ଜାତୀୟ

ତିହାରରେ ତାଣ୍ଡବ: ନିଜକୁ ଆହତ କଲେ ୫ କଏଦୀ

ନୂଆଦିଲ୍ଲୀ,୭ ।୧: ତିହାରର ୩ ନମ୍ବର ଜେଲରେ ୫ ଜଣ କଏଦୀ ମୁଣ୍ଡ ବାଡେଇ ଲହୁ ଲୁହାଣ ହୋଇଥିବା ଜଣାପଡିଛି । ସିସି ଟିଭି କ୍ୟାମେରାରେ କଏଦୀଙ୍କର ଏହି କାଣ୍ଡ ଦେଖିବା ପରେ ତୁରନ୍ତ ଜେଲ କର୍ମଚାରୀ ସେଠାରେ ପହଞ୍ଚି ସେମାନଙ୍କୁ…

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍‌ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍‌ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ କରାଇଛନ୍ତି।…

୨୦୨୨ ନିର୍ବାଚନ: ଗୋଟିଏ ବୁଥରେ ସର୍ବାଧିକ ୧୨୫୦ଜଣ କରିପାରିବେ ମତଦାନ

ନୂଆଦିଲ୍ଲୀ,୭ ।୧: ଦେଶରେ କରୋନା ମହାମାରୀର ପ୍ରକୋପକୁ ଦେଖି ଦେଶରେ ୫ ରାଜ୍ୟରେ ହେବାକୁ ଯାଉଥିବା ନିର୍ବାଚନକୁ ଶୀଘ୍ର ଶେଷ କରିବାକୁ ନିର୍ବାଚନ କମିଶନ ଚିନ୍ତା କରୁଛନ୍ତି । ଏହାକୁ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…

ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା: ଲୋକ ସଭା ପ୍ରାର୍ଥୀ ୯୫ ଲକ୍ଷ, ବିଧାନସଭା ପ୍ରାର୍ଥୀ ୪୦ ଲକ୍ଷ ଯାଏ ବ୍ୟୟ କରିପାରିବେ

ନୂଆଦିଲ୍ଲୀ,୭ା୧: ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି:ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ,୭ା୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବୁଧବାର…

ଅନୁକମ୍ପା ପାଇଁ ମୋଦିଙ୍କ ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୭୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବ ଜନସାଧାରଣଙ୍କ ଅନୁକମ୍ପା ହାସଲ ପାଇଁ ‘ସୁରକ୍ଷାରେ ତ୍ରୁଟି’ ଷ୍ଟଣ୍ଟ୍‌ ଆପଣାଇଥିବା କୃଷକ ନେତା ରାକେଶ ଟିକାଏତ୍‌ ଗୁରୁବାର ସମାଲୋଚନା କରିଛନ୍ତି। ଭାରତୀୟ କିଷାନ ୟୁନିୟନ୍‌ (ବିକେୟୁ) ମୁଖପାତ୍ର ଟିକାଏତ୍‌ ଗଣମାଧ୍ୟମକୁ କହିଛନ୍ତି, ପ୍ରଧାନମନ୍ତ୍ରୀ ପଞ୍ଜାବକୁ ଯିବା…

ମହିଳାଙ୍କ କେଶ କାଟିବା ସମୟରେ ପାଣି ବଦଳରେ ଛେପ ପକାଇ ଫସିଲେ ହେୟାର ଷ୍ଟାଇଲିଷ୍ଟ

ନୂଆଦିଲ୍ଲୀ,୭ ।୧: ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ହେୟାର ଷ୍ଟାଇଲିଷ୍ଟ ଜାୱେଦ ହବିବଙ୍କର ଏକ ଭିଡିଓ । ଏଥିରେ ସେ ଜଣେ ମହିଳାଙ୍କ କେଶ କାଟୁଥିବା ନଜର ଆସିଛି । ଭିଡିଓରେ ପ୍ରଥମେ ଦେଖିବାକୁ ମିଳିଛି ଜାୱେଦ ମହିଳାଙ୍କ କେଶକୁ…

ମୋଦିଙ୍କ ଦୀର୍ଘ ଜୀବନ କାମନା କରି ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ବିଧାୟକ

ଇନ୍ଦୋର,୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତରୁ ଫେରିଆସିବା ଘଟଣାକୁ ନେଇ ଦେଶର ପ୍ରାୟ ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆକ୍ରୋଶ ଥିବା ନଜର ଆସିଛି । ସେମାନେ ଏଥିପାଇଁ ପଞ୍ଜାବ ସରକାରଙ୍କ ଢିଲା ସୁରକ୍ଷା ବ୍ୟବସ୍ଥାକୁ ଦାୟୀ…

ଗିରଫ ହେଲେ ‘ବୁଲ୍ଲି ବାଈ’ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଗୁଆହାଟୀ, ୭ା୧: ଜଣାଶୁଣା ତଥା ସମାଜରେ ପରିଚିତ ମୁସଲମାନ ମହିଳାଙ୍କ ଫଟୋ ବୁଲ୍ଲି ବାଈ ଆପ୍‌ରେ ଛାଡ଼ି ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ପୋଲିସ ଗୁରୁବାର ଏହାର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। ଆସାମର ଜୋରାହାଟରୁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୀରଜ…

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

‘ମୋଦି ଜିନ୍ଦାବାଦ’ କହିବା ପରେ ମନ୍ତ୍ରୀଙ୍କୁ ଛାଡ଼ିଲେ

ନୂଆଦିଲ୍ଲୀ,୬।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଫ୍ଲାଏଓଭରରେ ଫସିବାକୁ ନେଇ ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିବା ବେଳେ ପଞ୍ଜାବର ଜଣେ ମନ୍ତ୍ରୀଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଭାଜପା କର୍ମୀଙ୍କ ମଧ୍ୟରେ ଘେରି ହୋଇ ‘ମୋଦି ଜିନ୍ଦାବାଦ’…

ନିର୍ବାଚନ ପୂର୍ବରୁ ବଢ଼ିଲା ଖର୍ଚ୍ଚ ସୀମା

ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri