…

ନୂଆଦିଲ୍ଲୀ, ୨୨।୨ : ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ଲାଗି ଦୁର୍ନୀତି ନିବାରଣ ଅଧିନିୟମ (ପିସି ଆକ୍ଟ)ର ଧାରା ୧୩ ଏବଂ ପଠିତ ଧାରା ୭ ଅନ୍ତର୍ଗତ ମାଗିବା ପ୍ରମାଣ ସହିତ ସ୍ବୀକୃତି ଅନିବାର୍ଯ୍ୟ। କେବଳ ଅର୍ଥ ରାଶିର…

ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ

ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ଏକ ସମାବେଶକୁ ସମ୍ବୋଧିତ…

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ମାମଲା, ବୁଧବାରରୁ ଶୁଣାଣି…

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍‌.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି…

ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ୪ ଅଭିଯୁକ୍ତ ଗିରଫ

ମୁମ୍ବାଇ, ୨୨।୨: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ଏପର୍ଯ୍ୟନ୍ତ ପୋଲିସର ତଦନ୍ତ ଜାରି ରହିଛି। ବର୍ତ୍ତମାନ ଏହି ମାମଲାରେ ଆଉ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁମ୍ବାଇ ପୋଲିସର…

ଏୟାର ଲିଫ୍ଟ୍‌ ଆରମ୍ଭ, ପ୍ରଥମ ବିମାନରେ ସ୍ବଦେଶ ଫେରିବେ ୨୫୬ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ/କ୍ୱିଭ୍‌, ୨୨।୨ : ୟୁକ୍ରେନ୍‌ରେ ଯୁଦ୍ଧ ସଙ୍କଟ ଦେଖାଦେଇଥିବାରୁ ଏଠାରେଥିବା ୨୦ ହଜାର ଭାରତୀୟ ନାଗରିକ ଏବଂ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ଲାଗି ଏୟାର ଲିଫ୍ଟ୍‌ ଆରମ୍ଭ ହୋଇଛି। ଏଥିରେ ୪ଟି ବିମାନକୁ ମୁତୟନ କରାଯାଇଛି। ପ୍ରଥମ…

ଉତ୍ତରପ୍ରଦେଶ ନିର୍ବାଚନ ପରେ ଭାଜପାଠାରୁ ଅଲଗା ହୋଇପାରନ୍ତି ନୀତିଶ: ସୂତ୍ର

ପାଟନା,୨୨।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନିର୍ବାଚନ ପରେ ନୀତିଶ କୁମାର ଭାଜପା ମେଣ୍ଟ ଆର୍ଥାତ୍‌ ଏନ୍‌ଡିଏରୁ ଅଲଗା ହୋଇପାରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri