ଆତଙ୍କର ମାଷ୍ଟରମାଇଣ୍ଡଙ୍କୁ ଉତ୍ତରଦାୟୀ କରାଯାଉ
ନୂଆଦିଲ୍ଲୀ,୧୬ା୨: ଆତଙ୍କବାଦୀ କାର୍ଯ୍ୟକଳାପର ମାଷ୍ଟରମାଇଣ୍ଡଙ୍କୁ ସେମାନଙ୍କ କାର୍ଯ୍ୟ ଲାଗି ବିଶ୍ୱ ଉତ୍ତରଦାୟୀ କରିବା ଆବଶ୍ୟକ ବୋଲି ଜାତିସଂଘରେ ଭାରତ ଦାବି କରିଛି। ସେମାନେ ନିଜକୁ ଆତଙ୍କବାଦର ଶିକାର ବୋଲି ଚିତ୍ରଣ କରି ଅନ୍ତର୍ଜାତୀୟ ସମୁଦାୟଙ୍କୁ ବିଭ୍ରାନ୍ତ କରିବାକୁ ଦିଆ ନ ଯିବା…
ହିଜାବକୁ ଅନୁମତି ଦିଆ ନ ଯିବାରୁ ପରୀକ୍ଷା ଦେଲେନି ଛାତ୍ରୀ
ଶିବମୋଗା ,୧୬ା୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ବାରଣକୁ ନେଇ ବିବାଦ ଲାଗି ରହିଥିବାବେଳେ ମଙ୍ଗଳବାର ଉଡୁପି ଏବଂ ଶିବମୋଗା ଜିଲାରେ ହିଜାବ ପିନ୍ଧିଥିବା ଛାତ୍ରୀମାନଙ୍କୁ ସ୍କୁଲ୍ରେ ପ୍ରବେଶ ଅନୁମତି ଦିଆ ନ ଯିବାରୁ କେତେଜଣ ପିଲା ପରୀକ୍ଷା ବର୍ଜନ କରିଛନ୍ତି। ହିଜାବ…
ଏବିଜି ଶିପ୍ୟାର୍ଡ ଅଧିକାରୀଙ୍କ ବିରୋଧରେ ଲୁକ୍ଆଉଟ୍ ନୋଟିସ
ନୂଆଦିଲ୍ଲୀ,୧୬ା୨: ଦେଶର ସବୁଠୁ ବଡ଼ ବ୍ୟାଙ୍କ ଠକେଇ ମାମଲାରେ ସମ୍ପୃକ୍ତ ଏବିଜି ଶିପ୍ୟାର୍ଡ କମ୍ପାନୀର ମୁଖ୍ୟ ତଥା ବରିଷ୍ଠ ଅଧିକାରୀମାନଙ୍କ ବିରୋଧରେ ସିବିଆଇ ପକ୍ଷରୁ ଲୁକ୍ ଆଉଟ ନୋଟିସ ଜାରି କରାଯାଇଛି। ସେମାନେ ଯେପରି ଦେଶ ଛାଡ଼ି ଯାଇ ନ ପାରିବେ,…
ଅଭିଯୋଗ ଆଣିଲେ ଗଙ୍ଗୁବାଈଙ୍କ ପୁଅ
ମୁମ୍ବାଇ୧୬।୨: ଫେବୃଆରୀ ୨୫ରେ ରିଲିଜ ହେବାକୁ ଥିବ ବଲିଉଡ୍ ଚଳଚ୍ଚିତ୍ର ଗଙ୍ଗୁବାଈ କାଥିଆଓ୍ବାଡି ବିରୋଧରେ ଅଭିଯୋଗ ଆଣିଛନ୍ତି ଗଙ୍ଗୁବାଈଙ୍କ ପୁଅ ବାବୁ ରାଓଜୀ ଶାହା। ଗଙ୍ଗବାଈଙ୍କ ଭଳି ଜଣେ ସମାଜସେବୀଙ୍କୁ ଫିଲ୍ମରେ ଦେହଜୀବୀ ଦର୍ଶାଯାଇଥିବାରୁ ସେ ଆପତ୍ତି ଉଠାଇଛନ୍ତି। ଏ ନେଇ…
ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା
ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ସାମିଲ ହେବା ସହ ଭାଜପା ଏବଂ ଆମ୍…
୬୦ ବର୍ଷରେ ମଜୁରିଆରୁ ମଡେଲ
କୋଝିକୋଡ, ୧୬ା୨: ବେଳେବେଳେ ଭାଗ୍ୟ ବଦଳିବାକୁ ବେଶୀ ସମୟ ଲାଗି ନ ଥାଏ। ଛୋଟ ଛୋଟ କାମରେ ମଧ୍ୟ ଜଣେ ଖୁବ୍ଶୀଘ୍ର ପରିଚିତି ହାସଲ କରିନେଇଥାନ୍ତି ଏବଂ ଚାରିଆଡେ ଚର୍ଚ୍ଚା ସାଉଣ୍ଟିଥାନ୍ତି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି କେରଳର କୋଝିକୋଡରେ,…
ଦୁର୍ଘଟଣାରେ ଚାଲିଗଲା ଲୋକପ୍ରିୟ ଅଭିନେତାଙ୍କ ଜୀବନ
