ଜାତୀୟ

ସରକାରଙ୍କ ବଡ଼ ଉପହାର; ଅଧା ହେଲା ବିଜୁଳି ଦର

ଲକ୍ଷ୍ନୌ,୭।୧: ରାଜ୍ୟର ବିଦ୍ୟୁତ୍‌ ଉପଭୋକ୍ତାମାନଙ୍କୁ ଖୁସି କଲାଭଳି ଘୋଷଣା ଉତ୍ତରପ୍ରଦେଶ ସରକାର କରିଛନ୍ତି। ବିଦ୍ୟୁତ୍‌ ଦର ୫୦% ପର୍ଯ୍ୟନ୍ତ ହ୍ରାସ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। କେବଳ ସାଧାରଣ ଗ୍ରାହକ ନୁହନ୍ତି, ବରଂ ରାଜ୍ୟର କୃଷକମାନେ ମଧ୍ୟ ଏହାର ଲାଭ…

ଏଣିକି ୭ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବେ ବିଦେଶ ଫେରନ୍ତା

ନୂଆଦିଲ୍ଲୀ,୭।୧: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ପୂର୍ବରୁ କେବଳ ଆଟ୍‌ ରିସ୍କ ଦେଶରୁ ଆସୁଥିବା ବିଦେଶ ଫେରନ୍ତାଙ୍କ ପାଇଁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ ବ୍ୟବସ୍ଥା ଥିଲା। ହେଲେ…

ପ୍ରଧାନମନ୍ତ୍ରୀ ପଞ୍ଜାବର ଅପମାନ କରିଛନ୍ତି: ସିଦ୍ଧୁ

ଚଣ୍ଡିଗଡ଼,୭ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ନେଇ ଲଗାତାର ଭାବେ ରାଜନୈତିକ ସରଗରମ ଲାଗି ରହିଛି । ଇତିମଧ୍ୟରେ ଶୁକ୍ରବାର ପଞ୍ଜାବ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଏକ ଖବରଦାତା ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି…

କ୍ଷମା ମାଗିଲେ ଜାୱେଦ

ନୂଆଦିଲ୍ଲୀ,୭ ।୧: ଶେଷରେ କ୍ଷମା ମାଗିଲେ ହେୟାର ଷ୍ଟାଇଲିଷ୍ଟ ଜାୱେଦ ହବିବ । ଏକ ଭିଡିଓ ଜାରି କରି ସେ କହିଛନ୍ତି, ପ୍ରକୃତରେ ଆମ ଶୋ’ର ସମୟ ସୀମା ଟିକେ ଅଧିକ ହୋଇଥାଏ ତେଣୁ ମଝିରେ ମଝିରେ ମଜା କରିବାକୁ ପଡିଥାଏ…

ଭାରତ ପାଇଁ ଆଜି ଐତିହାସିକ ଦିନ: ମୋଦି

କୋଲକତା,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଦି ଶୁକ୍ରବାର କୋଲକତାର ଚିତ୍ତରଂଜନ ଜାତୀୟ କର୍କଟ ପ୍ରତିଷ୍ଠାନର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଦେଶରେ ଚାଲିଥିବା ରେକର୍ଡ ଟିକାକରଣକୁ ଏକ ଐତିହାସିକ ସଫଳତା ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମାତ୍ର ପାଞ୍ଚ ଦିନ…

ଆମ ସୀମାରେ ଯାହା ଘଟୁଛି, ତାହା ମଧ୍ୟ ଜାତୀୟ ନିରାପତ୍ତାର ଏକ ବଡ଼ ଧରଣର ତ୍ରୁଟି, ପ୍ରଧାନମନ୍ତ୍ରୀ ଚୁପ୍‌ କାହିଁକି: ରାହୁଲ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟି ନେଇ ପଞ୍ଜାବରେ ରାଜନୀତି ଏବେ ସରଗରମ ହୋଇଛି। ଗୋଟିଏ ପଟେ ଅନେକ ଭାଜପା ନେତା ପଞ୍ଜାବ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ କଂଗ୍ରେସ ନେତାମାନେ ଏହାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏହି…

ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧: ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୭।୧: ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧କୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଓବିସି ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏଥି ସହିତ, ଇଡବ୍ଲ୍ୟୁଏସ୍‌ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଚଳିତ ବର୍ଷ କାର୍ଯ୍ୟକାରୀ ହେବ। ତେବେ ଭବିଷ୍ୟତରେ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ଘଟଣା: ମାମଲା ରୁଜୁ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ପଞ୍ଜାବର ମୁଖ୍ୟ ସଚିବ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏକ ରିପୋର୍ଟ ଦାଖଲ କରିଛନ୍ତି। ଏହି ମାମଲାରେ ପୋଲିସ ମାମଲା ରୁଜୁ ହୋଇଛି ବୋଲି ସଚିବ ଗୃହ ମନ୍ତ୍ରଣାଳୟକୁ ସୂଚନା ଦେଇଛନ୍ତି। ଏହା…

୭ ମାସ ପରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ,୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୭ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଅର୍ଥାତ୍‌ ୨୦ ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଗୁଣ ବୃଦ୍ଧି…

୧୦ରେ ଓଡ଼ିଶା-ଆନ୍ଧ୍ରପ୍ରଦେଶ ପ୍ରଶାସନିକ ସ୍ତରରେ ଆଲୋଚନା

ନୂଆଦିଲ୍ଲୀ,୭।୧: କୋଟିଆ ବିବାଦ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା ସହ ଏହାର ସମାଧାନ ନିମନ୍ତେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଆସନ୍ତା ୧୦ ତାରିଖରେ ଆଲୋଚନା କରିବେ। ଏନେଇ ଗୁରୁବାର ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ବରିଷ୍ଠ ଆଇନଜୀବୀ…

ସୁରକ୍ଷାକର୍ମୀଙ୍କୁ ବଡସଫଳା: ୩ ଆତଙ୍କବାଦୀ ନିହତ

ଜମ୍ମୁ,୭ ।୧: କଶ୍ମୀର ବଡଗାମର ଜୋଲୱା କ୍ରାଲପୋରା ଛାଦୋରା ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି କଶ୍ମୀର ଆଇଜିପି ସୂଚନା ଦେଇଛନ୍ତି । ସେମାନଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି: ଛୁରି ଧରି ମଞ୍ଚ ଉପରକୁ ଚଢିଲେ ଯୁବକ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖିବାକୁ ମିଳିଛି। ଉଧମ ସିଂ ନଗରର କାଶୀପୁରରେ ତାଙ୍କ ସାଧାରଣ ସଭାରେ ଜଣେ ଯୁବକ ହାତରେ ଛୁରି ଧରି ମଞ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri