ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୋଲିସ ବାହିନୀ ହାତରେ: ସ୍ବରାଷ୍ଟ୍ରମନ୍ତ୍ରୀ…
ନୂଆଦିଲ୍ଲୀ,୪।୯: ଗଣତନ୍ତ୍ର ହେଉଛି ଭାରତର ସ୍ବଭାବ। ଏହା ଦେଶବାସୀଙ୍କର ମଧ୍ୟ ସ୍ବଭାବ। ଯଦି କେହି କୁହନ୍ତି ଯେ ଗଣତନ୍ତ୍ର ୧୫ ଅଗଷ୍ଟ ୧୯୪୭ ପରେ କିମ୍ବା ୧୯୫୦ରେ ସମ୍ବିଧାନ ପ୍ରଣୟନ ପରେ ଆସିଥିଲା, ତେବେ ଏହା ଭୁଲ । ଆଇନ...
ସିବିଆଇକୁ ଭର୍ସନା, କେତେଜଣଙ୍କୁ ଦଣ୍ଡ ଦେଇଛ ପଚାରିଲେ ଏସ୍ସି…
ନୂଆଦିଲ୍ଲୀ,୪।୯: ସିବିଆଇର କାର୍ଯ୍ୟ ଶୈଳୀ ନେଇ ସୁପ୍ରିମକୋର୍ଟ (ଏସ୍ସି) ଶନିବାର ଏକ ମାମଲାର ଶୁଣାଣି ସମୟରେ ଭର୍ସନା କରିବା ସହିତ କଠୋର ପ୍ରଶ୍ନ ପଚାରିଛନ୍ତି। ସୁପ୍ରିମକୋର୍ଟ ସିବିଆଇକୁ ମାମଲା ସମାଧାନର ସଫଳତା ହାର ପଚାରିଛନ୍ତି। ଇତିମଧ୍ୟରେ କେତେ ମାମଲା ସମାଧାନ...
କରୋନା ରୋଗୀଙ୍କ ନିକଟରେ ବଢୁଛି ଫଙ୍ଗାଲ ଇନଫେକ୍ସନର ଭୟ: ଆଇସିଏମ୍ଆର୍
ନୂଆଦିଲ୍ଲୀ,୪ ।୯: କରୋନା ସଂକ୍ରମଣ ପାଇଁ ଦାୟୀ ମ୍ୟୁଟେଣ୍ଟ ବାରମ୍ବାର ତା’ର ରୂପ ବଦଳାଉଛି । ସେଥିପାଇଁ କରୋନାର ଔଷଧ ଓ ଟିକା ନିଜ ନିଜର ପ୍ରଭାବ ବୃଦ୍ଧି କରିବାକୁ ଏଥିରେ ଦ୍ରୁତ ଗତିରେ ସୁଧାର ଆଣୁଛନ୍ତି । ଏବେ...
ଡରାଉଛି ଡେଙ୍ଗୁ: ଘର ଛାଡୁଛନ୍ତି ଲୋକେ!
ଫିରୋଜାବାଦ,୪ ।୯: କରୋନା ପରେ ଏବେ ଲୋକଙ୍କୁ ଡରାଉଛି ଡେଙ୍ଗୁ । ଉତ୍ତର ପ୍ରଦେଶର ଫିରୋଜାବାଦରେ ଡେଙ୍ଗୁ ଓ ଭାଇରାଲ ଫିବରରେ ପୀଡ଼ିତ ହୋଇ ଅଧିକାଂଶ ପିଲାଙ୍କ ମୃତ୍ୟୁ ଏବେ ସେଠାକାର ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି...
ପାଞ୍ଚ ବର୍ଷରୁ ଊର୍ଦ୍ଧ୍ୱ ବୟସର ପିଲାଙ୍କ ପାଇଁ ଆସିବ କରୋନା ଟିକା: ଦ୍ୱିତୀୟ-ତୃତୀୟ ଟ୍ରାଏଲ ପାଇଁ ମିଳିଲା ମଞ୍ଜୁରୀ!
