ଆଇଏସ୍ ଆତଙ୍କବାଦୀଙ୍କ ବିରୋଧରେ ଏନ୍ଆଇଏ ଚାର୍ଜଶିଟ୍
ବେଙ୍ଗାଲୁରୁ, ୫।୯(ଆଇଏଏନ୍ଏସ୍): ଅଲ୍-ହିନ୍ଦ୍ ମଡ୍ୟୁଲ୍ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଜଣେ ଇସ୍ଲାମିକ ଷ୍ଟେଟ୍ (ଆଇଏସ୍) ଆତଙ୍କବାଦୀଙ୍କ ବିରୋଧରେ ସ୍ବତନ୍ତ୍ର କୋର୍ଟରେ ଅତିରିକ୍ତ ଚାର୍ଜଶିଟ୍ ଦାଖଲ କରିଛି। ଅଭିଯୁକ୍ତ ଶିହାବୁଦ୍ଦିନଙ୍କ ବିରୋଧରେ ଆଇପିସିର ଧାରା ୧୨୦ବି,...
ଏକ ସନ୍ତାନ ନୀତି ସପକ୍ଷରେ କେନ୍ଦ୍ରମନ୍ତ୍ରୀ
ଅହମଦାବାଦ, ୫।୯: କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରୀ ରାମଦାସ ଅଠାଓ୍ବାଲେ ଭାରତରେ ଏକ ସନ୍ତାନ ନୀତି ସପକ୍ଷରେ ଯୁକ୍ତି ବାଢ଼ିଛନ୍ତି। ବିକାଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଜରୁରୀ। ସେଥିପାଇଁ ତାଙ୍କ ଦଳ ଏକସନ୍ତାନ ନୀତିକୁ ସମର୍ଥନ କରେ ବୋଲି ଆର୍ପିଆଇ...
ଜବତ ହୋଇଥିବା ଚୋରି ସାମଗ୍ରୀ ବିକି ଦେଉଥିଲେ ମହିଳା ପୋଲିସ
ପାଲଘର,୫।୯: ଚୋରି ମାମଲାରେ ଜବତ ହୋଇଥିବା ସାମଗ୍ରୀକୁ ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ପାଲଘର ଜିଲାର ଭସାଇ ଥାନାରେ। ଭସାଇ ପୋଲିସ ଦ୍ୱାରା ଜବତ ହୋଇଥିବା ଚୋରି...
ବର୍ଦ୍ଧିତ ପେଟ୍ରୋଲ ଦର ପାଇଁ ତାଲିବାନ୍କୁ ଦାୟୀ କଲେ ଭାଜପା ନେତା
ବେଙ୍ଗାଲୁରୁ,୪।୯: ବର୍ଦ୍ଧିତ ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଦର ପାଇଁ ତାଲିବାନ୍ ଯୋଗୁ ଆଫଗାନିସ୍ତାନରେ ସୃଷ୍ଟି ହୋଇଥିବା ସଙ୍କଟ ଦାୟୀ। ଅହେତୁକ ବୃଦ୍ଧି ପାଉଥିବା ତୈଳ ଦର ଉପରେ ପ୍ରଶ୍ନ କରାଯିବାରୁ ଏଭଳି ଉତ୍ତର ଦେଇଛନ୍ତି କର୍ନାଟକର ଭାଜପା ବିଧାୟକ...
ପୁରୁଣା ଆସନରୁ ଲଢିବେ ମମତା
କୋଲକାତା,୪।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗଡ ଭବାନୀପୁର ନିର୍ବାଚନ ମଣ୍ଡଳି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏନେଇ ନିର୍ବାଚନ ଆୟୋଗ ଶନିବାର ବିଜ୍ଞପ୍ତି ଜାରି କରିଛନ୍ତି । ଏହି ଆସନରେ ସେପ୍ଟେମ୍ବର ୩୦ରେ ଉପ ନିର୍ବାଚନ ହେବ।...
କରୋନା ସମୟରେ ଭଲ କାମ କରିଥିବା ଶିକ୍ଷକଙ୍କୁ ସମ୍ମାନୀତ କରିବେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୪ ।୯: କରୋନା ସମୟରେ ଦିଲ୍ଲୀର ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି । ଏବେ ଏଭଳି କେତେଜଣ ଶିକ୍ଷକଙ୍କୁ ଦିଲ୍ଲୀ ସରକାର ସମ୍ମାନୀତ କରିବାକୁ ଯାଉଛନ୍ତି । ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏହା ଘୋଷଣା କରିଛନ୍ତି ।...
