ଦିଲ୍ଲୀରେ ସ୍ଲିପର ସେଲ ଆକ୍ଟିଭ: ଫ୍ଲାଟରୁ ମିଳିଲା ୩ କେଜି ବିସ୍ଫୋରକ
ନୂଆଦିଲ୍ଲୀ,୧୮।୨: ଦିଲ୍ଲୀର ଓଲ୍ଡ ସୀମାପୁରୀ ଅଞ୍ଚଳର ଏକ ଫ୍ଲାଟରୁ ୩ କେଜି ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ ଡିଭାଇସ (ଆଇଇଡି) ଭର୍ତ୍ତି ବ୍ୟାଗ ମିଳିଛି। ବିସ୍ଫୋରକକୁ ଡିଫ୍ୟୁଜ କରାଯାଇ ଥିବା ବେଳେ ଘରର ମାଲିକ ଓ ଡିଲରଙ୍କୁ ପଚରାଉଚରା କରୁଛି ଦିଲ୍ଲୀ ପୋଲିସ। ସ୍ପେଶାଲ…
ହିମାଚଳରେ ଖୋଲିଲା ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର
ଶିମଲା,୧୮।୨: ହିମାଚଳ ପ୍ରଦେଶରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିଛି। ପୂର୍ବରୁ ରାଜ୍ୟରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଖୋଲିଥିଲା। ଦୀର୍ଘ ଦିନ ପରେ ଗୁରୁବାର ସ୍କୁଲ ଖୋଲିବା ନେଇ ଛାତ୍ରୀଛାତ୍ରମାନେ ଖୁସି…
ଗର୍ଭାବସ୍ଥାର ୩୫ ସପ୍ତାହରେ ମହିଳାଙ୍କୁ ମିଳିଲା ଗର୍ଭପାତ ଅନୁମତି
କୋଲକତା,୧୮।୨: କଲିକତା ହାଇକୋର୍ଟ ଏକ ଗୁରୁତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାରେ ଗର୍ଭାବସ୍ଥାର ୩୫ ସପ୍ତାହ ଚାଲିଥିବାବେଳେ ମହିଳାଙ୍କୁ ଗର୍ଭପାତ କରିବାକୁ ଅନୁମତି ମିଳିଛି। ଏକ ମେଡିକାଲ ବୋର୍ଡ ଗର୍ଭସ୍ଥ ଶିଶୁର ତ୍ରୁଟି ଚିହ୍ନଟ କରିଥିଲା, ଯାହା ଆଧାରରେ କୋର୍ଟ ଏହି…
ଜୟପୁରରେ ଭୂକମ୍ପ ଝଟ୍କା ଅନୁଭୂତ
ଜୟପୁର,୧୮।୨: ରାଜସ୍ଥାନର ରାଜଧାନୀ ଜୟପୁରରେ ଶୁକ୍ରବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ରେ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ୮ଟା୧ ମିନିଟ୍ରେ ଜୟପୁରର ସିକର ଓ ଫତେହପୁରରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି।…
ବିଧାନସଭାରେ ତକିଆ, କମ୍ବଳ ନେଇ ପହଞ୍ଚିଲେ ବିଧାୟକ
ବେଙ୍ଗାଲୁରୁ,୧୮।୨: କର୍ନାଟକ ସରକାରର ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ଇସ୍ତଫା ଦାବିରେ ଗୁରୁବାର ରାତିସାରା ବିଧାନସଭାରେ ଉତ୍ତେଜନା ପ୍ରକାଶ ପାଇଥିଲା। କଂଗ୍ରେସ ବିଧାୟକମାନେ ଏଠାରେ ଏକ ନିଆରା ଢଙ୍ଗରେ ବିରୋଧ କରିଥିଲେ। ପାର୍ଟି ବିଧାୟକମାନେ ରାତିସାରା ବିଧାନସଭାରେ ହଙ୍ଗାମା ସୃଷ୍ଟି କରିବା ସହ…
ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୧୮।୨: ଆମ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ କୁମାର ବିଶ୍ୱାସଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେଜ୍ରିୱାଲଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପାଇଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି କହିଛନ୍ତି। ସେ…
ହିଜାବ କଟକଣା ଉପରେ ଜାରି ହେଲା ନୂଆ ନିର୍ଦ୍ଦେଶ
ବେଙ୍ଗାଲୁରୁ,୧୮।୨: ଶିକ୍ଷାନୁଷ୍ଠାନରେ ଧାର୍ମିକ ପୋଷାକ ନ ପିନ୍ଧିବାକୁ କର୍ନାଟକ ହାଇକୋର୍ଟ ଦେଇଥିବା ପ୍ରସ୍ତାବ ରାଜ୍ୟର ସମସ୍ତ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନରେ ମଧ୍ୟ କାର୍ଯ୍ୟକାରୀ କରାଯିବ। ଏ ନେଇ କର୍ନାଟକ ସରକାର ଗୁରୁବାର ଏକ ସର୍କୁଲାର ଜାରି କରିଛନ୍ତି। ସଂଖ୍ୟାଲଘୁ କଲ୍ୟାଣ ବିଭାଗ ଓ…
କମିବାର ନାଁ ନେଉନାହିଁ ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୧୮।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୯୨୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୯୨ଙ୍କ ମୃତ୍ୟୁ ଘଟିଛି।…
ପଞ୍ଜାବରେ ଆଜି ପ୍ରଚାର ଶେଷ
ଚଣ୍ଡିଗଡ଼,୧୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଯୋରସୋରରେ ଚାଲିଛି । ଶୁକ୍ରବାର ପ୍ରଚାର ଶେଷ ହେଉଥିବା ବେଳେ ସବୁ ରାଜନୌତିକଦଳ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି । ଏହି କ୍ରମରେ ଶାସକ କଂଗ୍ରେସ ପକ୍ଷରୁ…
ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବାକ୍ଯୁଦ୍ଧ
ଚଣ୍ଡିଗଡ,୧୮।୨:ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ରାଜନେତା ଟୁଇଟ୍ ମାଧ୍ୟମରେ ପରସ୍ପର ଉପରେ ରାଜନୈତିକ ଆରୋପ-ପ୍ରତ୍ୟାରୋପ ଲଗାଇଛନ୍ତି। କେଜ୍ରିୱାଲ ଟୁଇଟ କରି…
ମନମୋହନଙ୍କୁ ଟାର୍ଗେଟ କଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୧୮ ।୨: ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ । ସେ କହିଛନ୍ତି ମନହୋନ ସିଂ ଦେଶକୁ ଦୁର୍ବଳ କରିଦେଇଛନ୍ତି । ଏହାସହ…
ବାରମ୍ବାର ‘ସାର୍’ ଡାକ ଶୁଣି ରାଗିଗଲେ ମହିଳା ବିଚାରପତି,କହିଦେଲେ ଏମିତି
ନୂଆଦିଲ୍ଲୀ,୧୮।୨:ଦିଲ୍ଲୀ ହାଇକୋର୍ଟରେ ଏକ ରୋଚକ ଘଟଣା ଘଟିଛି। ଜଣେ ଓକିଲ ମହିଳା ବିଚାରପତିଙ୍କୁ ବାରମ୍ବାର ‘ସାର୍’ କହି ସମ୍ବୋଧିତ କରିଥିଲେ। ଏଥିରେ ବିଚାରପତି ରାଗିଯାଇ କହିଥିଲେ ମୁଁ ସାର୍ ନୁହେଁ, ଆଶା କରୁଛି ଆପଣ ବୁଝିପାରୁଥିବେ। ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ…
Archives