ନୂଆଦିଲ୍ଲୀ,୪ ।୯: ଦେଶରେ ଖୁବ୍ଶୀଘ୍ର ୫ ବର୍ଷ ବୟସରୁ ଅଧିକ ବର୍ଷର ପିଲାଙ୍କ ପାଇଁ କରୋନା ଟିକା ମିଳିଯିବ । କୋର୍ବେଭାକ୍ସ ଟିକାକୁ ଦ୍ୱିତୀୟ ଓ ତୃତୀୟ ଟ୍ରାଏଲ ପାଇଁ ମଞ୍ଜୁରି ମିଳିଥିବା ଜଣାପଡିଛି । ଜୈବ ପ୍ରାଦ୍ଦ୍ୟୋଗିକି ବିଭାଗ(ଡିବିଟି)ଶୁକ୍ରବାର...
୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…
ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଏକ ତିନି ଜଣିଆ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ...
ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…
ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା...
ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…
ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ...
ଏକାଦଶ ପରୀକ୍ଷାରେ ଲାଗିଲା ବ୍ରେକ୍
ନୂଆଦିଲ୍ଲୀ,୩।୯: କେରଳରେ କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ଏକାଦଶ ଶ୍ରେଣୀ ପରୀକ୍ଷା ଗୋଟିଏ ସପ୍ତାହ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୫ରୁ ଏହି ପରୀକ୍ଷା ଆରମ୍ଭ ହେବାର ଥିଲା। ରାଜ୍ୟରେ କରୋନା ସ୍ଥିତି ଉଦ୍ବେଗଜନକ...
କିଛି ମିନିଟ୍ରେ କୋଭିଶିଲ୍ଡର ଦୁଇଟି ଡୋଜ
ମାଙ୍ଗାଲୁରୁ,୩।୯: ୧୯ ବର୍ଷୀୟ ଦିନ ମଜୁରିଆଙ୍କୁ କିଛି ମିନିଟ୍ ବ୍ୟବଧାନରେ କୋଭିଶିଲ୍ଡ ଟିକାର ଦୁଇଟି ଡୋଜ ଦିଆଯାଇଛି। ଏଭଳି ଘଟଣା ଘଟିଛି କର୍ନାଟକର ଦକ୍ଷିଣ କନ୍ନଡ ଜିଲାର ସୁଲିଆ ତାଲୁକ ଟିକାକରଣ କେନ୍ଦ୍ରରେ। ଟିକା କେନ୍ଦ୍ରରେ ଅତ୍ୟଧିକ ଭିଡ଼ ଯୋଗୁ...
କରୋନା ଟିକା ନ ନେଲେ ମିଳିବ ନାହିଁ ମଦ
ଚେନ୍ନାଇ,୩ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ପ୍ରାୟ ସମସ୍ତ ରାଜ୍ୟର ପ୍ରଶାସନ ଅଣ୍ଟା ଭିଡିଛନ୍ତି । ଏବେ ତାମିଲନାଡୁର ନୀଳଗୀରି ଜିଲାରେ ମଦ କିଣିବା ପାଇଁ କରୋନା ଟିକା ନେବା ଜରୁରୀ ହୋଇଛି । ଅର୍ଥାତ୍ ଏବେ ମଦ...
ଦିଦିରୁ ଦେବୀ ହେବାକୁ ଯାଉଛନ୍ତି ମମତା: ଭାଜପା କହିଲା ହିନ୍ଦୁଙ୍କ ଅପମାନ
କୋଲକାତା,୩ ।୯: ପାଖେଇ ଆସୁଛି ପାର୍ବଣ ଋତୁ । ଆଉ କେଇଟା ଦିନ ପରେ ସାରା ଦେଶରେ ପାଳନ କରାଯିବ ଦୁର୍ଗାପୂଜା । ଏଥିପାଇଁ ପ୍ରସ୍ତୁତି ବି ଆରମ୍ଭ ହୋଇ ଗଲାଣି । ହେଲେ ଦୂର୍ଗାପୂଜା ପାଇଁ ପ୍ରସିଦ୍ଧ ପଶ୍ଚିମବଙ୍ଗରେ...
Archives


