ଜାତୀୟ

ବଢ଼ୁଛି କଂଗ୍ରେସ କନ୍ଦଳ: ଆଜି ସୋନିଆଙ୍କୁ ଭେଟିବେ ଗୁଲାମନବୀ

ନୂଆଦିଲ୍ଲୀ,୧୭।୩: ୫ଟି ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ ଦଳୀୟ ନେତୃତ୍ୱ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍‌ଦାର କରିଛିି। ଗୁରୁବାର ସନ୍ଧ୍ୟାରେ କଂଗ୍ରେସର ବରିଷ୍ଠ ନେତା ତଥା ଜି-୨୩ ସଦସ୍ୟ ଗୁଲାମନବୀ ଆଜାଦଙ୍କ ବାସଭବନରେ ଏକ ବୈଠକ…

‘ବେକାରୀ ଜରୁରୀକାଳୀନ ପରିସ୍ଥିତି’ ଘୋଷଣା କରିବାକୁ ଦାବି କଲା କଂଗ୍ରେସ

ହାଇଦ୍ରାବାଦ,୧୮।୩: ତେଲେଙ୍ଗାନାର ବରିଷ୍ଠ କଂଗ୍ରେସ ନେତା ଦାସୋଜୁ ଶ୍ରାବଣ କୁମାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କୁ ତୁରନ୍ତ ଏକ‘ବେକାରୀ ଜରୁରୀକାଳୀନ ପରିସ୍ଥିତି’ ଘୋଷଣା କରିବାକୁ ଦାବି କରିଛନ୍ତି। ବେସରକାରୀ କ୍ଷେତ୍ରରେ ମଧ୍ୟ ସ୍ଥାନୀୟ ଲୋକଙ୍କ ପାଇଁ ୯୫% ଚାକିରୀ ସଂରକ୍ଷିତ ଅଛି…

‘ଦ କଶ୍ମୀର ଫାଇଲ୍‌’ର ନିର୍ଦ୍ଦେଶକଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ମୁମ୍ବାଇ,୧୮।୩: ବଲିଉଡ୍‌ ଫିଲ୍ମ ‘ଦ କଶ୍ମୀର ଫାଇଲ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ବକ୍ସ ଅଫିସ୍‌ରେ ଧମାଲ୍‌ କରିଥିବା ଏହି ଫିଲ୍ମ ୬ଦିନରେ ପ୍ରାୟ ୮୦କୋଟି ଟଙ୍କା ଆୟ କରିସାରିଲାଣି। ଏହି ଫିଲ୍ମକୁ ଅନେକ ରାଜ୍ୟରେ ଟିକସମୁକ୍ତ କରାଯାଇଛି। କେବଳ ଏତିକି ନୁହେଁ…

ସମସ୍ତ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। କରୋନା କଟକଣା କଡାକଡି ପାଳନ କରିବା ସହ ସଂକ୍ରମଣ ହ୍ରାସ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜିନମ୍‌ ସିକ୍ୱେନ୍‌ସି ଓ…

ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୨୦୦ ଭିଭିଆଇପି

ଲକ୍ଷ୍ନୌ,୧୮।୩: ଉତ୍ତରପ୍ରଦେଶ ବିଧାନସଭାରେ ଭାଜପାର ବିପୁଳ ବିଜୟ ପରେ ଯୋଗୀ ଆଦିତ୍ୟ ନାଥଙ୍କ ଶପଥ ଗ୍ରହଣ ଉତ୍ସବ ପ୍ରସ୍ତୁତି ଜୋରଦାର ଚାଲିଛି। ଲକ୍ଷ୍ନୌ ସ୍ଥିତ ଏକନା ଷ୍ଟାଡିୟମରେ ମାର୍ଚ୍ଚ ୨୧ରେ ଯୋଗୀ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ…

୬ଷ୍ଠରୁ ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ଗୀତା ବାଧ୍ୟତାମୂଳକ

ଅହମ୍ମଦାବାଦ,୧୮।୩: ଗୁଜରାଟରେ ପ୍ରଥମ ଶ୍ରେଣୀରୁ ଛାତ୍ରୀଛାତ୍ରଙ୍କ ପାଇଁ ଇଂରାଜୀ ବାଧ୍ୟତାମୂଳକ କରାଯାଇଛି। ଏଥିସହିତ ୬ଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠ୍ୟକ୍ରମରେ ଭାଗବତ ଗୀତାକୁ ସାମିଲ କରାଯିବ। ଏ ନେଇ ଗୁଜରାଟ ଶିକ୍ଷା ମନ୍ତ୍ରୀ ଜିତୁ ଭଘାନି ଘୋଷଣା କରିଛନ୍ତି। ଗୁରୁବାର…