ଚଣ୍ଡିଗଡ଼,୧୫।୨: ସଡ଼କ ଦୁର୍ଘଟଣାରେ ଆଖି ବୁଜିଲେ ଲୋକପ୍ରିୟ ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ। ମଙ୍ଗଳବାର ସେ ନିଜ ବନ୍ଧୁମାନଙ୍କ ସହ ସ୍କର୍ପିଓରେ ଦିଲ୍ଲୀରୁ ପଞ୍ଜାବ ଫେରୁଥିଲେ। ସିଙ୍ଘୁ ସୀମା ନିକଟ କୁଣ୍ଡଳି ମାନସର ରାଜପଥରେ ତାଙ୍କ ଗାଡ଼ି ଦୁର୍ଘଟଣାର ଶିକାର ହୋଇଥିଲା।…
ପରଲୋକରେ ଭେଟେରାନ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀ
କୋଲକାତା,୧୫।୨: କୋକିଳକଣ୍ଠୀ ଲତା ମଙ୍ଗେସକରଙ୍କ ପରେ ଆଉ ଜଣେ ଲୋକପ୍ରିୟ ଗାୟିକା ଦୁନିଆରୁ ବିଦାୟ ନେଇଛନ୍ତି। ୯୦ ବର୍ଷ ବୟସରେ ଭେଟେରାନ ବଙ୍ଗାଳୀ ଗାୟିକା ସନ୍ଧ୍ୟା ମୁଖାର୍ଜୀଙ୍କ ମଙ୍ଗଳବାର ପରଲୋକ ଘଟିଛି। ଚଳିତ ବର୍ଷ ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ…
ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…
ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ଲୁଧିଆନାର ୧୪ ଆସନରେ ସର୍ବାଧିକ ୧୭୫ ପ୍ରାର୍ଥୀ ଚିର୍ବାଚନ ମଇଦାନରେ ରହିଛନ୍ତି। ସେହିପରି…
ଜାମିନ୍ ପ୍ରଦାନ କ୍ଷେତ୍ରରେ ସାମାଜିକ ଚିନ୍ତାଧାରା ଗ୍ରହଣୀୟ ନୁହେଁ, ହାଇକୋର୍ଟ…
ନୂଆଦିଲ୍ଲୀ, ୧୫।୨ : ଅଭିଯୁକ୍ତଙ୍କୁ ଜାମିନ୍ ପ୍ରଦାନ କ୍ଷେତ୍ରରେ ସାମାଜିକ ଚିନ୍ତାଧାରା ଗ୍ରହଣୀୟ ନୁହେଁ। ସମାଜ ସମ୍ପୃକ୍ତ ବ୍ୟକ୍ତିଙ୍କ ବିଷୟରେ କିଭଳି ଚିନ୍ତା କରୁଛି ତାହାକୁ ଜାମିନ୍ ବିଚାର କ୍ଷେତ୍ରରେ ପରିସରଭୁକ୍ତ କରାଯିବା ଅନୁଚିତ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା…
୪ ମାସ ମଧ୍ୟରେ ନିଯୁକ୍ତି କ୍ଷେତ୍ର-ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସଂରକ୍ଷଣ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୫।୨ : ଆସନ୍ତା ୪ ମାସ ମଧ୍ୟରେ ରାଜ୍ୟରେ ନିଯୁକ୍ତି କ୍ଷେତ୍ରରେ ତଥା ସମସ୍ତ ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବାକୁ ରାଜସ୍ଥାନ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେମାନଙ୍କୁ ସମାଜର ପଛୁଆ ବର୍ଗରେ ସାମିଲ୍ କରିବା…
୪ ମାସ ପରେ ଜେଲ୍ରୁ ବାହାରିଲେ ଆଶିଷ…
ଲଖିମପୁର, ୧୫।୨ : ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଜାମିନ୍ ମିଳିଛି। ୪ ମାସ ପରେ ସେ ଲଖିମପୁର ଜେଲ୍ରୁ ବାହାରକୁ ଆସିଛନ୍ତି। ଗତ ସପ୍ତାହରେ ଆହ୍ଲାବାଦ୍ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍ ଆଶିଷଙ୍କ ଜାମିନ୍ ମଞ୍ଜୁର…
Archives