୭ ଘଣ୍ଟାରେ ୧୦୧ ମହିଳାଙ୍କ ବନ୍ଧ୍ୟାକରଣ, ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ…
ରାୟପୁର,୪।୯: ଏକ ଶିବିରରେ ମାତ୍ର ୭ ଘଣ୍ଟାରେ ୧୦୧ ମହିଳାଙ୍କର ବନ୍ଧ୍ୟାକରଣ କରାଯାଇଛି। ଏଭଳି ଘଟଣା ଛତିଶଗଡ଼ର ରାୟପୁରଠାରୁ ୩୦୦ କିଲୋମିଟର ଦୂରରେ ଥିବା ମୈନପତ୍ ବ୍ଲକ୍ର ନର୍ମଦାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଗଷ୍ଟ ୨୭ରେ ଘଟିଛି। ବନ୍ଧ୍ୟାକରଣ ଶିବିରରେ...
ବିଧାନସଭାରେ ନମାଜ ପଢିବାକୁ ମିଳିଲା କୋଠରୀ, ଭାଜପା ନେତା କହିଲେ ହନୁମାନ ଚାଳିଶା ପଢିବାକୁ କରାଯାଉ ସୁବିଧା
ରାଞ୍ଚି,୪ ।୯: ଝାଡ଼ଖଣ୍ଡ ବିଧାନସଭା ପରିସରରେ ନମାଜ ପଢିବା ପାଇଁ କୋଠରୀ ଯୋଗାଇ ଦିଆଯିବା ପରଠାରୁ ବିବାଦ ଚରମ ସୀମାରେ ପହଞ୍ଚିଲାଣି । ଏହାକୁ ନେଇ ଏବେ ପୂର୍ବତନ ସ୍ପିକର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ବୟାନ ସାମ୍ନାକୁ...
କର୍ମଚାରୀଙ୍କୁ ୫ ମିନିଟ ଯୋଗ ବ୍ରେକ୍…
ନୂଆଦିଲ୍ଲୀ,୪।୯: ଏବେ ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀଙ୍କୁ ୫ ମିନିଟର ଯୋଗ ବ୍ରେକ୍ ମିଳିବ। ଏନେଇ କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ ପକ୍ଷରୁ ସମସ୍ତ ମନ୍ତ୍ରଣାଳୟକୁ ଓ୍ବାଇ-ବ୍ରେକ୍ ଆପ୍ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦିଆଯାଇଛି।...
୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ, ଆତଙ୍କ ରଚିବା ଷଡ଼ଯନ୍ତ୍ର…
ଶ୍ରୀନଗର/କାବୁଲ,୪।୯: ଆଫଗାନିସ୍ତାନରୁ ୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ ହୋଇଛନ୍ତି। ସେମାନେ ବଡ଼ ଧରଣର ଆକ୍ରମଣ କରି ଆତଙ୍କ ରଚିବା ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଇଏସ୍ ଖୋରାସାନ୍ ସଂଗଠନର ଏହି ସଦସ୍ୟମାନେ ଭାରତରେ...
ଚଳିତ ମାସରେ ଆମେରିକା ଗସ୍ତ କରିପାରନ୍ତି ମୋଦି: ବାଇଡେନ ରାଷ୍ଟ୍ରପତି ହେବା ପରେ ଏହା ହେବ ମୋଦିଙ୍କ ସହ ପ୍ରଥମ ସାକ୍ଷାତ
ନୂଆଦିଲ୍ଲୀ,୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଆମେରିକା ଯାଇ ପାରନ୍ତି । ସେପ୍ଟେମ୍ବର ୨୩-୨୪କୁ ତାଙ୍କର ଦୁଇ ଦିନିଆ ଗସ୍ତ କାର୍ଯ୍ୟକ୍ରମ ଥିବା ଜଣାପଡିଛି । ଅଫିସିୟାଲି ଏହାର କୌଣସି ଘୋଷଣା କରାଯାଇ ନ ଥିବା ବେଳେ...
ବେରୋଜଗାର ଯୁବବର୍ଗଙ୍କ ହାତରେ ଘଣ୍ଟା ଧରାଇଛି ଭାଜପା: ଶିବସେନା…
ମୁମ୍ବାଇ,୪।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନ ପୂର୍ବେ ଦେଶର ଜିଡିପି ଅଭିବୃଦ୍ଧି ୨୦ ପ୍ରତିଶତରୁ ଅଧିକ ବୋଲି କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଭାରତର ଅର୍ଥନୀତିକୁ ଏକ ଉଚ୍ଚସ୍ତରକୁ ଆଣିଛନ୍ତି ବୋଲି ଭାଜପା...
Archives


