ହିଜାବ ବିବାଦ: ଚାକିରି ଛାଡ଼ିଲେ ଅଧ୍ୟାପିକା
ବେଙ୍ଗାଲୁରୁ,୧୯।୨: କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବକୁ ନେଇ କିଛିଦିନ ହେଲା ବିବାଦ ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ ତୁମ୍କୁରୁସ୍ଥିତ ଜୈନ୍ ପିୟୁ କଲେଜର ଜଣେ ଅଧ୍ୟାପିକା ଚାକିରିରୁ ଇସ୍ତଫା ଦେଇଛନ୍ତି। ଗତ ସପ୍ତାହରେ କର୍ନାଟକ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷାନୁଷ୍ଠାନ ପରିସରରେ ଛାତ୍ରୀଛାତ୍ର ଓ…
କର୍ମୀଙ୍କୁ ଅଖିଳେଶଙ୍କ ନିର୍ଦ୍ଦେଶ: ଇଭିଏମର ପିଛା କର
ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶରେ ରାଜନୀତିର ପାରା ବେଳକୁ ବେଳ ଉପରକୁ ଯିବାରେ ଲାଗିଛି । ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ୧୧୩ ଆସନ ପାଇଁ ମତଦାନ ଶେଷ ହୋଇଥିବା ବେଳେ ଏବେ ଲକ୍ଷ୍ୟ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଉପରେ…
ୟୁପି ନିର୍ବାଚନ: ଭାଜପା, ସମାଜବାଦୀ ପାର୍ଟି କର୍ମୀ ମୁହାଁମୁହିଁ
ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଦି୍ୱତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଏବେ ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ ରାଜନୀତି ହୋଇଛି ବେଶ ସରଗରମ । ଶୁକ୍ରବାର ରାତିରେ ଅଯୋଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ସମାଜବାଦୀ…
‘ଇସ୍ଲାମରେ ହିଜାବ ଜରୁରୀ ପ୍ରଥା ନୁହେଁ’
ବେଙ୍ଗାଲୁରୁ,୧୮।୨: ଇସ୍ଲାମରେ ହିଜାବ ଏକ ଅତ୍ୟାବଶ୍ୟକ ଧର୍ମୀୟ ପ୍ରଥା ନୁହେଁ ବୋଲି କର୍ନାଟକ ସରକାର ଶୁକ୍ରବାର ହାଇକୋର୍ଟଙ୍କୁ କହିଛନ୍ତି। ଏହାର ବ୍ୟବହାରକୁ ରୋକିବା ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୫ରେ ଦିଆଯାଇଥିବା ଧର୍ମୀୟ ସ୍ବାଧୀନତାର ଉଲ୍ଲଂଘନ ନୁହେଁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ…
ଚର୍ଚ୍ଚାରେ ଟିଏମ୍ସି ପୋଷ୍ଟର: ମମତା ‘ଦୁର୍ଗା’, ମୋଦି ‘ମହିଷାସୁର’
କୋଲକାତା,୧୮।୨: ରାଜ୍ୟରେ ଏକ ପୋଷ୍ଟରକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେହି ପୋଷ୍ଟରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଦୁର୍ଗା’ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମହିଷାସୁର’ ଦର୍ଶାଇ ରାଜ୍ୟରେ ନୂତନ ବିବାଦ ସୃଷ୍ଟି ହୋଇଛି। ଯାହା ଏବେ ଭାଇରାଲ ହେବାରେ…
୭ଦିନିଆ ରିମାଣ୍ଡରେ ଗଲେ ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦଙ୍କ ଭାଇ
ମୁମ୍ବାଇ,୧୮।୨: ଅଣ୍ଡରୱାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ଭାଇ ଇକ୍ବାଲ କାସକରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ମନି ଲଣ୍ଡରିଂ ମାମଲାରେ ଅଧିକ ପଚରା ଉଚରା ପାଇଁ ଇକ୍ବାଲଙ୍କୁ ୭ଦିନିଆ ରିମାଣ୍ଡରେ ନେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଶୁକ୍ରବାର ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ତାଙ୍କୁ…
ସଭାରେ ପୁଅଙ୍କ ନାଁ ଭୁଲିଗଲେ
କରହଲ,୧୮।୨: ଏବେ ସମସ୍ତ ନଜର ଉତ୍ତରପ୍ରଦେଶର କରହଲ ବିଧାନସଭା ଆସନ ଉପରେ। ଏହି ଆସନରୁ ସମାଜବାଦୀ ପାର୍ଟି (ସପା) ନେତା ଅଖିଳେଶ ଯାଦବ ନିର୍ବାଚନ ଲଢୁଛନ୍ତି। ଏନେଇ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଗୁରୁବାର କରହଲରେ ନିର୍ବାଚନ ପ୍ରଚାର…
୭୦ ମିନିଟ୍ରେ ୨୧ଟି ସ୍ଥାନରେ ହୋଇଥିଲା ବିସ୍ଫୋରଣ
ଅହମଦାବାଦ,୧୮।୨: ୨୦୦୮ରେ ଗୁଜରାଟର ଅହମଦାବାଦରେ ହୋଇଥିଲା ସିରିଏଲ ବିସ୍ଫୋରଣ। ମାତ୍ର ୭୦ ମିନିଟ୍ରେ ୨୧ଟି ସ୍ଥାନରେ ଭୟଙ୍କର ବିସ୍ଫୋରଣ ଘଟି ୫୬ଜଣ ପ୍ରାଣ ହରାଇଥିବା ବେଳେ ୨୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ଗୁରୁବାର ଏହି ମାମଲାର ରାୟ ପ୍ରକାଶ ପାଇଛି।…
ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବରୁଣ ଗାନ୍ଧୀ
ନୂଆଦିଲ୍ଲୀ,୧୮।୨: ପ୍ରାୟ ସମୟରେ ନିଜ ଦଳ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚର୍ଚ୍ଚାରେ ରହୁଥିବା ଭାଜପା ଏମ୍ପି ବରୁଣ ଗାନ୍ଧୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଶୁକ୍ରବାର ବରୁଣ ବ୍ୟାଙ୍କ ଦୁର୍ନୀତି ଏବଂ ଆର୍ଥିକ ଅପରାଧିଙ୍କୁ ନେଇ କେନ୍ଦ୍ର…
ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ଶେଷ ପ୍ରଚାର
ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶ ବିଧାନସଭାର ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ। ଏନେଇ ପ୍ରମୁଖ ଦଳ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ୨୦ରେ ତୃତୀୟ ପର୍ଯ୍ୟାୟ ଭୋଟ ଥିବାରୁ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ।…
ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ପରିବାରରେ ୩ ଜଣଙ୍କୁ ହତ୍ୟା
ଚେନ୍ନାଇ,୧୮।୨: ଅନୁସୂଚିତ ଜନଜାତିର ଯୁବକଙ୍କୁ ଝିଅ ବିବାହ କରିବାରୁ ୨ ଝିଅ ଓ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଏଭଳି ଘଟଣା ଘଟିଛି ତାମିଲନାଡୁର ନାଗାପାଟିନମ ଜିଲାରେ। ମୃତକଙ୍କ ମଧ୍ୟରେ ଜଣେ ନାବାଳିକା ରହିଥିବା ପୋଲିସ…
ପରଲୋକରେ ଗୀତିକାର ରାଜନାରାୟଣ ବିସାରିଆ
ନୂଆଦିଲ୍ଲୀ,୧୮।୨: ବରିଷ୍ଠ ହିନ୍ଦୀ କବି, ଗୀତିକାର, ନାଟ୍ୟକାର ତଥା ପ୍ରସାରଣକାରୀ ରାଜନାରାୟଣ ବିସାରିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ହୃଦଘାତ ଯୋଗୁ ଗତ କିଛି ଦିନରୁ ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…
Archives


