ଜାତୀୟ

୮୦ପ୍ରତିଶତ ବୟସ୍କଙ୍କୁ ଦିଆଯାଇଛି କରୋନା ଟିକା

ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍‌କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଦ୍ରୁତ ଗତିରେ ଚାଲିଛି। ଏଥିସହ ଦେଶ ଟିକାକରଣ ମାମଲାରେ ଆଉ ଏକ ଉପଲବ୍ଧି ହାସଲ…

ଶୋପିଆନ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ଜଣ ସୁରକ୍ଷାକର୍ମୀ ସହୀଦ…

ଦୀପ ସିଦ୍ଧୁ ମୃତ୍ୟୁ ମାମଲା: ଗିରଫ ଟ୍ରକ୍‌ ଡ୍ରାଇଭଙ୍କୁ ରିମାଣ୍ଡରେ ନେବ ପୋଲିସ

ଚଣ୍ଡିଗଡ଼,୧୯।୨: ଅଭିନେତା ଦୀପ ସିଦ୍ଧୁ ମୃତ୍ୟୁ ମାମଲାରେ ସମ୍ପୃକ୍ତ ଟ୍ରକ ଡ୍ରାଇଭରଙ୍କୁ ହରିୟାଣା ପୋଲିସ ଗିରଫ କରିଛି। ହରିୟାଣାର ନୁହ ଜିଲାରେ ଡ୍ରାଇଭର କାସିମର ଘର। ହରିୟାଣା ପୋଲିସ କାସିମଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏପରିକି ପୋଲିସ ଡ୍ରାଇଭର…

ଭାଜପା ପାଇଁ ଭୋଟ ମାଗିଲେ କଙ୍ଗନା!

ଲକ୍ଷ୍ନୌ,୧୯ ।୨: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ଅଭିନୟ ପାଇଁ ଯେତିକି ଚର୍ଚ୍ଚିତ ସେତିକି ଚର୍ଚ୍ଚିତ ତାଙ୍କ ବେକାବୁ ବୟାନକୁ ନେଇ । ଅନେକ ସମୟରେ ରାଜନୀତିକୁ ନେଇ କିଛି ନା କିଛି ବୟାନ ଦେଇ ଚର୍ଚ୍ଚାରେ ଥିବା କଙ୍ଗନା…

ପରଲୋକରେ କନ୍ନଡ ଅଭିନେତା ରାଜେଶ

ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗ ଓ କିଡନୀ…

ଏସ୍‌ପି ପ୍ରାର୍ଥୀ ଅଭୟ ସିଂହ ଗିରଫ

ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ କେଉଁ କେଉଁ ସ୍ଥାନରେ ବିଭିନ୍ନ ଦଳ ମଧ୍ୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିବା…

କରୋନା ମହାମାରୀ: ଜୁଲାଇ ପରେ ଫେବୃୟାରୀରେ ସବୁଠାରୁ ଅଧିକ ୧୫ ହଜାରରୁ ଅଧିକ ମୃତ୍ୟୁ!

ନୂଆଦିଲ୍ଲୀ,୧୯ ।୨: କରୋନା ମହାମାରୀ ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟା ଏବେ ଏକ ଖେଳ ବୋଲି ମନେ ହେଉଛି । ଇତି ମଧ୍ୟରେ ଫେବୃୟାରୀରେ ୧୫ ହଜାରରୁ ଉର୍ଦ୍ଧ୍ୱ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ସଂଖ୍ୟା ଗତ ବର୍ଷ ଜୁଲାଇରେ…

ଏସିଆର ସବୁଠାରୁ ବଡ ବାୟୋ ସିଏନଜି ପ୍ଲାଣ୍ଟର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୯ ।୨: ସାରା ଦେଶରେ ସ୍ୱଚ୍ଛତାକୁ ନେଇ ସବୁଠାରୁ ଆଗରେ ଥିବା ମଧ୍ୟପ୍ରଦେଶର ଇନ୍ଦୋର ସହର ଏବେ ଆବର୍ଜନାରୁ ବି ଶକ୍ତି ଉତ୍ପାଦନ କରିବାରେ ସକ୍ଷମ ହୋଇଛି । ଏଠାରେ ଏସିଆର ସବୁଠାରୁ ବଡ ବାୟୋ ସିଏନଜି ପ୍ଲାଣ୍ଟ ନିିର୍ମାଣ କରାଯାଇଛି…

ମହାକାଳ ମନ୍ଦିରରେ ଆରମ୍ଭ ହେଲା ଭଷ୍ମ ଆଳତି

ଉଜ୍ଜୟିନୀ,୧୯ ।୨: ମହାଶିବରାତ୍ରୀ ପୂର୍ବରୁ ଉଜ୍ଜୟିନୀରେ ଥିବା ମହାକାଳ ମନ୍ଦିର ପ୍ରଶାସନ ଶିବଭକ୍ତଙ୍କୁ ଏକ ବଡ ଉପହାର ଦେଇଛନ୍ତି । ପୁଣିଥରେ ମହାକାଳେଶ୍ୱର ମନ୍ଦିରରେ ଭଷ୍ମ ଆଳତି ଆରମ୍ଭ କରାଯାଇଛି । ଅଧିକାରୀମାନେ କହିଛନ୍ତି କରୋନା ପ୍ରଭାବ କମ ହେବାରୁ ସାଧାରଣ…

ଥରୁରଙ୍କ ବିବାଦୀୟ ଟୁଇଟ

ନୂଆଦିଲ୍ଲୀ,୧୯ ।୨: ଦେଶରେ ଚାଲିଥିବା ହିଜାବ ବିବାଦକୁ ନେଇ ପାକିସ୍ତାନ ଏଜେଣ୍ଟଙ୍କ ଟୁଇଟକୁ ରି ଟୁଇଟ କରି ଏବେ ଅଡୁଆରେ ଫସି ଯାଇଛନ୍ତି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର । ଏ ନେଇ କୁଏତରେ ଥିବା ଭାରତୀୟ ଦୂତାବାସ ଥରୁରଙ୍କୁ…

ମୁଖ୍ୟମନ୍ତ୍ରୀ ହେବି, ନହେଲେ ଘରେ ବସିବି

ଡେରାଡୁନ,୧୯।୨: ସଦ୍ୟ ଅନୁଷ୍ଠିତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳ ନ ଆସୁଣୁ ମୁଖ୍ୟମନ୍ତ୍ରୀ ଚୌକି ପାଇଁ କଂଗ୍ରେସରେ କନ୍ଦଳ ଆରମ୍ଭ ହୋଇଗଲାଣି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ହରିଶ୍‌ ରାଓ୍ବତ୍‌ ଏନେଇ ପୂର୍ବତନ ପିସିସି ସଭାପତି ପ୍ରୀତମ୍‌ ସିଂଙ୍କ…

ଚିତ୍ରାଙ୍କୁ ସିବିଆଇ ଜେରା

ମୁମ୍ବାଇ,୧୯।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ଏମ୍‌ଡି ଚିତ୍ରା ରାମକ୍ରିଷ୍ଣାଙ୍କୁ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଅଧିକାରୀମାନେ ଜେରା କରିଛନ୍ତି। ତାଙ୍କ ସମେତ ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ରବି ନାରାୟଣ ଏବଂ ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri