ଜାତୀୟ

କରାଚୀରେ ଜରୁରୀକାଳିନ ଅବତରଣ କଲା ଦିଲ୍ଲୀ-ଦୋହା ଫ୍ଲାଇଟ୍‌

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀରୁ ଦୋହା ଯାଉଥିବା କାତାର ଏୟାରଓ୍ବେଜର ଏକ ଫ୍ଲାଇଟ୍‌ ପାକିସ୍ତାନର କରାଚୀ ବିମାନ ବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ତେବେ ବିମାନରେ ଟେକ୍‌ନିକାଲ ସମସ୍ୟା ଯୋଗୁ ବିମାନର ରୁଟ୍‌ ବଦଳି ଥିବା କୁହାଯାଇଛି। ଫ୍ଲାଇଟ୍‌ କ୍ୱିଆରଏସ୍‌୫୭୯ରେ ୧୦୦ରୁ ଅଧିକ ଯାତ୍ରୀ…

ଭାରତରେ ଚତୁର୍ଥ ଲହର ହେବନି ଗୁରୁତର, ବିଶେଷଜ୍ଞଙ୍କ ସୂଚନା…

ନୂଆଦିଲ୍ଲୀ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୟୁରୋପରେ…

ଗୋଆ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ

ନୂଆଦିଲ୍ଲୀ,୨୧ ।୩: ଦେଶର ୫ ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ମାର୍ଚ୍ଚ ୧୦ରେ ସାମ୍ନାକୁ ଆସିଥିଲା । ୧୧ ଦିନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ରାଜ୍ୟରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାହାସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି…

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମୋଦିଙ୍କ ଦ୍ୱିତୀୟ ଶିଖର ବୈଠକ

ନୂଆଦିଲ୍ଲୀ,୨୧ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ସହ ଦିନ ୧୨ଟାରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ଭର୍ଚୁଆଲ ଶିଖର ବୈଠକରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ମରିସନଙ୍କ ପକ୍ଷରୁ ମଧ୍ୟ ଏହି ବୈଠକ ସମ୍ପର୍କରେ ସୂଚନା ଦିଆଯାଇଛି ।…

୪୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୫୪୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି…

‘ଅସାନି’ ଆସିବା ପୂର୍ବରୁ ଭୂକମ୍ପ ଝଟ୍‌କା…

ନୂଆଦିଲ୍ଲୀ୨୧।୩ : ବର୍ଷର ପ୍ରଥମ ସାଇକ୍ଲୋନିକ ଝଡ ‘ଅସାନି’ ଧୀରେ ଧୀରେ ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଛି। ରବିବାର ଏହା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିଥିଲା। ଏପରିସ୍ଥଳେ ସୋମବାର ସକାଳେ ଏଠାରେ ଭୂକମ୍ପର କମ୍ପନ ମଧ୍ୟ ଅନୁଭୂତ ହୋଇଛି।…

ଉତ୍ତରାଖଣ୍ଡରେ କାହା ମୁଣ୍ଡରେ ସୁନା କଳସ ? ମୁଖ୍ୟମନ୍ତ୍ରୀ ଦୌଡ଼ରେ ୭ ଜଣ…

ଡେରାଡୁନ୍‌,୨୧।୩ : ଉତ୍ତରାଖଣ୍ଡରେ କିଏ ହେବ ମୁଖ୍ୟମନ୍ତ୍ରୀ, ସେନେଇ ସସ୍‌ପେନ୍ସ ଜାରି ରହିଛି। ହାତୀ କାହା ମୁଣ୍ଡରେ ସୁନା କଳସ ଢାଳିବ ଏହାକୁ ନେଇ ଚର୍ଚ୍ଚା ଜାର ରହିଛି। ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାଜପା ବିଧାନସଭା ବିଧାୟକ ଦଳର ବୈଠକରେ…

କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ

ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍‌ଟିଏଜିଆଇ (ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରୀ ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ) ସୁପାରିସ୍‌ କରିଛି। ପ୍ରଥମ ଡୋଜ୍‌ କୋଭିଶିଲ୍ଡ ଟିକା…

ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର

ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇ ସାରିଲେଣି । ମାର୍ଚ୍ଚ ୧ରେ…

୫୫ ଜଣଙ୍କଠାରୁ ୧୩ କୋଟି ଠକି ନେଇଥିଲେ

ନୂଆଦିଲ୍ଲୀ,୨୦।୩: ଫ୍ଲାଟ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ୫୫ ଜଣଙ୍କଠାରୁ ୧୩ କୋଟି ଠକିନେଇଥିବା ଜଣେ ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ରବିବାର ଗିରଫ କରିଛି। ସେ ହେଲେ ହରିୟାଣାର ହିସାର ଅଞ୍ଚଳର ଦିନେଶ ଶର୍ମା। ସୂଚନା ଯୋଗ୍ୟ, ଦିନେଶ…

୫ ବର୍ଷ ଧରି ବାପା, ଭାଇ, ଜେଜେବାପା ବଳାତ୍କାର କରୁଥିଲେ

ପୁଣେ,୨୦।୩: ୧୧ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ଭାଇ, ବାପା, ଜେଜେବାପା ଏବଂ ସମ୍ପର୍କୀୟ ମାମୁଁ ବିଭିନ୍ନ ସମୟରେ ଯୌନ ନିର୍ଯାତନା ଦେଇଥିଲେ। ଗତ ୫ ବର୍ଷ ହେଲା ଏଭଳି ଚାଲିଥିବା ନେଇ ପୀଡ଼ିତା ପୁଣେ ପୋଲିସରେ ଅଭିଯୋଗ କରିଛନ୍ତି। ପୋକ୍‌ସୋ ଆଇନ…

ଶିବାଜୀଙ୍କ ମୂର୍ତ୍ତି ପାଇଁ ୧୪୪ ଧାରା

ନିଜାମାବାଦ(ତେଲେଙ୍ଗାନା),୨୦।୩: ଛତ୍ରପତି ଶିବାଜୀଙ୍କ ଏକ ମୂର୍ତ୍ତି ସ୍ଥାପନ ନେଇ ତେଲେଙ୍ଗାନାର ନିଜାମାବାଦ ଜିଲାର ବୋଧାନ ସହରରେ ଦୁଇ ରାଜନୈତିକ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଏଥିଯୋଗୁ ବୋଧାନ ସହରରେ ୧୪୪ ଧାରା ଜାରି କରାଯାଇଛି। ତେବେ ମହାରାଷ୍ଟ୍ର ସୀମାକୁ ଲାଗିଥିବା ବୋଧାନ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?