ହୋଲି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୩: ସାରା ଦେଶରେ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳନ କରାଯାଏ। ହୋଲି ଅବସରରେ ଲୋକମାନେ ରଙ୍ଗରେ ଭିଜୁଥିବା ଦେଖାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦେଶର ଅନେକ ରାଜନେତା ହୋଲିରେ ଦେଶବାସୀଙ୍କୁ ଅଭିନନ୍ଦନ…

ଦୁର୍ନୀତି ଯୋଗୁ ୪୩.୨% ଭାରତୀୟଙ୍କ ଖୁସି ପ୍ରଭାବିତ

ନୂଆଦିଲ୍ଲୀ,୧୮।୩ (ପି.ଟି.):ଦୁର୍ନୀତି ଯୋଗୁ ୪୩.୨ ପ୍ରତିଶତ ଭାରତୀୟଙ୍କ ଖୁସି ପ୍ରଭାବିତ ହେଉଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ମହିଳାଙ୍କ ତୁଳନାରେ ପୁରୁଷଙ୍କର ଏ ସମ୍ପର୍କିତ ଅନୁଭବ କମ୍‌ ବୋଲି ହାପିପ୍ଲସ୍‌ କନ୍‌ସଲ୍ଟିଂର ‘ଷ୍ଟେଟ୍‌ ଅଫ୍‌ ହାପିନେସ୍‌’ ରିପୋର୍ଟରେ କୁହାଯାଇଛି। ରିପୋର୍ଟ ଅନୁଯାୟୀ…

୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ଇପିଏଫ୍‌ ଜମା ଉପରେ ଟିକସ ଲାଗିବ

ନୂଆଦିଲ୍ଲୀ,୧୮ା୩:କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାର୍ଷିକ ଜମା ୨.୫୦ ଲକ୍ଷରୁ ଊର୍ଦ୍ଧ୍ୱ ହେଲେ ଏହା ଉପରେ ଟିକସ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଏହି ସୀମା ୫ ଲକ୍ଷ ରଖାଯାଇଛି। ନୂଆ ଆୟକର ଆଇନ ନିୟମାବଳୀରେ…

ଖୁବ୍‌ଶୀଘ୍ର ସୋନିଆଙ୍କୁ ଭେଟିବେ ଗୁଲାମନବୀ ଆଜାଦ

ନୂଆଦିଲ୍ଲୀ,୧୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ (ଅସନ୍ତୁଷ୍ଟ ନେତାମାନଙ୍କ ଗୋଷ୍ଠୀ) ଦଳୀୟ ନେତୃତ୍ୱରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍‌ଦାର କରିଛିି। ବୁଧବାର ରାତିରେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ବାସଭବନରେ ୧୮ ଅସନ୍ତୁଷ୍ଟ…

ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି) ଏବେ ବିଧାନ ପରିଷଦ ପାଇଁ ଅଣ୍ଟା ଭିଡିଛି। ପୂର୍ବରୁ ବିଧାନ ପରିଷଦ ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା ବେଳେ…

ସ୍ବର ବଦଳାଇଲେ ସିଦ୍ଧୁ: ଇସ୍ତଫା ପରେ ମାନଙ୍କୁ କଲେ ପ୍ରଶଂସା

ଚଣ୍ଡିଗଡ଼,୧୭।୩: ପ୍ରଥମ ଥର ପାଇଁ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କ୍ଷମତାକୁ ଆସିଛି। ବୁଧବାର ଏଏପି ମୁଖ୍ୟମନ୍ତ୍ରୀ ଚେହେରା ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ସରକାର ଗଠନ କରିଛନ୍ତି। ଅନ୍ୟପକ୍ଷରେ ପଞ୍ଜାବରେ ଖରାପ ପ୍ରଦର୍ଶନ କରି ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?