ସିସିଟିଭି ଫୁଟେଜ୍ ସଂରକ୍ଷଣ ରଖିବାକୁ ଏସ୍ଇସିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ…
କୋଲକାତା, ୧୬।୨ : ପଶ୍ଚିମବଙ୍ଗ ମ୍ୟୁନିସପାଲିଟି ନିର୍ବାଚନ ସମୟରେ ହୋଇଥିବା ହିଂସା ନେଇ କୋଲକାତା ହାଇକୋର୍ଟ ସିସିଟିଭି ଫୁଟେଜ୍ ସଂରକ୍ଷଣ ରଖିବାକୁ ରାଜ୍ୟ ନିର୍ବାଚନ କମିଶନ( ଏସ୍ଇସି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ…
ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାଙ୍ଗୁ ବଜାଇ ପ୍ରଚାର କରୁଛନ୍ତି ଛେଦୁ…
ସିରାଥୁ, ୧୬।୨ : ଉତ୍ତରପ୍ରଦେଶର କୌଶମ୍ଭିର ହଟ୍ ବିଧାନସଭା ଆସନ ଭାବେ ସିରାଥୁକୁ ବିବେଚନା କରାଯାଉଛି। ଏଠାରୁ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ନିର୍ବାଚନ ଲଢୁଛନ୍ତି। ଏହି ଆସନରେ ତାଙ୍କ ବିରୋଧରେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଛେଦୁ ଚମାର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…
ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା
ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ ହଇଚଇ ସୃଷ୍ଟି ହୋଇଛି। ଦୀର୍ଘ ୪୬ ବର୍ଷ ପରେ ବରିଷ୍ଠ ନେତା ଦଳ ଛାଡ଼ିବା…
ଡୋଭାଲଙ୍କ ଘରେ ଅଜଣା ବ୍ୟକ୍ତିଙ୍କ ପ୍ରବେଶ ଉଦ୍ୟମ…
ନୂଆଦିଲ୍ଲୀ, ୧୬।୨ : ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଅଜିତ ଡୋଭାଲଙ୍କ ଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ଏକ କାର ସହିତ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ଅଜଣା ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଦିଲ୍ଲୀ ପୋଲିସ ସୂତ୍ରରୁ ପ୍ରକାଶ ଯେ ସମ୍ପୃକ୍ତ…
୪ ବର୍ଷରେ ଇଲେକ୍ଟ୍ରୋଲ ବଣ୍ଡ୍ରୁ ମିଳିଛି ୯ ହଜାର କୋଟିରୁ ଅଧିକ, ଚାନ୍ଦା କିଏ ଦେଇଛି-କେଉଁଠୁ ଆସିଛି କୌଣସି ତଥ୍ୟ ନାହିଁ…
ନୂଆଦିଲ୍ଲୀ, ୧୬।୨ : ଜାନୁଆରୀ ୨୦୨୨ ର ପ୍ରଥମ ୧୦ଦିନରେ, ରାଜନୈତିକ ଦଳମାନଙ୍କୁ ଚାନ୍ଦା ଦେବା ପାଇଁ ଏସବିଆଇରୁ ପ୍ରାୟ ୧,୨୧୩ କୋଟି ଟଙ୍କାର ଇଲେକ୍ଟ୍ରୋଲ ବଣ୍ଡ୍ ବିକ୍ରି ହୋଇଛି। ଏହି ପରି ଭାବରେ, ରାଜନୈତିକ ଦଳଗୁଡିକ ୨୦୧୮ଠାରୁ ଗତ ୪…
ଏସ୍ଆଇଏକୁ ବଡ଼ ସଫଳତା, ଜୈଶ୍ର ୧୦ ଓଭର ଗ୍ରାଉଣ୍ଡ ଓ୍ପାର୍କର ଗିରଫ…
ଶ୍ରୀନଗର, ୧୬।୨ : ଜମ୍ମୁ-କଶ୍ମୀରରେ ରାଜ୍ୟ ଅନୁସନ୍ଧାନ ଏଜେନ୍ସି (ଏସ୍ଆଇଏ)କୁ ବଡ଼ ଧରଣର ସଫଳତା ମିଳିଛି। ଦକ୍ଷିଣ ଏବଂ କେନ୍ଦ୍ରୀୟ କଶ୍ମୀର ଅଞ୍ଚଳରେ ଚଢ଼ାଉ ବେଳେ ଜୈଶ୍-ଇ-ମହମ୍ମଦ (ଜେଇଏମ)ର ୧୦ଜଣ ଓଭର ଗ୍ରାଉଣ୍ଡ ଓ୍ପାର୍କରଙ୍କୁ ଗିରଫ କରାଯାଇଛି। ରାତିରେ ବିଭିନ୍ନ ସ୍ଥାନରେ…
ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ
ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ ଆଗାମୀ ଫିଲ୍ମ ଭୀମଲା ନାୟକ ପାଇଁ ଟିକେଟ ବୁକ୍ କରିବାକୁ ତାଙ୍କ ବାପାଙ୍କୁ…
ରବିଦାସ ମନ୍ଦିରରେ ପହଞ୍ଚି ଝାଞ୍ଜ ବଜାଇଲେ ମୋଦି
ନୂଆଦିଲ୍ଲୀ,୧୬।୨: ରବିଦାସଙ୍କ ଜୟନ୍ତୀ ଅବସରରେ ଦିଲ୍ଲୀ କରୋଲ ବାଗ ସ୍ଥିତ ରବିଦାସ ମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ଦିରରେ ପହଞ୍ଚି ମୋଦି ଦର୍ଶନ କରି ଜନକଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି କିଛି ସମୟ ପାଇଁ ମହିଳାଙ୍କ…
ଥମୁଛି କରୋନା, ଭିଡ଼କୁ ଭୟ…
ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…
ସନ୍ଥ ରବିଦାସ ଜୟନ୍ତୀରେ ବାରାଣସୀ ପହଞ୍ଚିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ବାରାଣସୀ,୧୬।୨: ବୁଧବାର ଦେଶରେ ସନ୍ଥ ରବିଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ବିଧାନସଭା ନିର୍ବାଚନରେ ଦଳିତ ଭୋଟ ବ୍ୟାଙ୍କ ପାଇଁ ନେତାଙ୍କ ଲାଗି ଆଜି ଏକ ବିଶେଷ ଦିନ। ନିର୍ବାଚନ ପରିବେଶ ମଧ୍ୟରେ ରବିଦାସଙ୍କ ଜୟନ୍ତୀରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଦଳିତ…
ପରଲୋକରେ ବଲିଉଡ୍ର ଡିସ୍କୋ କିଙ୍ଗ୍ ବାପି ଲାହିରୀ
ମୁମ୍ବାଇ,୧୬।୨: ଚଳିତ ମାସରେ ସଙ୍ଗୀତ ଜଗତକୁ ଗୋଟିଏ ପରେ ଗୋଟିଏ ବଡ଼ ଧକ୍କା ମିଳିଛ। ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ପରେ ବଲିଉଡ୍ ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରୀଙ୍କ ପରଲୋକ ଘଟିଛି। ୬୯ ବର୍ଷ ବୟସରେ ମୁମ୍ବାଇର…
ଜି-୨୦ରେ ଅଧ୍ୟକ୍ଷତା କରିବ ଭାରତ
ନୂଆଦିଲ୍ଲୀ ୧୬ା୨: ୨୦୨୩ ନଭେମ୍ବରରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରିବ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ସଚିବାଳୟ ଗଠନ କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ସଚିବାଳୟର ପରିଚାଳନା…
Archives


